Latest Odisha News

BREAKING NEWS

Browsing Category

ଫିଚର

ଶୁକ୍ରବାର ଦିନ ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତାକାଲି ତଥା ନଭେମ୍ବର ୧୫ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ଜାଣନ୍ତୁ, ଭୁବନେଶ୍ୱର ଓ କଟକର କେଉଁସବୁ ସ୍ଥାନରେ ଶୁକ୍ରବାର ଦିନ ବନ୍ଦ ରହିବ ବିଦ୍ୟୁତ୍ ସେବା ଭୁବନେଶ୍ୱର: ରାମ…

ସାବରିମାଳା ମନ୍ଦିର ପ୍ରସଙ୍ଗ: ବୃହତ୍ତର ଖଣ୍ଡପୀଠକୁ ପଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କେରଳର ସାବରିମାଳା ମନ୍ଦିର ମାମଲାରେ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ପୁନର୍ବିଚାର ଯାଚିକା ଏକ ବୃହତ୍ତର ଖଣ୍ଡପୀଠ ଦ୍ୱାରା କରାଇବାକୁ ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମ୍‌ କୋର୍ଟଙ୍କ ପୂର୍ବ ନିଷ୍ପତ୍ତିର ବିଚାର ନିମନ୍ତେ ପାଞ୍ଚଜଣିଆ ବିଚାରପତିବିଶିଷ୍ଟ…

ଅଲିଭ୍‌ ରିଡ଼ଲେ କଇଁଛ ସଂରକ୍ଷଣ ଓ ସୁରକ୍ଷା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି

ଭୁବନେଶ୍ୱର: ଓଡିଶା ଉପକୂଳରେ ଅଲିଭ ରିଡ଼ଲେ କଇଁଛଙ୍କ ପ୍ରଜନନ ସମୟରେ ସଂରକ୍ଷଣ ଓ ସୁରକ୍ଷା ନିମନ୍ତେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସବିଶେଷ ଆଲୋଚନା ହୋଇଛି । ଅଲିଭ୍‌ ରିଡ଼ଲେଙ୍କ…

‘ରାଫେଲ ରିଭ୍ୟୁ ପିଟିସନ’କୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଫ୍ରାନ୍ସର ଡସଲ୍ଟ ଏଭିଏସନ୍ଠଠାରୁ ରାଫେଲ୍‌ ଲଢୁଆ ବିମାନ କ୍ରୟ ବାବଦରେ ଏନ୍‌ଡିଏ ସରକାରଙ୍କୁ ସୁପ୍ରିମ୍‌ କୋର୍ଟ ଦେଇଥିବା କ୍ଲିନ୍‌ ଚିଟ୍‌ର ପୁନଃ ସମୀକ୍ଷା ପାଇଁ ଦାଏର କରାଯାଇଥିବା ପିଟିସନ୍‌ଗୁଡ଼ିକୁ ଗୁରୁବରଦିନ ସୁପ୍ରିମ୍‌ କୋର୍ଟ ଖାରଜ କରିଛନ୍ତି। ମେ ୧୦ ତାରିଖ ଦିନ…

ହଜି ହଜି ଯାଉଥିବା ଓଡିଆ ଗାଁ’ର ଜୀବନ ଓ ସୃଜନ…

କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ ମିଶ୍ରରାଗ: ହଜି ହଜି ଯାଉଥିବା ଓଡିଆ ଗାଁ'ର ଜୀବନ ଓ ସୃଜନ କେଦାର ମିଶ୍ର ସଂଜ ବୁଡ଼ିଲା ବେଳକୁ ଗହ ଗହ ଗାଁ ଦାଣ୍ଡ । ପୋଲାଙ୍ଗ ତେଲରେ ଦିକଦିକ ହୋଇ ଜଳୁଥିବା ଦୀପର ଆଲୁଅ ଓ ସେଇ ରହସ୍ୟଘେରା ପ୍ରକାଶରେ କେଇପଦ ଲଳିତ ଭାଗବତ । ଆଜି ମନେପକେଇଲେ ବି ଲାଗୁଛି…

ଭାରତୀୟ ବୋଲରଙ୍କ ଘାତକ ବୋଲିଂରେ ବାଂଲାଦେଶ ଧରାଶାୟୀ; ୧୫୦ ରନରେ ଅଲଆଉଟ୍

ଇନ୍ଦୋର: ଇନ୍ଦୋରସ୍ଥିତ ହୋଲକର୍ କ୍ରିକେଟ ଷ୍ଟାଡ଼ିୟମରେ ଆଜି ଆରମ୍ଭ ହୋଇଛି ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ । ଭାରତୀୟ ବୋଲରଙ୍କ ଘାତକ ବୋଲିଂକୁ ସାମ୍ନା କରିନପାରି ବାଂଲା ବାଘ ମାଟି କାମୁଡ଼ିଛନ୍ତି । ବାଂଲାଦେଶ ଟେଷ୍ଟର ୧ମ ଇନିଂସରେ ମାତ୍ର ୧୫୦ ରନରେ ଅଲଆଉଟ ହୋଇଯାଇଛି ।…

ଟ୍ରାଫିକ ଉଲଂଘନକାରୀଙ୍କଠାରୁ ୨ ମାସରେ ୧ କୋଟି ଟଙ୍କାର ଜୋରିମାନା ଆଦାୟ କରିଛି ଓଡିଶା !

ଭୁବନେଶ୍ୱର: ନୂଆ ମୋଟରଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ମାସରୁ ନଭେମ୍ବର ମାସ ମଧ୍ୟରେ ପାଖାପାଖି ୧କୋଟି ଟଙ୍କା ଜୋରିମାନା ଆଦାୟ କରାଯାଇଥିବା ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ଦିନ ବିଧାନସଭାରେ ପ୍ରକାଶ କରିଛନ୍ତି । ଉଲଂଘନ ଓ ଉଲଂଘନକାରୀ: ଡ୍ରାଇଭିଂ ଲାଇସେନ୍ସ-…

ଚିଙ୍ଗୁଡି ପ୍ରୋସେସିଂ ୟୁନିଟରେ ଗ୍ୟାସ୍ ଲିକ୍ ଘଟଣା; ୭ ଗିରଫ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅନ୍ତର୍ଗତ ଫାଲକନ୍ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ବୁଧବାର ଦିନ ହୋଇଥିବା ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ପୋଲିସ ଉକ୍ତ ୟୁନିଟର ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି, ୟୁନିଟର ଜେନେରାଲ ମ୍ୟାନେଜର,…

ଆଉ ଗୋଟିଏ ଦିନ ବଢ଼ିଲା କଟକ ବାଲିଯାତ୍ରା

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ତୃତୀୟ ଦିନ । ଗତ ନଭେମ୍ବର ୧୨ ତାରିଖରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଏଥର ଆଉ ଗୋଟିଏ ଦିନ ଅଧିକ ଚାଲିବ ବୋଲି ସୂଚନା ମିଳିଛି। ଏହି ଅବସରରେ ଆଉ ୧ ଦିନ ଲାଗି ବାଲିଯାତ୍ରାକୁ ବୃଦ୍ଧି କରାଯାଇଥିବା ବେଳେ…

ମହିମା ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ

କଟକ: ଶିଳ୍ପପତି ମହିମା ମିଶ୍ରଙ୍କୁ ଗୁରୁବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରୁଛନ୍ତି ହାଇକୋର୍ଟର । ପାରାଦୀପର ସିୱେଜ ସିପିଂ କମ୍ପାନିର ମହାପ୍ରବନ୍ଧକ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ମହିମା ମିଶ୍ରଙ୍କୁ ୨୦୧୬ ଅକ୍ଟୋବର ୨୬ରେ ବ୍ୟାଙ୍କକ୍‌ରୁ ଗିରଫ କରାଯାଇଥିଲା। ଏହି ହତ୍ୟା ମାମଲାରେ…