Latest Odisha News

BREAKING NEWS

Browsing Category

ଫିଚର

କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ: ଦିଲ୍ଳୀ ପାଇଁ ଭୋଟ ମାଗିବେ ସିଦ୍ଧୁ

ନୂଆଦିଲ୍ଲୀ: ଦିଲ୍ଳୀବାସୀଙ୍କୁ ଭୋଟ ମାଗିବେ କଂଗ୍ରେସ ବିଧାୟକ ନବଜୋତ ସିଂହ ସିଦ୍ଧୁ । ଭୋଟରଙ୍କୁ କରିବେ ଆକୃଷ୍ଟ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସେ ଏଥର ଘର ଘର ବୁଲି ପ୍ରଚାର କରିବେ । ଦିଲ୍ଲୀ ନିର୍ବାଚନ ପ୍ରଚାର ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି । ଏହି…

ସାକାର ହେଲା ସ୍ୱପ୍ନ: ଆକାଶରେ ଉଡିଲେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାକାର ହେଲା ସ୍ୱପ୍ନ, ଆକାଶରେ ଉଡିଲେ ଦିବ୍ୟାଙ୍ଗ । ଭୁବନେଶ୍ୱର ବିମାନ ବନ୍ଦରରୁ ଆଜି ୪୮ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଉଡାଣ ଭରିଛନ୍ତି । ଆଲିଆନ୍ସ ଏୟାର ପକ୍ଷରୁ ସ୍ୱତନ୍ତ୍ର ବିମାନରେ ସେମାନେ ଉଡାଣ ଭରିଛନ୍ତି । ଏହି ୪୮ ଜଣଙ୍କ ମଧ୍ୟରେ ଅଛନ୍ତି ଦିବ୍ୟାଙ୍ଗ, ଆଦିବାସୀ ଓ…

ଓଡ଼ିଶା ଆସିବ ‘ଡାକୋଟା’; ଏଏଆଇଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ବର: ଖୁବ୍‌ଶୀଘ୍ର ଓଡ଼ିଶା ଫେରିବ ସ୍ୱର୍ଗତ ବିଜୁ ବାବୁଙ୍କ ସାହସ ଓ ବୀରତ୍ୱର ଗାଥା ବହନ କରୁଥିବା ଡାକୋଟା ବିମାନ । ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏଏଆଇକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ଗତ ୧୬ରେ ଏନେଇ ଲୋକସଭା ଭବନରେ ବୈଠକ ମଧ୍ୟ ହୋଇଥିଲା । ଏହି ବିମାନଟି ଏବେ…

‘ସିଏଏ’ ଉପରେ ଲାଗିବନି ରୋକ: ୪ ସପ୍ତାହ ଭିତରେ ଜବାବ ଦାଖଲ କରିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ

ନୂଆଦିଲ୍ଳୀ: ନାଗରିକତା ସଂଶୋଧନ ଆଇନ ଉପରେ ଲାଗିବନି ରୋକ । ଆଜି ସୁପ୍ରିମକୋର୍ଟ ସିଏଏ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାଖଲ ହୋଇଥିବା ୧୪୪ ଆବେଦନର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ନାଗରିକତା ସଂଶୋଧନ ଆଇନ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ସୁପ୍ରିମକୋର୍ଟରେ ୧୪୪ଟି ଆବେଦନ ହୋଇଥିଲା…

ଜେଲ ଭିତରେ ଏଟି ଗ୍ରୁପ୍ ମୁଖ୍ୟ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଅର୍ଥତତ୍ୱ ଗ୍ରୁପର ମୁଖ୍ୟ ପ୍ରଦୀପ ସେଠୀ ଜେଲ୍ ମଧ୍ୟରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ପରେ ଝାରପଡା ସ୍ପେଶାଲ୍ ଜେଲର ଅଧିକାରୀମାନେ ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ ମେଡିକାଲରେ ଭର୍ତ୍ତି କରିଛନ୍ତି । ଗଣମାଧ୍ୟମକ ସୂଚନା ଦେଇ ଝାରପଡା ଜେଲର…

ଜାଣନ୍ତୁ, ବଜେଟ ସମ୍ବନ୍ଧରେ କିଛି ମଜାଦାର କଥା…

ଭୁବନେଶ୍ବର: ଆସନ୍ତା ଫେବୃଆରୀ ମାସ ୧ ତାରିଖରେ ଉପସ୍ଥାପିତ ହେବାକୁ ଯାଉଛି ସାଧାରଣ ବଜେଟ। ଆସନ୍ତୁ ଜାଣିବା ବଜେଟକୁ ନେଇ ପୂର୍ବରୁ ଘଟିଥିବା କିଛି ମଜାଦାର ଘଟଣା ସମ୍ପର୍କରେ... ଲମ୍ବା ବଜେଟ ଭାଷଣ : ୨୦୦୩ରେ ଅର୍ଥମନ୍ତ୍ରୀ ଯଶୱନ୍ତ ସିଂ ତାଙ୍କ ବଜେଟ ଭାଷଣ ପ୍ରାୟ ୨ ଘଂଟାରୁ ଅଧିକ ସମୟ…

ଦୁର୍ଦ୍ଦାନ୍ତ ମାଓନେତା ପାପାରାଓ ମୃତ: ତାଲମେଟଲା ନକ୍ସଲ ଆକ୍ରମଣର ଥିଲା ମାଷ୍ଟରମାଇଣ୍ଡ !

ଭୁବନେଶ୍ୱର: ଦୁର୍ଦ୍ଦାନ୍ତ ମାଓବାଦୀ ତଥା ଛତିଶଗଡ଼ର୍ ଟପ ମାଓ ନେତା ପାପାରାଓର ମୃତ୍ୟୁ ହୋଇଥିବା ସୂଚନ ମିଳିଛି । ମିଳିଥିବା ସୂଚନା ଅନୁସାରେ, ପାପାରାଓ କିଡନୀ ରୋଗରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛି। ପାପାରାଓ ୨୦୧୦ରେ ଛତିଶଗଗଡର ତାଲମେଟଲାରେ ହୋଇଥିବା ବଡ ନକ୍ସଲ ଆକ୍ରମଣର…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର‌୍ୟ୍ୟନ୍ତ ଶ୍ରୀଜିଉଙ୍କ…

ସୁନ୍ଦରଗଡ ଆଦର୍ଶ ସ୍କୁଲ ପରିଦର୍ଶନ କଲେ ବିଜୟ ସାହୁ; ଭିତ୍ତିଭୂମି ବିକାଶ ନେଇ ଆଲୋଚନା

ସୁନ୍ଦରଗଡ଼: ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପରାମର୍ଶଦାତା ଡ଼. ବିଜୟ କୁମାର ସାହୁ ମଙ୍ଗଳବାର ଦିନ ସୁନ୍ଦରଗଡ଼ ଜିଲ୍ଲା ତାଳସଙ୍କର ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀଙ୍କ ସହ କିଛି ସମୟ ଅତିବାହିତ କରିଛନ୍ତି । ଏହାପରେ ସନ୍ଧ୍ୟାରେ ସେ ଜିଲ୍ଲାପାଳ ନିଖିଲ ପୱନ…

କଟକ ବୁଲିଲେ ୫’ଟି ସଚିବ ଭିକେ ପାଣ୍ଡିଆନ୍‌; ଜାଣନ୍ତୁ କାହିଁକି

କଟକ: ଓଡିଶା ମୁଖ୍ୟମନ୍ତ୍ରୀଙ୍କ ୫ଟି’ ସଚିବ ଭିକେ ପାଣ୍ଡିଆନ୍ ବୁଧବାର ବଡି ଭୋର ସମୟରେ କଟକରେ ପହଞ୍ଚି ଏସସିବିର ସମ୍ପ୍ରସାରଣ ଲାଗି ପ୍ରସ୍ତାବିତ ୨୫ ଏକର ଭୂମିର ଅନୁଧ୍ୟାନ କରିଥିଲେ। ଗୃହ ଓ ନଗର ଉନ୍ନୟନ ବିକାଶ ସଚିବ ଜି ମାଥୀଭଥନନ୍‌, ଜଳ ସମ୍ପଦ ସଚିବ ସୁରେନ୍ଦ୍ର କୁମାର ଓ ୱାକ୍‌ର୍ସ…