Latest Odisha News

BREAKING NEWS

Browsing Category

ଫିଚର

କଂଗ୍ରେସ କନ୍ଦଳ: ନିରଞ୍ଜନଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରୁଥିବା କର୍ମୀଙ୍କୁ ଜିତେନ୍ଦ୍ରଙ୍କ ତାଗିଦ୍

ଭୁବନେଶ୍ୱର: ଓଡ଼ିଶା ଦାୟିତ୍ୱରେ ଥିବା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ ରବିବାର ଦିନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପଦରୁ ଅବ୍ୟାହତି ଦେବା କଥାକୁ ଅସ୍ୱୀକାର କରିବା ସହିତ ଦଳ ପରିସର ବାହାରେ ଏହାକୁ ନେଇ ଯେଉଁ କର୍ମୀ ଆଲୋଚନା କରିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁÂାନ…

‘ବାଲିଯାତ୍ରା’ରେ ଜମିବ ସାଂସ୍କୃତିକ କାର୍ଯ୍ୟକ୍ରମ; ମତୁଆଲା କରିବେ ଦଲେର

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ 'ବାଲିଯାତ୍ରା' ନଭେମ୍ବର ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିବର୍ଷ ଭଳି ଚଳିତଥର ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଙ୍ଗାରଙ୍ଗ ହେବ ବାଲିଯାତ୍ରା ସନ୍ଧ୍ୟା । ଏପରିକି ନିଜ ଯାଦୁରେ ଦର୍ଶକଙ୍କୁ ମତୁଆଲା କରିବାକୁ ଯାଉଛନ୍ତି ଲୋକପି୍ରୟ…

ଶିଶୁ ମୃତ୍ୟୁକୁ ନେଇ କଟକ ଏସସିବି ପରିସରରେ ଉତ୍ତେଜନା

କଟକ: ଚିକିତ୍ସାରେ ଅବହେଳା ଯୋଗୁଁ କଟକ ବଡ ମେଡିକାଲରେ ଜଣେ ୮ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି । ଯାହାଫଳରେ ରବିବାର ସକାଳେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଯାଇଛି । ଏପରିକି ସମ୍ପୃକ୍ତ ଶିଶୁର ପରିବାର ବର୍ଗ ହସ୍ପିଟାଲର କାଜୁଆଲିଟି ବିଭାଗରେ ତାଲା ପକାଇ…

କ୍ୟାମେରା ଲେନସରେ ବାତ୍ୟା ‘ବୁଲବୁଲ୍’ର ବିପର୍ଯ୍ୟସ୍ତ ଚିତ୍ର…

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲା କ୍ଷତିଗ୍ରସ୍ତ ହୋଇଛି । ଏହି ବାତ୍ୟା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ ଏବଂ ଯାଜପୁର ଜିଲ୍ଲାରେ ଅଧିକ ପ୍ରଭାବିତ ହୋଇଛି । ତେବେ ଭଦ୍ରକ, କେନ୍ଦ୍ରାପଡ଼ା,…

ପ୍ରତାପ ଜେନାଙ୍କୁ ମିଳିଲା ଭାରତର ‘ଶ୍ରେଷ୍ଠ ମନ୍ତ୍ରୀ’ ପୁରସ୍କାର

ଭୁବନେଶ୍ୱର: ପାଞ୍ଚଥର ବିଧାୟକ ଥିବା ତଥା ଓଡ଼ିଶାର ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ୨୦୧୯ ବର୍ଷ ଲାଗି ଭାରତର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ମିଳିଛି । ଏହି ପୁରସ୍କାର ହାସଲ କରି ଓଡ଼ିଶାକୁ ଗୌରବାନ୍ୱିତ କରିଥିବା ମନ୍ତ୍ରୀ ଶ୍ରୀ ଜେନା…

ଆଜି ଭାରତ-ବାଂଲାଦେଶ ଶେଷ ଟି-୨୦ ଟକ୍କର, ସିରିଜ ମୂଳପୋଛ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ନାଗପୁର: ଆଜି ଭାରତ ଓ ବାଂଲାଦେଶ ମଧ୍ୟରେ ଶେଷ ଟି-୨୦ ମ୍ୟାଚ ଖେଳାଯିବ । ସ୍ଥାନୀୟ ବିଦର୍ଭ କ୍ରିକେଟ୍ ଷ୍ଟାଡିୟମରେ ଏହି ୩ୟ ତଥା ଅନ୍ତିମ ମ୍ୟାଚ ଅନୁଷ୍ଠିତ ହେବ । ମ୍ୟାଚରେ ଭାରତୀୟ ଖେଳାଳୀ ମାନେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ସିରିଜ ଜିତିବା ଲକ୍ଷ୍ୟନେଇ ମଇଦାନକୁ ଓହ୍ଲାଇବ ।…

ଆଜି ‘ବଡ ଓଷା’, ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଭୁବନେଶ୍ୱର : କାର୍ତ୍ତି କ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ବଡ ଓଷା ପାଳନ ହେବା ଅବସରରେ ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି । ଭକ୍ତମାନେ ଏହି ଦିନ ବ୍ରତଧାରଣ ପୂର୍ବକୁ ଉପବାସ ରହି ପୂଜାର୍ଚ୍ଚନା କରିଥାନ୍ତି । ଏହି ଦିନ ଭୋଳା ଶଙ୍କରଙ୍କ ପାଖରେ ଏକ ସ୍ୱତନ୍ତ୍ର ପୀଠା ଭୋଗ…

ବେଙ୍ଗଲ-ବାଂଲାଦେଶ ସ୍ଥଳଭାଗ ଛୁଇଁଲା ବାତ୍ୟା ବୁଲବୁଲ୍; ବାଂଲାଦେଶରେ ୧୮ ଲକ୍ଷ ଲୋକ ସ୍ଥାନାନ୍ତରୀତ !

ଭୁବନେଶ୍ୱର: ବାତ୍ୟା ବୁଲବୁଲର ପ୍ରକୋପ ଓଡ଼ିଶାରେ କ୍ରମଶଃ ହ୍ରାସ ପାଇ ଏହା ଏବେ ବାଂଲାଦେଶ ମୁହାଁ ହୋଇ ବେଙ୍ଗଲ-ବାଂଲାଦେଶ ସ୍ଥଳଭାଗ ଛୁଇଁଲା । ଏହାକୁ ଦୃଷ୍ଟିରେ ରଖି ବାଂଲାଦେଶରେ ପ୍ରାୟ ୧୮ ଲକ୍ଷରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରୀତ କରାଯାଇଛି । ଓଡ଼ିଶାରୁ ବାତ୍ୟା…

ଅଯୋଧ୍ୟା ରାୟ ପ୍ରସଙ୍ଗରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ତଥା ବର୍ଷ ବର୍ଷ ପୁରୁଣା ଅଯୋଧ୍ୟା ଜମି ମାମଲାରେ ସୁପ୍ରିମକୋର୍ଟ ଶନିବାର ଦିନ ନିଜ ରାୟ ପ୍ରଦାନ କରିଛନ୍ତି । ଅଯୋଧ୍ୟା ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଦେଶବାସୀଙ୍କୁ ଶାନ୍ତି ପ୍ରତିଷ୍ଠା ଜାରି…

ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ଼; ସରକାର ଗଠନ ଲାଗି ବିଜେପିକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଏବେ ଘଡ଼ିକେ ଘୋଡ଼ା ଛୁଟୁଛି । ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋସୟାରୀ ଶନିବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସଙ୍କୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି । ଆସନ୍ତା ୧୧ ତାରିଖ ରାତି ୮ଟା ସୁଦ୍ଧା…