Latest Odisha News
Browsing Category

ଫିଚର

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ତୁରନ୍ତ ହେବ ଜମିଜମା ସମସ୍ୟାର ସମାଧାନ

ଭୁବନେଶ୍ବର: ବର୍ଷ ବର୍ଷର ଜମିଜମା ସମସ୍ୟାର ହେବ ତୁରନ୍ତ ସମାଧାନ । ଦୂର ହେବ ଲୋକଙ୍କ ଜମି ପଟ୍ଟା ଜନିତ ସମସ୍ୟା । ରାଜ୍ୟର ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ। ପୂର୍ବରୁ…

ପ୍ରଥମଥର ପାଇଁ ବାଘ ଓ ହାତୀ ଗଣନା କରିବେ ରାଜ୍ୟ ସରକାର

ଭୁବନେଶ୍ବର: ନଭେମ୍ବର ୧ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ବାଘ ଗଣନା  । ପ୍ରଥମଥର ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଗଣନା କାର୍ଯ୍ୟ ଆରମ୍ଭ ହେବ  । କେନ୍ଦ୍ରର ତଥ୍ୟ ସହ ମେଳ ଖାଉନଥିବାରୁ ପ୍ରଥମ ଥର ପାଇଁ ନିଜସ୍ୱ ଉଦ୍ୟମରେ ବାଘ ଗଣିବେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଇଛନ୍ତି…

ବିଭିନ୍ନ ଦାବି ନେଇ ଶ୍ରୀକ୍ଷେତ୍ର ଚିତ୍ରକାର ମହାସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ପୁରୀ: ପୁରୀ ଜିଲ୍ଲା ଶ୍ରୀକ୍ଷେତ୍ର ଚିତ୍ରକାର ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦୀର୍ଘ ବର୍ଷ ହେବ ମହାସଂଘର ସଭ୍ୟମାନେ ପୁରୀ ସହର, ପୁରୀ ଜିଲ୍ଲା ତଥା ବ୍ଲକର କୋଣ ଅନୁକୋଣରେ ରହି ଚିତ୍ରଶିଳ୍ପୀ ଭାବରେ କାର୍ଯ୍ୟ କରୁଛନ୍ତି। ବିବାହ, ବ୍ରତଘରରେ ଚିତ୍ର ଆଙ୍କିବା…

ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କଲା ୧୨ ପ୍ରାର୍ଥୀଙ୍କ ତାଲିକା

ଆଇଜଲ: ପାଖେଇ ଆସୁଛି ନିର୍ବାଚନ ତାରିଖ। ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେପି ୧୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏହାର କିଛି ସମୟ ପରେ ଦଳ ଛଅଟି ଆସନ ପାଇଁ ଦ୍ୱିତୀୟ ତାଲିକା ମଧ୍ୟ ପ୍ରକାଶ କରିଛି। ମିଜୋରାମର ସମସ୍ତ ୪୦ଟି ବିଧାନସଭା ଆସନ ପାଇଁ ନଭେମ୍ବର ୭ରେ…

କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡ଼ାଇ ଚର୍ଚ୍ଚାରେ ମନ୍ତ୍ରୀ ସାରଦା ନାଏକ

ସୁନ୍ଦରଗଡ: ଏବେ ଚର୍ଚ୍ଚାରେ ବିଜେଡି ମନ୍ତ୍ରୀ । କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡାଇ ଚାରିଆଡେ ସମାଲୋଚିତ ହୋଇଛନ୍ତି ଶ୍ରମମନ୍ତ୍ରୀ ସାରଦା ନାଏକ । କବାଲି ପରିବେଷଣ କରୁଥିଲେ କବାଲି ଗାୟକ ରାଇସ ଅନିସ । କବାଲିର ତାଳେ ତାଳେ ଝୁମୁଥିଳେ ମନ୍ତ୍ରୀ । ଆଉ ତା’ ପରେ ଉଡାଇବାକୁ ଲାଗିଲେ ଟଙ୍କା ।…

କେନ୍ଦ୍ର ସରକାରଙ୍କ ପୂଜା ଭେଟି, ୪ ପ୍ରତିଶତ ବୃଦ୍ଧି ହେଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ପାର୍ବଣରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମୋଦି ସରକାର ବଡ଼ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ…

ଲହୁଲୁହାଣ ଡାକ୍ତରଖାନାର ଛାତିଥରା ଦୃଶ୍ୟ: ମା’ କୋଳରେ ହସୁଛି ଶିଶୁ-ମା’ ଗଣୁଛି ହସର ଆୟୁଷ

ନୂଆଦିଲ୍ଲୀ: ଯୁଦ୍ଧ ସବୁବେଳେ ବେପରୁଆ । କିଛି ବୁଝେନା । କିଏ ମଲା, କିଏ ରହିଲା..କିଏ ହସିଲା ବା କିଏ କାନ୍ଦିଲା…ଏସବୁ କାହିଁକି ଯୁଦ୍ଧ ଜାଣିବ ? ଯୁଦ୍ଧ ଜାଣେ ହାରିବା..ଜିତିବା..ମାରିବା…ଧ୍ୱଂସ କରିବା । ହେଲେ ଯୁଦ୍ଧର ବିଭୀଷିକା ଭିତରେ କେତେ ମା’ର ଲୁହ.. କେତେ ବାପାଙ୍କ ଅସହାୟତା …କେତେ…

ଅଦାନୀଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ବିଜୁଳି ଦର ବୃଦ୍ଧି ପାଇଁ ଅଦାନୀ ଗ୍ରୁପ ଦାୟୀ

ନୂଆଦିଲ୍ଲୀ:କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଅଦାନୀ ଗ୍ରୁପକୁ ଟାର୍ଗେଟ କରିଛନ୍ତି । ବିଜୁଳି ଦର ବୃଦ୍ଧି ପାଇଁ ସେ ଅଦାନୀ ଗ୍ରୁପକୁ ଦାୟୀ କରିଛନ୍ତି । ସେତିକି ନୁହେଁ, କେନ୍ଦ୍ରର ମୋଦି ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଦାନୀଙ୍କୁ ସୁରକ୍ଷା ଦେଉଥିବା ଅଭିଯୋଗ…

ବାପା ହେବ ତ ଏମିତି, ହଇରାଣ କଲେ ବୋଲି ବ୍ୟାଣ୍ଡ ପାର୍ଟି ନେଇ ଝିଅକୁ ଫେରାଇ ଆଣିଲେ

ରାଂଚୀ: ଏଠାକାର ଏକ ଘଟଣା ଏବେ ସାରା ଦେଶରେ ଚର୍ଚ୍ଚାର କାରଣ ସାଜିଛି । ଜଣେ ବାପା ଶ୍ୱଶୁର ଘରେ ଝିଅର ନିର୍ଯ୍ୟାତନା ଶୁଣି ଅତିଷ୍ଠ ହୋଇପଡିଲେ । ଶେଷରେ ଝିଅ ସହ ପରାମର୍ଶ କରି ସେ ବ୍ୟାଣ୍ଡ ପାର୍ଟି ନେଇ ତାଙ୍କୁ ସସମ୍ମାନେ ଘରକୁ ଫେରାଇ ଆଣିଲେ । ୧୫ ଅକ୍ଟୋବରର ଏହି ଘଟଣାକୁ ସେ ତାଙ୍କ…

ଆଜି ଭୁବନେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ସୁରେଶ୍ୱରୀ

ସୁବର୍ଣ୍ଣପୁର : ଆସୁଛି ପାର୍ବଣ  । ବିଭିନ୍ନ ଶକ୍ତିପୀଠ ଗୁଡିକରେ ଚାଲିଛି ମାଆଙ୍କର ଷୋଡଶ ଉପଚାର ପୂଜା  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର  । ଚଣ୍ଡିପାଠରେ କମ୍ପୁଛି ସାରା ପରିବେଶ  ।  ଆଜି ମାଁ ସୁରେଶ୍ୱରୀ ଭୁବନେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତକାଲି…