Latest Odisha News

BREAKING NEWS

Browsing Category

ଫିଚର

ଭାରତ ଓ ୱେଷ୍ଟଇଣ୍ଡିଜ୍ ଦିନିକିଆ: ବିସିସିଆଇ ମୁଖ୍ୟ ଭାବେ ବାରବାଟୀ ଷ୍ଟାଡିୟମ୍ ଆସିବେ ଗାଙ୍ଗୁଲି

କଟକ: ଆସନ୍ତା ୨୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ ଓ ୱେଷ୍ଟଇଣ୍ଡିଜ୍ ଆନ୍ତର୍ଜାତିକ ଦିନିକିଆ ମ୍ୟାଚ୍ ଲାଗି ଏବେଠୁ ଏକପ୍ରକାର କାଉଣ୍ଟଡାଉନ୍ ଆରମ୍ଭ ହୋଇଗଲାଣି । ଆହୁରି ମଧ୍ୟ ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏହି ଦିନିକିଆ…

ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଭାରତ ଗସ୍ତ ହୋଇପାରେ ବାତିଲ !

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ନିକଟରେ ଭାରତ ଗସ୍ତରେ ଆସିବାକୁ ଥିବାବେଳେ ସେ ଏହି ଗସ୍ତକୁ ବାତିଲ କରିପାରନ୍ତି ବୋଲି ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ଆସାମର ଗୌହାଟୀରେ ପ୍ରଧାନମନ୍ତ୍ରୀ ଆବେ ଓ ମୋଦିଙ୍କର ସାକ୍ଷାତ ହେବାକୁ ଥିବାବେଳେ ନାଗରିକତା ସଂଶୋଧନ ବିଲକୁ ନେଇ…

ନାଗରିକତା ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଭୁବନେଶ୍ୱର: ବହୁଚର୍ଚ୍ଚିତ ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ ଗୁରୁବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଞ୍ଜୁରି ପ୍ରଦାନ କରିଛନ୍ତି। ସୋମବାର ଏହି ବିଲ୍‌ ଲୋକସଭାରେ ଗୃହୀତ ହୋଇଥିବା ବେଳେ ବୁଧବାର ରାଜ୍ୟସଭାରେ ଗୃହୀତ ହୋଇଥିଲା। ରାଷ୍ଟ୍ରପତିଙ୍କ ଅନୁମୋଦନ…

ଶ୍ରୀମନ୍ଦିର ସିଂହଦ୍ୱାରରେ କେଉଁ ବିଶେଷ କାରଣରୁ ଅଛନ୍ତି ପତିତପାବନ; ଜାଣନ୍ତୁ…

ପୁରୀ: ପତିତମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଭୁ ପତିତପାବନ ନାମରେ ନାମିତ । ଶ୍ରୀକ୍ଷେତ୍ର ପାବନ ପୀଠରେ ଦାରୁବ୍ରହ୍ମଙ୍କୁ ଦର୍ଶନ କରି ଭକ୍ତ ଯେତିକି ପୁଣ୍ୟ ଅର୍ଜନ କରିଥାଏ ଶ୍ରୀମନ୍ଦିର ପ୍ରବେଶ ଦ୍ୱାର ଗୁମୁଟରେ ପ୍ରତିଷ୍ଠିତ ପତିତପାବନଙ୍କୁ ଦର୍ଶନ କରି ଅକ୍ଷୟ ପୂଣ୍ୟର ଅଧିକାରୀ ହୁଏ ।…

ନାଗରିକତା ସଂଶୋଧନ ବିଲ୍: ଆସାମରେ କର୍ଫ୍ୟୁ ପରେ ଏବେ ଶିଲଂରେ ଉତ୍ତେଜନା, ଇଣ୍ଟରନେଟ୍ ସେବା ବନ୍ଦ

ଗୌହାଟୀ: ଅନେକ ତର୍କବିତର୍କ ପରେ ନାଗରିକତା ସଂଶୋଧନ ବିଲ୍ ରାଜ୍ୟସଭାରେ ଗୃହିତ ହେବାପରେ ଏହାକୁ ବିରୋଧ କରି ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଗୁଡିକରେ ତୀବ୍ର ଉତ୍ତେଜନା ଦେଖାଦେଇଛି । ପ୍ରାପ୍ତ ସୂଚନାନୁଯାୟୀ ଆସାମର ବିଭିନ୍ନ ସ୍ଥାନରେ ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଲାଗୁ କରାଯାଇଥିବା ବେଳେ ଏବେ…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୩ -୧୨-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୩ ରିଖ ଶୁକ୍ରବାର ବିଛା ୨୭ ଦିନ ପୌଷ ମାସ କୃଷ୍ଣ ପକ୍ଷ ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି ଆର୍ଦ୍ରା ନକ୍ଷତ୍ର ମିଥୁନ…

କଟକରେ ଡବଲ ମର୍ଡର, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ

କଟକ: କଟକ ଜିଲ୍ଲା ମଧୁପାଟଣା ଥାନା ଅନ୍ତର୍ଗତ ବେଲେଶ୍ୱର ଗ୍ରାମାଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ଘରୁ ଜଣେ ବୃଦ୍ଧ ଦମ୍ପତିଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି । ପ୍ରାଥମିକ ତଦନ୍ତରୁ ସମ୍ପୃକ୍ତ…

ଏମିତି ଏକ ମନ୍ଦିର, ଯେଉଁଠି ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ !

ଭୁବନେଶ୍ୱର: ଆରମ୍ଭ ହୋଇଗଲାଣି ପର୍ଯ୍ୟଟନ ଋତୁ । ଭ୍ରମଣ ପ୍ରିୟ ଲୋକେ ଭିନ୍ନ ଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯିବା ସହ ବହୁ ଲୋକେ ଧାର୍ମିକ ସ୍ଥାନକୁ ଯିବାକୁ ପସନ୍ଦ କରିଥାଆନ୍ତି। ତେବେ ଆପଣ ଯଦି ଧାର୍ମିକ ସ୍ଥାନ ଭ୍ରମଣ କରିବାକୁ ଚାହୁଁଛନ୍ତି । ତେବେ ଯାଆନ୍ତୁ ରାଜସ୍ଥାନର ରାଜଧାନୀ…

ଭାରତୀୟ ରେଳବାଇ ପକ୍ଷରୁ ଓଡିଶା ସରକାରଙ୍କ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ବର: ଭାରତୀୟ ରେଳବାଇ ପକ୍ଷରୁ ଆସନ୍ତାକାଲି (୧୩ ଡିସେମ୍ବର) ଦିନ ବାଲେଶ୍ୱର ଓ ହରିଦ୍ୱାର ମଧ୍ୟରେ ଏକ ବରିଷ୍ଠ ନାଗରିକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯାଉଅଛି I ଓଡିଶା ସରକାରଙ୍କ ସହାୟତାରେ ଉତ୍ତର ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ଏହି ସ୍ୱତନ୍ତ୍ର ଟ୍ରେନ ତୀର୍ଥ ଭ୍ରମଣ ପାଇଁ…

ବଦଳିବ ଶ୍ରୀଲିଙ୍ଗରାଜ ମନ୍ଦିରର ପାରିପାର୍ଶ୍ବିକ ଚିତ୍ର; ବିକାଶ ଲାଗି ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ତଥା ଭୁବନେଶ୍ୱରସ୍ଥିତ ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଗୁରୁବାର ଦିନ ପ୍ୟାକେଜ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷିତ ପ୍ୟାକେଜ୍‌ ଅନୁସାରେ, ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏକାମ୍ରକ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଆଜି…