Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ୱରର ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଡିସି ଅଫିସ୍ ଘେରିଲେ ଅଭିଭାବକ

ଭୁବନେଶ୍ୱର: ଭୁବନେଶ୍ୱରର ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାକୁ ନେଇ ଅଭିଭାବକମାନେ ଶନିବାର ଦିନ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ଡେପୁଟି କମିଶନରଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଶୁକ୍ରବାର ଦିନ…

ହୃଦଘାତରେ ପ୍ରାଣ ହରାଇଲେ ଉନ୍ନାଓ ଗଣଦୁଷ୍କର୍ମ ପୀଡ଼ିତା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ଉନ୍ନାଓ ଗଣଦୁଷ୍କର୍ମ ପୀଡ଼ିତା ଶନିବାର ଦିନ ନୂଆଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ହୃଦଘାତରେ ପ୍ରାଣ ହରାଇଛନ୍ତି । ଗତ ଗୁରୁବାର ଦିନ ପୀଡିତାଙ୍କୁ ଜିଆନ୍ତା ଜାଳି ଦିଆଯିବା ପରେ ତାଙ୍କୁ ଲକ୍ଷ୍ମୌରୁ ନୂଆଦିଲ୍ଲୀ ଅଣାଯାଇଥିଲା । ତାଙ୍କର ଶରୀରର ୯୫ ପ୍ରତିଶତ…

ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦିନ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ତାଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ ଆଜି ଏକ ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ…

ଆସନ୍ତା ୯ରେ ପୋଲିସ ଡିଜି ଭାବେ ଦାୟିତ୍ୱ ନେବେ ଅଭୟ

ଭୁବନେଶ୍ୱର: ଓଡିଶା ପୋଲିସର ନୂଆ ମହାନିର୍ଦ୍ଦେଶକ (ଡିଜି) ଭାବେ ଆସନ୍ତା ୯ ତାରିଖରେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି ବରିଷ୍ଠ ଆଇପିଏସ୍ ଅଫିସର ଅଭୟ । ଆସନ୍ତା ସୋମବାର  ବିଧିବଦ୍ଧ ଭାବେ ଅଭୟ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ପୋଲିସ ଡିଜି ଦାୟିତ୍ୱରେ…

ରାଜ୍ୟ ପୁସ୍ତକ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା: ଶ୍ରୀଲଙ୍କା ସାହିତ୍ୟିକ ଦୟା ଦିସାନାୟେକ ମୁଖ୍ୟବକ୍ତା

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି ଦ୍ୱିତୀୟ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ । ‘ଅକ୍ଷର’ ନାମରେ ନାମିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି । ଆଜି ଏହି ମହୋତ୍ସବର ଦ୍ଵିତୀୟ…

କଳିଙ୍ଗ ଯୁଦ୍ଧର ଐତିହାସିକ ପ୍ରମାଣ ନାହିଁ : ଦୟା ଦିସାନାୟକେ।

ଭୁବନେଶ୍ବର: ପ୍ରଚଳିତ ତଥ୍ୟ ଓ ଉପଲବ୍ଧ ଅଧ୍ୟୟନରୁ କଳିଙ୍ଗ ଯୁଦ୍ଧ ହୋଇଥିବାର କୌଣସି ପ୍ରମାଣ ମିଳୁନାହିଁ ବୋଲି ମନ୍ତବ୍ୟ ଦେଇଛନ୍ତି ଶ୍ରୀଲଙ୍କାର ବିଶିଷ୍ଟ ସାହିତ୍ୟିକ ତଥା 'ଅଶୋକ କିଏ' ପୁସ୍ତକର ରଚୟିତା ଦୟା ଦିସାନାୟକେ। ଏଠାରେ ଅନୁଷ୍ଠିତ ହେଇଆସୁଥିବା ମାସିକ କେ ଏଲ ଏଫ ପାଠଚକ୍ରରେ ଭାଗ…

ବଜରଙ୍ଗ ବାଣ-ଚାଳିଶା ସହ ଏହିପରି କରନ୍ତୁ ପୂଜା: ନିଶ୍ଚିତ ପାଇବେ ଶ୍ରୀହନୁମାନଙ୍କ ଆଶୀର୍ବାଦ…

ପାରିବାରିକ ଶାନ୍ତି ପାଇଁ ଘରେ ଶ୍ରୀହନୁମାନଙ୍କ ପାଖରେ ରାଶି ତେଲ ର ଦୀପ ଲଗାନ୍ତୁ । ଝୁଣା, ଗୋଗୁଳ, ଧୂପ ଘରେ ଲଗାନ୍ତୁ । ହନୁମାନ ଚାଲିଶା ପାଠ ମଧ୍ୟ କରିବେ । ପ୍ରତି ଶନିବାର ଦିନ ଲୁଣ ପାଣିରେ ଘରକୁ ପୋଛନ୍ତୁ । ରୋଗ ଯଦି ବାରମ୍ବାର ଲାଗି ରହୁଛି ତେବେ ଶନିବାର ଦିନ ଗୋଟିଏ ନଡ଼ିଆକୁ ଧରି…

କେବେକେବେ ଯେଉଁ ଗୀତରୁ କିଛି ଆଶା ନ’ଥାଏ, ସେ ଗୀତ ଆଣିଦିଏ ପ୍ରସିଦ୍ଧି…

ସୂର୍ଯ୍ୟ ଦେଓଙ୍କ ‘ଗୀତ ପଛର ଗପ’... ଲୋକପ୍ରିୟତାର ପ୍ରଥମ ସ୍ପର୍ଶ: ଲୋକପ୍ରିୟତାର ପ୍ରଥମ ସ୍ପର୍ଶ କେବେ କେମିତି ଆସିବ ଜାଣିବା ମୁସକିଲ୍ । କେବେକେବେ ଯେଉଁ ଗୀତକୁ ନେଇ ଗାୟକ ବା ଗୀତିକାର ବା ସଂଗୀତକାର ଯେତିକି ଆଶା ବାନ୍ଧିଥାନ୍ତି, ତାହାର କାଣିଚାଏ ବି ଫଳେ ନାହିଁ । ଆଉ କେବେକେବେ ଯେଉଁ…

ଦକ୍ଷିଣ ଏସିଆ କ୍ରୀଡାରେ ରୌପ୍ୟ ହାତେଇଲେ ଅମିୟ ମଲ୍ଲିକ

କାଠମାଣ୍ଡୁ: କାଠମାଣ୍ଡୁରେ ଅନୁଷ୍ଠିତ ହୋଇଥିବା ଚଳିତ ତ୍ରୟୋଦଶ ଦକ୍ଷିଣ ଏସିଆ କ୍ରୀଡାରେ ଓଡିଶାର ଉଦୀୟମାନ ସ୍ପ୍ରିଣ୍ଟର୍ ଅମିୟ କୁମାର ମଲ୍ଲିକ ରୌପ୍ୟ ପଦକ ଜିତି ପୁଣିଥରେ ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି । ସେ ୪ ଗୁଣା ୧୦୦ମି. ରିଲେରେ ଏହି ପଦକ ଜିତିଛନ୍ତି । ଉଲ୍ଲେଖଯୋଗ୍ୟ, ଗତ…

ଭୁବନେଶ୍ୱର ଓ କଟକରେ ଆଜି ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ କେଉଁଠି

ଭୁବନେଶ୍ୱର: ଭୁବନେଶ୍ୱର, କଟକ ଓ ପୁରୀ ଜିଲ୍ଲାରେ ଶନିବାର ଦିନ ତଥା ନଭେମ୍ବର ୭ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା…