Latest Odisha News

BREAKING NEWS

Browsing Category

ଫିଚର

ଜମ୍ମୁ-କାଶ୍ମୀରରେ ଆଜିଠୁ ସକ୍ରିୟ ହେଲା ପୋଷ୍ଟପେଡ୍ ଫୋନ୍ ସେବା

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ ଏବେ ଧିରେ ଧିରେ କଟକଣା ଅପସାରଣ ହେବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ସୋମବାର ଠାରୁ କାଶ୍ମୀର ଉପତ୍ୟକାର ସମସ୍ତ ଜିଲ୍ଲାଗୁଡ଼ିକରେ ବନ୍ଦ କରାଯାଇଥିବା ପୋଷ୍ଟପେଡ୍ ସୁବିଧା ପୁନର୍ବାର ସକ୍ରିୟ ହୋଇଛି । ମୋବାଇଲରେ ଏହି ପୋଷ୍ଟପେଡ୍…

୫ଟି ରାଜ୍ୟରେ ବାଂଲାଦେଶୀ ଆତଙ୍କବାଦୀ ସଙ୍ଗଠନ ସକ୍ରିୟ: ଏନଆଇଏ ମୁଖ୍ୟ

ନୂଆଦିଲ୍ଲୀ: ଦେଶର ୫ଟି ରାଜ୍ୟରେ ଜାମାତ୍ ଉଲ୍ ମୁଜାହିଦ୍ଦିନ ତଥା ବାଂଲାଦେଶୀ ଆତଙ୍କବାଦୀ ସଙ୍ଗଠନ ସକ୍ରିୟ ହେଉଥିବା ନେଇ ସୋମବାର ଦିନ ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି(ଏନଆଇଏ)ର ମୁଖ୍ୟ ୱାଇସି ମୋଦି ପ୍ରକାଶ କରିଛନ୍ତି । ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ ଏନଆଇଏର ମୁଖ୍ୟ ଏଭଳି…

ଆଜିଠୁ ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ଲାଗି ହବିଷ୍ୟାଳୀଙ୍କ ଭିଡ଼

ପୁରୀ/ଭୁବନେଶ୍ୱର: ଓଡ଼ିଆ ସଂସ୍କୃତି ଓ ପରମ୍ପରାରେ କାର୍ତ୍ତିକ ମାସକୁ ସବୁଠୁ ପବିତ୍ର ମାସ ଭାବେ ବିବେଚନା କରାଯାଇଥାଏ । ସେହି ପରିପ୍ରେକ୍ଷୀରେ ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ମାସ ଏବଂ ହବିଷ୍ୟାଳୀମାନେ ଆରମ୍ଭ କରିଛନ୍ତି ବ୍ରତ । ପୁରୀ ଶ୍ରୀମନ୍ଦିରର ଆଖପାଖ ଅଞ୍ଚଳରେ ଶ୍ରୀଜୀଉଙ୍କ…

ଶ୍ରୀରାଧା କଳାକୁଞ୍ଜ ଟ୍ରଷ୍ଟର ବାର୍ଷିକୋତ୍ସବ: ଓଡ଼ିଶୀ ନୃତ୍ୟର ତାଳରେ ଝୁମିଲେ ଦର୍ଶକ…

ଭୁବନେଶ୍ୱର: ଶ୍ରୀରାଧା କଳାକୁଞ୍ଜ ଅନୁଷ୍ଠାନ ତରଫରୁ ୧୦ମ ବାର୍ଷିକ ଉତ୍ସବ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଶ୍ରୀରାଧା କଳାକୁଞ୍ଜ ଓଡ଼ିଶାର ଏକ ସୁପ୍ରତିଷ୍ଠିତ ଅନୁଷ୍ଠାନ ଯାହାର ମୁଖ୍ୟ ପ୍ରତିଷ୍ଠାତା ଗୁରୁ  ମିନତୀ ପ୍ରଧାନ। ଉକ୍ତ ସନ୍ଧ୍ୟରେ ବରେଣ୍ୟ ଅତିଥି ରୂପରେ…

ସଡକ ଦୁର୍ଘଟଣାରେ ୪ ଜାତୀୟସ୍ତରର ହକି ଖେଳାଳିଙ୍କ ଶୋଚନୀୟ ମୃତ୍ୟୁ

ହୌଶଙ୍ଗାବାଦ: ମଧ୍ୟପ୍ରଦେଶର ହୌଶଙ୍ଗାବାଦ ଅଞ୍ଚଳରେ ସୋମବାର ଦିନ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ଜଣ ହକି ଖେଳାଳିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଆକ୍ସନ ମୁଡରେ ପୋଲିସ, ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

କଟକ: କଟକ ଜିଲ୍ଲାର ଚୌଦ୍ୱାର ନିକଟରେ ସୋମବାର ସକାଳୁ ପୋଲିସ ଓ ଅପରାଧି ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛି । ଉକ୍ତ ଅପରାଧୀଙ୍କ ନାମ ମୁନା ଦେହୁରୀ ବୋଲି ଜଣାପଡିଛି । ଆହତ ଅପରାଧୀର ବାମ ଗୋଡରେ ଗୁଳି ବାଜିଥିବା ବେଳେ ତା’କୁ ଚିକିତ୍ସା ନିମନ୍ତେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୪-୧୦-୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା୧୪ ତାରିଖ ସୋମବାର କନ୍ୟା ୨୮ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଅଶ୍ବିନୀ ନକ୍ଷତ୍ର ମେଷ ଚନ୍ଦ୍ର ଘାତ…

ଜାତୀୟ ଚାମ୍ପିୟନସିପରେ ଦ୍ୱିତୀୟ ସ୍ୱର୍ଣ୍ଣ ପଦକ ହାସଲ କଲେ ଦୂତୀ ଚାନ୍ଦ

ଭୁବନେଶ୍ୱର: ଝାଡ଼ଖଣ୍ଡର ରାଞ୍ଚିଠାରେ ଚାଲିଥିବା ୫୯ତମ ଜାତୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ଆଉ ଏକ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଦୁଇଦିନ ପୂର୍ବରୁ ୧୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରି ସ୍ୱର୍ଣ୍ଣ ଜିତିଥିବା ଦୂତୀ ରବିବାର ଦିନ ମହିଳା…

ଭିନ୍ନ ଉପାୟରେ ସମୁଦ୍ରରୁ ପ୍ରଚୁର ମାଛ ଧରିପାରୁଛନ୍ତି ଏହି ମତ୍ସ୍ୟଜୀବୀ; କିପରି ଜାଣନ୍ତୁ…

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ନୀଳକଣ୍ଠ ମଲ୍ଲିକ ଜଣେ ମତ୍ସ୍ୟଜୀବୀ ଭାବେ ସବୁଦିନ ସମୁଦ୍ରରେ ମାଛ ଧରନ୍ତି । ପୂର୍ବରୁ ପାରମ୍ପରିକ ଢଙ୍ଗରେ ନୀଳକଣ୍ଠ ସମୁଦ୍ରରୁ ସେମିତି ବିଶେଷ ମାଛ ଧରିପାରୁନଥିଲେ, ମାତ୍ର ଏବେ ଭିନ୍ନ ଉପାୟରେ ମାଛ ଧରି ସେ ପ୍ରଚୁର ଆୟ କରିପାରୁଛନ୍ତି । କେବଳ ନୀଳକଣ୍ଠ ଏକା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଫକିର’ କହିଲେ ଅନୁପମ ଖେର୍ !

ନୂଆଦିଲ୍ଲୀ: ତାମିଲନାଡୁର ମମଲ୍ଲାପୁରମରେ ଥିବା ତାଜ ଫିସରମ୍ୟାନ କାଭ୍ ରିସର୍ଟ ଆଣ୍ଡ ସ୍ପା ନିକଟ ସମୁଦ୍ର ବେଳାଭୂମିରୁ ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଳିଆ ଉଠାଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ମୋଦିଙ୍କ ଏଭଳି କାମକୁ ବହୁ ମାନ୍ୟଗଣ୍ୟ…