Latest Odisha News

BREAKING NEWS

Browsing Category

ଫିଚର

ବିଜେଡିର ୩ ବରିଷ୍ଠ ନେତାଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଦଳର ୩ ବରିଷ୍ଠ ନେତାଙ୍କୁ  ଦେଇଛନ୍ତି ନୂଆ ଦାୟିତ୍ୱ । ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସଙ୍କୁ ସଧାରଣ ସମ୍ପାଦକ(ଅର୍ଗାନାଇଜେସନ) ଓ ସଞ୍ଜୟ ଦାସ ବର୍ମାଙ୍କୁ ହେଡ…

ଜାଣନ୍ତୁ, ‘କପାଳଭାତି ପ୍ରାଣାୟାମ’ର ଅଦ୍ଭୁତ ଉପକାରିତା…

ଭୁବନେଶ୍ୱର: ମହାନ ହିନ୍ଦୁ ସାଂସ୍କୃତିକ ଚେତନା ଅନୁଯାୟୀ ଯୋଗ କରିବା ହିଁ ଏକ ପ୍ରକାରର ଜୀବନଦର୍ଶନ । ଯୋଗ ସମସ୍ତ ମନୁଷ୍ୟ ଲାଗି ଏକପ୍ରକାର ଜୀବନ ପଦ୍ଧତି କହିଲେ ଅତ୍ୟୁକ୍ତି ହେବନାହିଁ । ଏହାଦ୍ୱାରା ବାଧିମୁକ୍ତ ହୋଇ ମଣିଷ ସୁସ୍ଥଜୀବନ ଯାପନ କରିପାରିବ । ନିୟମିତ ଯୋଗ ତଥା ପ୍ରାଣାୟାମ କରିବା…

‘ବୁଲବୁଲ୍’ କ୍ଷତିଗ୍ରସ୍ତ ଅଞ୍ଚଳରେ କେନ୍ଦ୍ରୀୟ ଟିମ୍, କରୁଛନ୍ତି କ୍ଷୟକ୍ଷତିର ଅନୁଧ୍ୟାନ

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ଉପକୂଳ ଓଡିଶାରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ଦିନ କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଆନ୍ତଃମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ । ପ୍ରାପ୍ତ ସୂଚନାନୁଯାୟୀ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ…

ଓଡିଶାର ଖୋକା ସାର୍; ଯାହାଙ୍କ ସଙ୍ଗାତ ସାପ ଓ ମୟୂର

କେନ୍ଦୁଝର: ସାଧାରଣତଃ ସାପକୁ ଦେଖିଲେ ସମେସ୍ତ ଭୟଭୀତ ହୋଇପଡିଥାନ୍ତି । ଏପରିକି ମଣିଷ କୌଣସି ଅଘଟଣକୁ ଏଡାଇବାକୁ ଯାଇ ବେଳେବେଳେ ସାପକୁ ମାରିବାକୁ ମଧ୍ୟ ପଛାଇନଥାଏ । କିନ୍ତୁ ଆଜିର ସମାଜରେ କିଛି ଏଭଳି ଲୋକ ଅଛନ୍ତି, ଯେଉଁମାନେ ସରୀସୃପଙ୍କୁ ନିଜର ସାଙ୍ଗ ଭଳି ବ୍ୟବହାର କରିଥାନ୍ତି ।…

ବୀର ବିର୍ସା ମୁଣ୍ଡାଙ୍କ ଜନ୍ମଦିନରେ ଜାଣନ୍ତୁ ତାଙ୍କ ଅକୁହା ଜୀବନ ସଂଗ୍ରାମର କାହାଣୀ

ଭୁବନେଶ୍ୱର: ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା…

ବନ୍ଦ ଘରୁ ବାହାରୁଛି ଦୁର୍ଗନ୍ଧ, ପୋଲିସର ଛାନଭିନ୍ ଜାରି

ସମ୍ବଲପୁର: ସମ୍ବଲପୁରର ଟାଉନ ଥାନା ଅନ୍ତର୍ଗତ ମୋଦିପଡା ସ୍ଥିତ ଏକ ବନ୍ଦ ଘର ମଧ୍ୟରୁ ଦୁର୍ଗନ୍ଧ ବାହାରୁଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି । ଗଣମାଧ୍ୟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଉକ୍ତ ବନ୍ଦ ଘରେ ଏକ ଦମ୍ପତି ରହୁଥିବା ବେଳେ କିଛି ଦିନ ହେବ ଘର ବନ୍ଦ ରହିଛି ।…

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ଏଥର ବି ଭୁବନେଶ୍ୱର ପ୍ରଧାନ କଂସ ହେବେ !

ବରଗଡ଼: କଂସ ଭୂମିକାର ଅଭିନେତା ଚୟନ ନେଇ ଗତ କିଛିଦିନ ହେଲା ଯେଉଁ ଅଚଳାବସ୍ଥା ଜାରି ରହିଥିଲା ଶେଷରେ ତାହାର ଅବସାନ ଘଟିଛି । ଗତଥର ଧନୁଯାତ୍ରାରେ କଂସ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ଅଭିନେତା ଭୁବନେଶ୍ୱର ପ୍ରଧାନ ଏଥର ମଧ୍ୟ ଏହି ବିଶାଳ ଖୋଲାମଞ୍ଚରେ କଂସ ଭୂମିକାରେ ଅଭିନୟ ଜାରି ରଖିବେ ।…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ; ଏକାଧିକ ବିଲକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଶୁକ୍ରବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ଏକାଧିକ ବିଲ୍ ଉପରେ କ୍ୟାବିନେଟ ମୋହର ବାଜିବାର ସମ୍ଭାବନା ରହିଛି । ଏହି ବୈଠକଟି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୨ଟା ୧୫ମି.ରେ ଆରମ୍ଭ ହେବାର…

ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ମନ୍ଦିରରେ ଅଗ୍ନିକାଣ୍ଡ; ସ୍ୱର୍ଣ୍ଣାଳଙ୍କାର ସମେତ ପୂଜା ସାମଗ୍ରୀ ଭସ୍ମୀଭୂତ

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ମନ୍ଦିରରେ ଥିବା ଅନେକ ପୂଜା ସାମଗ୍ରୀ ସମେତ ଠାକୁରଙ୍କ ସ୍ୱର୍ଣ୍ଣାଳଙ୍କାର ପୋଡ଼ି ପାଉଁଶ ହୋଇଯାଇଛି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୫-୧୧-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ନଭେମ୍ବର ମାସ ତା ୧୫ ରିଖ ଶୁକ୍ରବାର ତୁଳା ୨୯ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ତୃତୀୟା ତିଥି ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର ଭୋଗ…