Latest Odisha News

BREAKING NEWS

Browsing Category

ଫିଚର

ସବୁ ଫର୍ମାଟର କ୍ରିକେଟରୁ ଅବସର ନେଲେ ଭାରତୀୟ କ୍ରିକେଟର୍ ଇରଫାନ୍ ପଠାନ୍

ମୁମ୍ବାଇ: ମହାନ ଭାରତୀୟ କ୍ରିକେଟ ଅଲରାଉଣ୍ଡର୍ ଇରଫାନ୍ ପଠାନ୍ ଶନିବାର ଦିନ କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ଏହି ପ୍ରଖ୍ୟାତ ଭାରତୀୟ ବୋଲର୍ ଜଣକ ଭାରତ ଲାଗି ୨୯ଟି ଟେଷ୍ଟ, ୧୨୦ଟି ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ ତଥା ୨୪ଟି ଟି -୨୦ ମ୍ୟାଚ ଖେଳିଛନ୍ତି ।…

କେନ୍ଦୁଝରରେ ନାବାଳିକା ଗଣଦୁଷ୍କର୍ମର ଶୀକାର

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଝୁମ୍ପୁରା ଅଞ୍ଚଳରେ ଜଣେ ନାବାଳିକା ଗଣଦୁଷ୍କର୍ମ ହୋଇଥିବାର ସୂଚନା ମିଳିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ଗଣଦୁଷ୍କର୍ମର ଶୀକାର ହୋଇଥିବା ପୀଡ଼ିତାଟିର ମାଆ ଝୁମ୍ପୁରା ଥାନାରେ ଅଭିଯୋଗ କରିବା ପରେ ଏହି ଘଟଣା ସମ୍ପର୍କରେ…

ଜାଣନ୍ତୁ, କିପରି ରହିବ ଭାରତୀୟ କ୍ରିକେଟ ଦଳର ୨୦୨୦ କାର୍ଯ୍ୟସୂଚୀ

ନୂଆଦଲ୍ଲୀ: ଗତବର୍ଷ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଟିମ୍ ଇଣ୍ଡିଆ ବିଶ୍ୱ କ୍ରିକେଟରେ ନିଜର ପ୍ରଭାବ ଜାରୀ ରଖିଥିଲେ ।୨୦୨୦ରେ ଏହି ସଫଳତା ବଜାୟ ରଖିବା ନେଇ ବିରାଟ କୋହଲୀ ନେତୃତ୍ୱାଧୀନ ଦଳ ଆଶାୟୀ ରହିଛି । ଗତ ଦଶନ୍ଧିରେ ଟିମ୍ ଇଣ୍ଡିଆ ୨୮୧ ମ୍ୟାଚରେ ବିଜୟ ହାସଲ କରିଛି । ଏଥିରେ ୫୬…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଫେରିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଶୀତ ଲହରୀ ଫେରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସତର୍କ କରାଯାଇଛି । “ଆଜି ପୁରୀର ଉପକୂଳବର୍ତ୍ତୀ ଅଞ୍ଚଳର ଭିନ୍ନ ଭିନ୍ନ ସ୍ଥାନ ସମେତ ନବରଙ୍ଗପୁର, ମାଲକାନଗିରି, ରାୟଗଡା, ବଲାଙ୍ଗିର, କେନ୍ଦୁଝର, ସୋନପୁର,…

ମଥୁରାରେ ବଢୁଛି ମହାରାଜାଙ୍କ ଦୌରାତ୍ମ୍ୟ; ବିଜୁବାବୁଙ୍କୁ ଦିନେ ଦରବାରକୁ ଡକାଇଥିଲେ ବରଗଡ଼ କଂସ !

ବରଗଡ଼: ବରଗଡ଼ରେ ଅନୁଷ୍ଠିତ ହେଉଥିବା ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ପ୍ରସାର ଓ ଅଭିବୃଦ୍ଧି ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକଥର ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା ସହିତ ନିଜେ ଦରବାରରେ ଉପସ୍ଥିତ ରହିଛନ୍ତି । ନବୀନଙ୍କ ବାପା ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ…

ଜାନୁଆରୀ ୫ରୁ ସର୍ବସାଧାରଣଙ୍କ ଲାଗି ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର: ସର୍ବସାଧାରଣଙ୍କ ଲାଗି ଆସନ୍ତା ଜାନୁଆରୀ ୫ ତାରିଖରୁ ୧୯ ତାରିଖ ଯାଏଁ ରାଜଭବନ ଉଦ୍ୟାନ ଖୋଲା ରହିବ । ପ୍ରତ୍ୟେକ ଦିନ ଦ୍ୱିପ୍ରହର ୨ଟାରୁ ୫ଟା ପର୍ଯ୍ୟନ୍ତ ଜନସାଧାରଣ ଏହି ଉଦ୍ୟାନ ପରିଦର୍ଶନ କରିପାରିବେ। ଏଥିସହିତ ଛୁଟିଦିନ ଏବଂ ରବିବାରରେ ମଧ୍ୟ ଲୋକମାନେ ରାଜଭବନ ଉଦ୍ୟାନ…

ଯାନ୍ତ୍ରିକ ତ୍ରୁଟି ପରେ ଗଡିଲା ତପସ୍ୱିନୀ ଏକ୍ସପ୍ରେସ୍; ଟ୍ୱିଟ୍ କଲେ ଓଡିଆ ସାଂସଦ

ସମ୍ବଲପୁର: ପୁରୀ-ହଟିଆ ତପସ୍ୱିନୀ ଏକ୍ସପ୍ରେସର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଶନିବାର ଦିନ ବାମୁର ଷ୍ଟେସନରେ ଅନେକ ସମୟ ଧରି ଅଟକି ରହିଥିବା ବେଳେ ପ୍ରାୟ ୬ ଘଣ୍ଟା ପରେ ଏହା ଗନ୍ତବ୍ୟସ୍ଥଳୀ ଅଭିମୁଖେ ଗସ୍ତ କରିଛି । ଯାହାଫଳରେ ଯାତ୍ରୀମାନେ ଏକପ୍ରକାର ଆଶ୍ୱସ୍ତୀ ଅନୁଭବ କରିଛନ୍ତି ।…

ପର୍ଯ୍ୟଟନ ମାନଚିତ୍ରରେ କେନ୍ଦୁଝର; ପ୍ରାକୃତିକ ପ୍ରାଚୁର୍ଯ୍ୟତାର ଗନ୍ତାଘର

ଭୁବନେଶ୍ୱର: ରାଜ୍ୟ ତଥା ଦେଶବିଦେଶର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ କେନ୍ଦୁଝର ଜିଲ୍ଲା । ଏଠାରେ ପ୍ରକୃତି କଥାକହେ । ଓଡିଶା ମାନଚିତ୍ରରେ ଇକୋ ଟୁରିଜିମ ଭାବରେ କେନ୍ଦୁଝର ଜିଲ୍ଲା ନିଜର ସ୍ୱତନ୍ତ୍ର ପରିଚୟ ବହନ କରେ । ଏହା ଉତ୍ତର ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ।…

ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଆରମ୍ଭ

ବରଗଡ : ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ଚତୁର୍ଥ ଦିନ । ଏହି ଅବସରରେ ସମଗ୍ର ବରଗଡ ସହରରେ ଉତ୍ସବମୁଖର ପରିବେଶ ଲାଗି ରହିଛି । ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ କଳାକାରଙ୍କ ନିଖୁଣ କଳାକୃତିରେ ଶୋଭା ବର୍ଦ୍ଧନ କରୁଥିବାବେଳେ ଏବେ ବରଗଡ ମଥୁରା ନଗରୀ ପାଲଟିଥିବାବେଳେ ଓ…

ଓଡିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ: ଭ୍ରମଣ ସହ ଓ ବଣଭୋଜିର ନିଆରା ମଜ୍ଜା ନିଅନ୍ତୁ…

ଭୁବନେଶ୍ୱର : ନୂତନ ବର୍ଷ ଭାବେ ୨୦୨୦ ମସିହାର ଆଗମନ ହୋଇଛି । ପ୍ରାୟ ସମସ୍ତ ଲୋକମାନେ ନୂଆବର୍ଷ ଆସିଲେ ସାଙ୍ଗସାଥୀ ତଥା ପରିବାର ବର୍ଗଙ୍କ ସହ ମଉଜ ମଜଲିସ କରିବା ପାଇଁ ଭ୍ରମଣରେ ବାହାରି ପଡନ୍ତି ବିଭିନ୍ନ ଦର୍ଶନୀୟ ସ୍ଥାନ ତଥା ପର୍ଯ୍ୟଟନ ସ୍ଥଳୀକୁ । ରାଜ୍ୟ ଭିତରେ ଏଭଳି କିଛି…