Latest Odisha News

BREAKING NEWS

Browsing Category

ଫିଚର

ସିସିଟିଭି ନଜରରେ କେନ୍ଦ୍ରାପଡା ସହର !

କେନ୍ଦ୍ରାପଡା: କେନ୍ଦ୍ରାପଡା ସହରରେ ଦିନକୁ ଦିନ ବଢୁଥିବା ଅପରାଧୀକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ଲାଗି ଏବେ ଲାଗିବ ସିସିଟିଭି । ପ୍ରାପ୍ତ ସୂଚନାନୁଯାୟୀ ସହରର ପ୍ରମୁଖ ୧୨ଟି ସ୍ଥାନରେ ପ୍ରାୟ ୩୬ଟି ସିସିଟିଭି କ୍ୟାମେରା ଲଗାଇବା ପାଇଁ ପୋଲିସ ପକ୍ଷରୁ ଯୋଜନା କରାଯାଉଥିବା ଜଣାପଡିଛି…

ପୁରୀ ସମୁଦ୍ରରେ ବୁଡି ଯାଉଥିଲେ ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ: ପୁରୀ ସମୁଦ୍ରରେ ଗୁରୁବାର ସକାଳେ ଭାସିଯାଉଥିବା ବେଳେ ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଲାଇଫ୍ ଗାର୍ଡ । ଉକ୍ତ ପର୍ଯ୍ୟଟକଙ୍କ ନାମ ଲୀଳାବତି ହୋଇଥିବା ବେଳେ ତାଙ୍କ ଘର ଭଦ୍ରକ ଜିଲ୍ଲା ତିହିଡି ଅଞ୍ଚଳରେ ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ପୁରୀ ସମୁଦ୍ରରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୦-୧୦-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା୧୦ ତାରିଖ ଗୁରୁବାର କନ୍ୟା ୨୪ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ଦ୍ବାଦଶୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ…

ଭାରତ-ଦକ୍ଷିଣ ଆଫ୍ରିକା ୨ୟ ଟେଷ୍ଟ, ସିରିଜ୍ ଲକ୍ଷ୍ୟରେ ବିରାଟ ବାହିନୀ

ପୁଣେ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସମୁଦାୟ ୩ଟି ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜ ଖେଳାଯିବାକୁ ଥିବାବେଳେ ଗୁରୁବାର ଠାରୁ ୨ୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେବାକୁ ଯାଉଛି। ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ୍ ସଂଘ(ଏମସିଏ) ଷ୍ଟାଡିୟମ ଠାରେ ଏହି ୨ୟ ଟେଷ୍ଟ…

ବିଜେପୁର ଉପ-ନିର୍ବାଚନ: ନବୀନ ଜନ୍ମଦିନ ପରେ ଆରମ୍ଭ କରିବେ ପ୍ରଚାର

ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଟୋବର ୧୬ ତାରିଖରେ ତାଙ୍କର ଜନ୍ମଦିନ ପରଦିନ ହିଁ ବିଜେଡ଼ି ପ୍ରାର୍ଥୀ ରୀତା ସାହୁଙ୍କ ଲାଗି ବିଜେପୁରରେ ନିର୍ବାଚନ ପ୍ରଚାର ଆରମ୍ଭ କରିବେ । ଦୀର୍ଘ ପାଞ୍ଚଦିନ ଧରି ଦୁର୍ଗାପୂଜା ଉପଲକ୍ଷେ ବିଜେପୁର…

ଜମ୍ମୁ ଓ କାଶ୍ମୀର ବିସ୍ଥାପିତଙ୍କ ଲାଗି ୫.୫ ଲକ୍ଷ ଟଙ୍କା ଲେଖାଏଁ କେନ୍ଦ୍ରସରକାରଙ୍କ ଘୋଷଣା

ନୂଆଦିଲ୍ଲୀ: ବିସ୍ଥାପିତ ପରିବାର ଲାଗି କେନ୍ଦ୍ର ସରକାର ଆଜି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ପାକ ଅଧିକୃତ ଜମ୍ମୁ ଓ କାଶ୍ମୀର ଏବଂ ଛାମ୍ବରରୁ ବିସ୍ଥାପିତ ହୋଇଥିବା ପରିବାରଗୁଡ଼ିକୁ ଜମ୍ମୁ ଓ କାଶ୍ମୀର ପାଇଁ ୨୦୧୫ରେ ଘୋଷଣା କରାଯାଇଥିବା ପ୍ରଧାନମନ୍ତ୍ରୀ ବିକାଶ ପ୍ୟାକେଜ…

ଓଡ଼ିଆ ଯୁବକଙ୍କ ନିଆରା ‘ଗଛ ବଞ୍ଚାନ୍ତୁ’ ଅଭିଯାନ; ଅଟୋରେ କରୁଛନ୍ତି ଭାରତ ଭ୍ରମଣ

ଅନୁଗୁଳ: ଗଛ ବଞ୍ଚାଇବା ଲାଗି ଦିଲ୍ଲୀପ କୁମାର ସାହୁ ନିଆରା ଢଙ୍ଗରେ ବୁଲି ବୁଲି ଲୋକମାନଙ୍କୁ ସଚେତନତା ସୃଷ୍ଟି କରୁଛନ୍ତି । ଅକ୍ଟୋବର ୨ ତାରିଖ ପବିତ୍ର ଗାନ୍ଧୀ ଜୟନ୍ତିଠାରୁ ସେ ଏକ ଅଟୋରେ ଆରମ୍ଭ କରିଛନ୍ତି ତାଙ୍କର ଭାରତ ଭ୍ରମଣ କାର୍ଯ୍ୟକ୍ରମ । ବୃକ୍ଷ ହିଁ ଜୀବନ ଏହି ବାର୍ତ୍ତାନେଇ ୩୮…

ମାଲକାନଗିରିରେ ମୁଖ୍ୟମନ୍ତ୍ରୀଙ୍କ ‘୫-ଟି’ ସଚିବ ପାଣ୍ଡିଆନ; ବୁଲି ଦେଖିଲେ ଡ଼ାକ୍ତରଖାନା

ମାଲକାନଗିରି: କିଛିଦିନ ତଳେ ଓଡ଼ିଶା ସରକାରଙ୍କ ଦ୍ଵାରା ଆରମ୍ଭ ହୋଇଥିବା ' ମୋ ସରକାର' କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ବୁଧବାର ଦିନ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ '୫-ଟି' ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ।…

ଲଞ୍ଚ୍ ହେଲା ‘ଟାଟା ଟିଗୋର୍ ଇଲେକ୍ଟ୍ରିକ’ କାର୍…

ମୁମ୍ବାଇ: ଏବେ ସମଗ୍ର ବିଶ୍ୱ ବଜାରରେ ଇଲେକ୍ଟ୍ରିକ୍ ଯାନବାହନର ବେଶ୍ ଚାହିଦା ସୃଷ୍ଟି ହୋଇଛି । ଏହାକୁ ଦୃଷ୍ଟିରେ ରଖି ଟାଟା ମୋଟର୍ସ ପକ୍ଷରୁ ଲଞ୍ଚ୍ ହୋଇଛି ଟାଟା ଟିଗୋର୍ ଇଲେକ୍ଟ୍ରିକ୍ କାର । ପୂର୍ବରୁ ଟାଟା ମୋଟର୍ସ ପକ୍ଷରୁ ଗ୍ରାହକମାନଙ୍କ ଲାଗି ଟିଗୋର୍ ଇଭି ଉପଲବ୍ଧ ଥିଲା । ମାତ୍ର…

ଆରମ୍ଭ ହେଲା ରାଜଧାନୀରେ ଭସାଣୀ ଉତ୍ସବ, ଜାଣନ୍ତୁ ଟ୍ରାଫିକ କଟକଣା

ଭୁବନେଶ୍ୱର: ପବିତ୍ର ବିଜୟା ଦଶମୀର ପରିସମାପ୍ତି ପରେ ଏବେ ମା’ ଦୁର୍ଗାଙ୍କୁ ବିଦାୟ ଦେବା ପାଇଁ ସାରା ରାଜ୍ୟ ଜୋରଦାର୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହି ଭସାଣୀ ଉତ୍ସବ ଲାଗି ଭୁବନେଶ୍ୱରରେ କମିଶନରେଟ୍ ପୋଲିସ ପକ୍ଷରୁ ଏକ ପରାମର୍ଶ ମୂଳକ ସୂଚନା ଜାରି ହୋଇଛି । ଭୁବନେଶ୍ୱରରେ ମୂର୍ତ୍ତି…