Latest Odisha News

BREAKING NEWS

Browsing Category

ଫିଚର

ଦେଖନ୍ତୁ, ସାଧାରଣତନ୍ତ୍ର ଦିବସ ଅବସରରେ ୧୭ ହଜାର ଫୁଟ ଉଚ୍ଚରେ ତ୍ରିରଙ୍ଗା ଉଡାଇଲେ ଭାରତୀୟ ଯବାନ

ଲେହ: ବିଶ୍ୱର ସର୍ବୋଚ୍ଚ ଲୋକତନ୍ତ୍ର ଦେଶ ଭାରତ ଉତ୍ସାହ ଉଦ୍ଦୀପନାର ସହ ପାଳନ କରୁଛି ଗଣତନ୍ତ୍ରର ମହାପର୍ବ। ଏହିପାରିପେକ୍ଷିରେ ଭାରତ-ତିବତ ସୀମା ପୋଲିସ (ଆଇଟିବିପି)ର ଯବାନ ୧୭ ହଜାର ଫୁଟ ଉଚ୍ଚତାରେ ତ୍ରିରଙ୍ଗା ଉଡାଇ ଜାତୀୟ ସଙ୍ଗୀତ ଗାନ କରିଛନ୍ତି। #WATCH Indo-Tibetan Border…

ମାର୍ଚ୍ଚ ୩୧ ସୁଦ୍ଧା ମଣ୍ଡିରୁ ଧାନ ଉଠିବ: ମନ୍ତ୍ରୀ

ସମ୍ବଲପୁର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମଣ୍ଡିରୁ ସମସ୍ତ ଧାନ ଉଠାଇବା ଲାଗି ଓଡିଶା ସରକାର ନିଷ୍ପତ୍ତି ନେଇଥିବା ନେଇ ରବିବାର ଦିନ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ମିଲର୍ସମାନେ ଧାନ କ୍ରୟ କରିବାରେ ରୋକ ଲଗାଇପାରିବେ ନାହିଁ…

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେବା ପରେ କଙ୍ଗନା କ’ଣ ରଖିଲେ ପ୍ରତିକ୍ରିୟା, ଜାଣନ୍ତୁ

ନୂଆଦିଲ୍ଲୀ:ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ଦେଶର ୪ର୍ଥ ସର୍ବଶ୍ରେଷ୍ଠ ସମ୍ମାନ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। ଅଭିନୟରେ ନିଜର ସର୍ବୋଚ୍ଚ ପ୍ରତିପାଦନ ନିମନ୍ତେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ସମ୍ମାନରେ ବିଭୂଷିତ କରାଯିବ । ୭୧ ତମ ଗଣତନ୍ତ୍ର ଦିବସର ଗୋଟିଏ ଦିନ…

ନ୍ୟୁଜିଲାଣ୍ଡକୁ ୭ ୱିକେଟରେ ପରାସ୍ତ କଲା ଟିମ୍ ଇଣ୍ଡିଆ

ଅକଲାଣ୍ଡ: ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡ ଦଳକୁ ୭ ୱିକେଟରେ ପରାସ୍ତ କରିଛି । କିୱିଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୩୨ ରନ୍ କରିଥିବା ବେଳେ ଭାରତ ୧୭.୩ ଓଭରରେ ୩ ୱିକେଟ ହରାଇ ୧୩୫ ରନ କରି ବିଜୟ ହାସଲ କରିଛି । Clinical performance by #TeamIndia to take a…

ଗଣତନ୍ତ୍ର ଦିବସରେ ନୂଆ ପରମ୍ପରା: ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକରେ ସହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ୭୧ ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ଏକ ନୂତନ ପରମ୍ପରା । ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୋଦୀ ଯୁଦ୍ଧ ସ୍ମାରକ ଯାଇ ବୀର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ଏହି ଅବସରରେ ଦେଶର ପ୍ରଥମ ସିଡିଏସ୍ ଜେନେରାଲ…

ବ୍ୟାପୁଛି କୋରୋନା ଭାଇରସ: ସ୍ୱଦେଶ ଫେରିବେ ଚୀନରେ ଫସିଥିବା ଭାରତୀୟ ଛାତ୍ର !

ଚୀନରୁ ବ୍ୟାପିଥିବା କୋରୋନା ଭାଇରସ ଏବେ ସମସ୍ତଙ୍କୁ ହଇରାଣରେ ପକାଇଛି । ଇତି ମଧ୍ୟରେ ୬୦ ଲୋକ ମୃତ୍ୟୁବରଣ କରିସାରିଥିବା ବେଳେ ୨୦୦୦ ପାଖାପାଖି ଆକ୍ରାନ୍ତ ହୋଇଛନ୍ତି । ଭାରତର ୭୦୦ ଛାତ୍ର ସେଠାରେ ଫସି ରହିଛନ୍ତି । ନୂତନ ବର୍ଷ ଛୁଟି ଅବସରରେ ଅଧିକାଂଶ ଛାତ୍ର ସ୍ୱଦେଶ ପ୍ରତ୍ୟାବର୍ତନ…

ସାଧାରଣତନ୍ତ୍ର ଦିବସ: ଦିଲ୍ଲୀ ରାଜପଥରେ ଗଡିଲା ଓଡିଶାର ରୁକୁଣା ରଥ

ନୂଆଦିଲ୍ଲୀ: ୭୧ ତମ ସାଧାରଣତନ୍ତ୍ର ଦିବସ ଅବସରରେ ରବିବାର ଦିନ ନୂୂଆଦିଲ୍ଲୀର ରାଜପଥରେ ପ୍ୟାରେଡ୍ ବେଳେ ଶୋଭାବର୍ଦ୍ଧନ କରିଛି ଓଡିଶାର ରୁକୁଣା ରଥ । ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ଗାଥା ବଖାଣୁଥିବା ଏହି ପ୍ରଜ୍ଞାପନ ମେଢ଼କୁ ୩ ଭାଗରେ ବିଭକ୍ତ କରାଯାଇଛି । ପ୍ରଥମ ଭାଗରେ ରୁକୁଣା…

ବଡ଼ଠାକୁରଙ୍କ ପଦ୍ମବେଶ: କ’ଣ କହେ କିମ୍ବଦନ୍ତୀ, ଜାଣନ୍ତୁ…

ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରତ୍ୟେକ ବେଶ ଭକ୍ତମାନଙ୍କୁ ଭାବ ବିହ୍ୱଳ କରିଥାଏ । ମାଘ ଅମାବସ୍ୟା ପରେ ବସନ୍ତ ପଂଚମୀ ପୂର୍ବରୁ ପଡୁଥିବା ବୁଧବାର ବା ଶନିବାର ଦିନ ଏହି ବେଶ କରାଯାଇଥାଏ । ବର୍ଷକର କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ପହୁଡ ହୁଅନ୍ତି । ଏହି ଦିନ ଠାକୁର…

ଆଜି ଭାରତ-ନ୍ୟୁଜିଲାଣ୍ଡ ୨ୟ ଟି-୨୦ ଟକ୍କର; ଜିତିବା ଲକ୍ଷ୍ୟରେ ବିରାଟ ବାହିନୀ

ଅକଲାଣ୍ଡ: ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ୨ୟ ମ୍ୟାଚରେ ଭାରତୀୟ ଖେଳାଳୀ ମାନେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ବିଜୟ ଧାରା ଜାରି ରଖିବା ଲାଗି ଏକପ୍ରକାର ରଣନୀତି ପସ୍ତୁତ କରିଛନ୍ତି । ଏହି ମ୍ୟାଚ୍ ଅକଲାଣ୍ଡର…

ସାଧାରଣତନ୍ତ୍ର ଦିବସ ଅବସରରେ ସୁଦର୍ଶନଙ୍କ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ

ପୁରୀ: ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ବିଶିଷ୍ଟ ବାଲୁକାକଳା ଶିଳ୍ପୀ ସୁଦର୍ଶନ ତାଙ୍କର ବାଲୁକା କଳା ମାଧ୍ୟମରେ ଆଜି ସାରା ଦେଶରେ…