Latest Odisha News

BREAKING NEWS

Browsing Category

ଫିଚର

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୪-୦୧-୨୦୨୦ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜାନୁୟାରୀ ତା ୦୪ ରିଖ ଶନିବାର ଧନୁ ୨୦ ଦିନ ପୌଷ ମାସ ଶୁକ୍ଳ ପକ୍ଷ ନବମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଭୋଗ ହେବ ସକାଳ ୧୦-୫୬…

ଝିପିଝିପି ବର୍ଷା ସହ ବଢିବ ଥଣ୍ଡା; ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଭଦ୍ରକ ଓ ବାଲେଶ୍ୱରରେ ବର୍ଷା ସାଙ୍ଗକୁ ଦିନ ତମାମ କୋହଲା ପାଗ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । ରାଜଧାନୀ ସମେତ ଓଡ଼ିଶାର ଅନେକ ସ୍ଥାନର ପାଗ କୋହଲା ରହିଛି । ଭୁବନେଶରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାରେ…

ପୁଣି ଚର୍ଚ୍ଚାରେ ଜ୍ୱାଲା ଗୁଟ୍ଟାଙ୍କ ପ୍ରେମ କାହାଣୀ !

ଭୁବନେଶ୍ୱର: ଭାରତର ଷ୍ଟାର ବ୍ୟାଡ଼ମିଣ୍ଟନ ଖେଳାଳି ଜ୍ୱାଲା ଗୁଟ୍ଟା ଏବେ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ପୁନର୍ବାର ଚର୍ଚ୍ଚାକୁ ଆସିଛନ୍ତି । ତାମିଲ ଅଭିନେତା ବିଷ୍ଣୁ ବିଶାଲଙ୍କ ସହ ଖୁବ୍ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବୋଲି ଜ୍ୱାଲା ଟ୍ୱିଟ୍ କରି କହିଛନ୍ତି । :)…

ଶ୍ରୀଜଗନ୍ନାଥଙ୍କୁ ୩୬ ନିଯୋଗର ୧୧୯ ପ୍ରକାର ସେବକ ଦେଉଛନ୍ତି ନିରନ୍ତର ସେବା !

ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶୃଙ୍ଖଳିତ ନୀତିକାନ୍ତି ଲାଗି ସେବକମାନେ ନିରନ୍ତର ସେବା ପ୍ରଦାନ କରିଚାଲିଛନ୍ତି । ଶ୍ରୀମନ୍ଦିର ତିଆରି ହେବା ପରେ ବ୍ରହ୍ମାଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଉପରୋକ୍ତ ସେବକଙ୍କୁ ନିୟୋଜିତ କରିଥିଲେ । ମିଳିଥିବା ତଥ୍ୟ ଅନୁସାରେ ୧୧୯ ପ୍ରକାରର ସେବକ ତାଙ୍କ…

‘ଏସବିଆଇ’ ଆଣିଲା ନୂଆ ଟେକ୍ନୋଲୋଜି; ବିନା କାର୍ଡ ଓ କ୍ୟାସରେ କରିପାରିବେ ପେମେଣ୍ଟ !

ଭୁବନେଶ୍ୱର: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ ଖାତାଧାରୀଙ୍କ ପାଇଁ ଖୁସି ଖବର । ଛୋଟମୋଟ ପେମେଣ୍ଟ ପାଇଁ ଆଉ କାର୍ଡ ବା ଟଙ୍କା ଦରକାର ନାହିଁ । ଏସବିଆଇ ଏକ ନୂଆ ଟେକ୍ନୋଲୋଜି ଅଣିଛି । ଏହାଦ୍ୱାରା ଯେକୌଣସି ଦୋକାନରୁ ଛୋଟ ମୋଟ ଜିନିଷ କିଣିବାପାଇଁ ନିଜର ଆଙ୍ଗୁଠି ଦ୍ୱାରା ଏହି ପେମେଣ୍ଟ…

ପ୍ରତିଷ୍ଠା ଦିବସରେ ‘ପାରାଦୀପ ବନ୍ଦର’ ସମ୍ପର୍କରେ ଜାଣନ୍ତୁ କିଛି ରୋଚକ କଥା…

ପାରାଦୀପ ବନ୍ଦର। ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଏକ କୃତ୍ରିମ ବନ୍ଦର । ଏହା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳୀରେ ଅବସ୍ଥିତ। ଏହି ବନ୍ଦର ଦେଇ ମୁଖ୍ୟତଃ ଲୌହପଥର ଓ କୋଇଲା ରପ୍ତାନୀ କରାଯାଉଥିଲା ବେଳେ ରାଜ୍ୟରେ ଅବସ୍ଥିତ ଇସ୍ପାତ କାରଖାନା ନିମନ୍ତେ କୋକିଙ୍ଗ କୋଇଲା ତଥା ସାର କାରଖାନା…

ଇରାକ ଉପରେ ଆମେରିକାର ଏୟାରଷ୍ଟ୍ରାଇକ: ୭ ମୃତ

ବାଗଦାଦ: ଇରାକର ରାଜଧାନୀ ବଗଦାଦ ଉପରେ ଆମେରିକା କରିଛି ଏୟାରଷ୍ଟ୍ରାଇକ । ବଗଦାଦର ବିମାନବନ୍ଦର ଉପରେ ଏୟାରଷ୍ଟ୍ରାଇକ୍ କରିଛି ଆମେରିକୀୟ ସେନା । ଏହି ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଜାତୀୟ ଗଣମାଧ୍ୟମ ଏଅନଆଇର ଏକ ରିପୋର୍ଟରେ ପ୍ରକାଶ । Iran's Quds Force chief Qassim…

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆଜି ଜୟନ୍ତୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ରାଜ୍ୟପାଳ ହୋଇପାରିଥିବା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆଜି ୯୩ତମ ଜନ୍ମଦିନ । ରାଜ୍ୟର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ରାଜ୍ୟବାସୀ। ୧୯୨୭ ମସିହା ଆଜିର ଦିନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାମେଶ୍ୱର ଠାରେ ଜନ୍ମ…

ପାରାଦୀପ ବନ୍ଦରର ୫୯ ତମ ପ୍ରତିଷ୍ଠା ଦିବସ ଅବସରରେ ବିଶାଳ ମାରାଥନ ପ୍ରତିଯୋଗିତା

ପାରାଦୀପ: ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଭାରତର ୨ୟ ବୃହତ୍ତମ ବନ୍ଦର ପରାଦୀପ ବନ୍ଦର ପାଳନ କରୁଛି ଏହାର ୫୯ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଏଠାରେ ମାରାଥନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ସ୍ଥାନୀୟ ହନୁମାନ ବାଟିକା ନିକଟରରେ ଏହି ମାରାଥନକୁ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରାୟ…

ଆଜିଠୁ ଆରମ୍ଭ ହେଲା ଓଡିଶାରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ

ଭୁବନେଶ୍ୱର: ସାରା ରାଜ୍ୟରେ ବିଭିନ୍ନ ବନଖଣ୍ଡରେ ଶୁକ୍ରବାର ଦିନ ପକ୍ଷୀ ଗଣନା ଆରମ୍ଭ ହୋଇଛି। ରାଜ୍ୟ ବନବିଭାଗ ପକ୍ଷରୁ ୨୫ ଜଣିଆ ଟିମ୍ ସାତକୋଶିଆ, ମହାନଦୀ ସମେତ ଅନ୍ୟ ବନଖଣ୍ଡରେ ପକ୍ଷୀ ଗଣନା କାର୍ଯ୍ୟକ୍ରମରେ ନିୟୋଜିତ ହୋଇଛନ୍ତି । ସାତକୋଶିଆର ମହାନଦୀ ରିଭର ସିଷ୍ଟମ ସହ ଶିଶୁ ପଥର…