Latest Odisha News

BREAKING NEWS

Browsing Category

ଫିଚର

ବିଜେପୁର ଉପ ନିର୍ବାଚନ; ଆଜି ନାମାଙ୍କନ ଭରିବେ ତିନି ଦଳର ପ୍ରାର୍ଥୀ

ବିଜେପୁର: ବିଜେପୁର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ । ତେଣୁ ବିରାଟ ପାଟ ପଟୁଆରରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ ୩ ପ୍ରମୁଖ ଦଳର ପ୍ରାର୍ଥୀ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଥିବା ସୂଚନା ମିଳିଛି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୩୦-୦୯-୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ମାସ ତା ୩୦ ରିଖ ସୋମବାର କନ୍ୟା ୧୪ ଦିନ ଅଶ୍ବିନ ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ତିଥି ଚିତ୍ରା ନକ୍ଷତ୍ର କନ୍ୟା ତୁଳା ଘାତ…

ବିଜେପୁର ଉପ ନିର୍ବାଚନ: ସନତ ଗଡତିଆ ହେଲେ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର: ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ଲାଗି ରବିବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ସନତ ଗଡତିଆଙ୍କୁ ପ୍ରାର୍ଥୀ କରାଯାଇଛି । ଚଳିତ ୨୦୧୯ ନିର୍ବାଚନରେ ବିଜେଡି ସୁପି୍ରମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…

‘ନବରାତ୍ରୀ’ରେ କରନ୍ତୁ ନାହିଁ ଏହିସବୁ କାର୍ଯ୍ୟ…

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ‘ନବରାତ୍ରୀ ପୂଜା’। ଶ୍ରଦ୍ଧାଳୁମାନେ ଆନନ୍ଦ ଉତ୍ସାହର ସହ ନବରାତ୍ରୀ ସମୟରେ ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଆରାଧନା କରିଥାନ୍ତି। ଏହିି ଅବସରରେ ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବା ସହ ପାପର ବିନାଶ କରିଥା’ନ୍ତି । ନବରାତ୍ରୀର ନଅ ଦିନ ଯାଏଁ…

ଧରା ସ୍ପର୍ଶ କଲା ପାର୍ବଣ; ଆଜିଠାରୁ ଆରମ୍ଭ ହେଉଛି ‘ନବରାତ୍ରୀ’

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଗଲା ପାର୍ବଣ । ଚାରିଦିଗ ଏବେ ଉତ୍ସବ ମୁଖର। ସ୍ୱର୍ଗରୁ ମର୍ତ୍ତ୍ୟ ଯାଏଁ ଏବେ ସବୁଠି ହେବ ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ନବରାତ୍ରୀ ଅବସରରେ ଆଜି ଶ୍ରଦ୍ଧାଳୁମାନେ ଦେବୀଙ୍କୁ ମନ୍ଦିର ଓ ପୀଠରେ ପୂଜାର୍ଚ୍ଚନା କରିଛନ୍ତି। ଆଜିଠାରୁ ମା’ ଦୁର୍ଗା…

ମାଛଜାଲରୁ ଉଦ୍ଧାର ହେଲା ବିଶାଳ ଅଜଗର

ପୁରୀ: ପୁରୀ ଜିଲ୍ଲା ବାସୁଦେବପୁର ଗ୍ରାମରୁ ରବିବାର ଦିନ ଉଦ୍ଧାର ହୋଇଛି ଏକ ବିଶାଳ ଅଜଗର ସାପ । ମିଳିଥିବା ସୂଚନା ଅନୁସାରେ ଏହି ଗ୍ରାମର କିଛି ମାଛଧରାଳି ଆଜି ସକାଳେ ମାଛ ଧରୁଥିବା ବେଳେ ଏହି ଅଜଗରଟି ତାଙ୍କ ଜାଲରେ ପଡିଥିଲା । ଉଦ୍ଧାର ଅଜଗରଟିର ଲମ୍ବ ପ୍ରାୟ ୧୦ ଫୁଟ ରହିଛି । ତୁରନ୍ତ…

ମନ କୀ ବାତ୍ କାର୍ଯ୍ୟକ୍ରମ: ପାର୍ବଣ ଋତୁରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ କୀ ବାତ କାର୍ଯ୍ୟକ୍ରମରେ ରେଡ଼ିଓ ମାଧ୍ୟମରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ପାର୍ବଣ ଋତୁରେ ଦେଶବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିବା ସହିତ ଭାରତ କୀ ଲକ୍ଷ୍ମୀ କାର୍ଯ୍ୟକ୍ରମ ଆରମ୍ଭ…

‘ଏମଡିଏଚ’ ପକ୍ଷରୁ କନ୍ଧମାଳରେ ପ୍ରତିଷ୍ଠା ହେବ ‘ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ’

ଭୁବନେଶ୍ୱର: ଦେଶର ଅଗ୍ରଣୀ ମସଲା କମ୍ପାନୀ ମହାସିଆନ ଡି ହାତୀ (ଏମଡିଏଚ) ପ୍ରାଇଭେଟ ଲିମିଟେଡ଼ ଓଡ଼ିଶାର କନ୍ଧମାଳରେ ଏକ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ ସ୍ଥାପନା କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏହାଦ୍ୱାରା ସେମାନେ ସ୍ଥାନୀୟ ମସଲା ଗୁଡିକୁ ପ୍ରୋତ୍ସାହିତ ମଧ୍ୟ କରିପାରିବେ ।…

ଚାଇନା ପାରା ବ୍ୟାଡ଼ମିଣ୍ଟନ: ଉଭୟ ଡ଼ବଲ୍ସ ଓ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ଜିତିଲେ ଓଡ଼ିଆ ଖେଳାଳି ପ୍ରମୋଦ

ବେଜିଂ: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଓଡ଼ିଆ ପାରା ବ୍ୟାଡ଼ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଚାଇନା ପାରା ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ ଏବଂ ଡ଼ବଲ୍ସ ବିଭାଗରେ ଫାଇନାଲ ମ୍ୟାଚରେ ବିଜୟୀ ହୋଇ ୨ଟି ସ୍ୱର୍ଣ୍ଣ ପଦକ ହାସଲ କରିପାରିଛନ୍ତି । ଓଡ଼ିଆ ଖେଳାଳି ପ୍ରମୋଦ ଫାଇନାଲରେ ଇଂଲଣ୍ଡ…

ସୁସ୍ଥ ଓ ସ୍ୱଚ୍ଛ ହୃଦୟର ଦିନ- ‘ବିଶ୍ୱ ହୃଦୟ ଦିବସ’

ବିଶ୍ୱ ହୃଦୟ ସଂଗଠନ ପକ୍ଷରୁ ସେପ୍ଟେମ୍ବର ୨୯ ତଥା ଆଜିର ଦିନକୁ ସାରା ବିଶ୍ୱରେ ‘ବିଶ୍ୱ ହୃଦୟ ଦିବସ’ ରୂପେ ପାଳନ କରାଯାଇଥାଏ । ହୃଦରୋଗ ପରି ଘାତକ ବେମାରୀ ସାରା ବିଶ୍ୱରେ ମହାମାରୀ ରୂପ ନେଇଥିବା ବେଳେ ଭାରତରେ ଅନ୍ୟ ଦେଶ ମାନଙ୍କ ତୁଳନାରେ ରୋଗୀଙ୍କ ସଂଖ୍ୟା ୨୦ ପ୍ରତିଶତ ଅଧିକ ଥିବା…