Latest Odisha News

BREAKING NEWS

Browsing Category

ଫିଚର

କଳାହାଣ୍ଡି ଗଣଦୁଷ୍କର୍ମ ମାମଲାରେ ୪ଜଣ ଅଟକ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ଏକ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ସେପ୍ଟେମ୍ବର ୧୪ ତାରିଖରେ କଲେଜ ଛାତ୍ରୀଙ୍କୁ ଘଞ୍ଚ ଜଙ୍ଗଲରେ ଗଣଦୁଷ୍କର୍ମ କରାଯିବା ପରେ ଅଭିଯୁକ୍ତମାନେ ଅଶ୍ଳୀଳ…

ସୋସିଆଲ୍ ମିଡିଆର ଦୂରୁପଯୋଗ ରୋକିବା ଲାଗି କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିନକୁ ଦିନ ସୋସଆଲ୍ ମିଡିଆର ଦୂରୁପଯୋଗ ବଢୁଥିବାରୁ ଚିନ୍ତା ପ୍ରକଟ କରିଛନ୍ତି ସୁପ୍ରିମକୋର୍ଟ । ଏହା ଉପରେ ରୋକ ଲଗାଇବା ତଥା ସନ୍ତୁଳନ ବଜାୟ ରଖିବା ପାଇଁ ମଙ୍ଗଳବାର ଦିନ ସ୍ୱତନ୍ତ୍ର ଗାଇଡ ଲାଇନ୍ ପ୍ରସ୍ତୁତ କରିବା ଲାଗି କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏପରିକି…

ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗର କର୍ମଚାରୀଙ୍କ ଅନିୟମିତ ଉପସ୍ଥାପନା ଉପରେ ନଜର ରଖିବା ଲାଗି ଓଡିଶା ସରକାରଙ୍କ ପକ୍ଷରୁ ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ ବ୍ୟବସ୍ଥା କରାଯିବ। ଗତ ସୋମବାର ଠାରୁ ଲାଗୁ ହୋଇଥିବା ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ ରେକର୍ଡିଂ ସିଷ୍ଟମ ଦ୍ୱାରା କାର୍ଯ୍ୟକ୍ଷେତ୍ରରେ…

ଚାଷୀଙ୍କୁ ଗରମ, କଂପାନୀଙ୍କୁ ନରମ

ଚାଷୀଙ୍କୁ ଗରମ, କଂପାନୀଙ୍କୁ ନରମ ବିଚିତ୍ର ବିଶ୍ୱାଳ ଗତ କିଛି ଦିନ ତଳେ ଅର୍ଥନୈତିକ ମାନ୍ଦାବସ୍ଥା ଉପରେ ଫେସବୁକରେ ଗୋଟେ ପୋଷ୍ଟ ବହୁତ ଲୋକଙ୍କର ପସନ୍ଦ ଆସିଥିଲା । କିଏ ଜଣେ ଫେସବୁକରେ ଲେଖିଥିଲେ ଯେ ଚାଷରେ ମାନ୍ଦାବସ୍ଥା ବେଳେ ଚାଷୀ ଯେମିତି ତା ତିରିଶ ଟଙ୍କା କିଲୋ ପିଆଜକୁ ମାତ୍ର ପାଂଚ…

ପାଠ୍ୟକ୍ରମରେ ଅନ୍ତର୍ଭୃକ୍ତ ହୋଇପାରେ ଧାରା ୩୭୦: ବିଜେପି ମୁଖ୍ୟ

ପୁଣେ: ବିଦ୍ୟାଳୟ ପାଠ୍ୟକ୍ରମରେ ଜମ୍ମୁ ଓ କାଶ୍ମୀରରେ ଉଚ୍ଛେଦ ହୋଇଥିବା ବହୁ ଚର୍ଚ୍ଚିତ ଧାରା ୩୭୦ ଅନ୍ତର୍ଭୃକ୍ତ ହେବାନେଇ ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟକାରୀ ସଭାପତି ଜେ ପି ନଡ୍ଡା ଇଙ୍ଗିତ ପ୍ରଦାନ କରିଛନ୍ତି । ଏକ ସଭାକୁ ସମ୍ବୋଧିତ କରିବା ଅବସରରେ ସୋମବାର ସନ୍ଧ୍ୟାରେ…

ବ୍ରାହ୍ମଣୀ ବ୍ରିଜରୁ ଖସିଲା ସ୍ଲାବ୍, ଯାତାୟାତ ବାଧାପ୍ରାପ୍ତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲାର ରାଉରକେଲା ସ୍ଥିତ ବ୍ରାହ୍ମଣୀ ବ୍ରିଜ୍ ଉପରୁ ମଙ୍ଗଳବାର ଦିନ ଏକ ସ୍ଲାବ୍ ଖସି ପଡିଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ମିଳିଥିବା ସୂଚନାନୁଯାୟୀ ଉକ୍ତ ବ୍ରିଜ୍ ଉପରେ ଭାରୀ ଯାନ ଚଳାଚଳ କରୁଥିବା ଯୋଗୁଁ ଏହି ସ୍ଲାବ୍ ଖସିପଡିଛି ।…

ମାର୍ଚ୍ଚ ପ୍ରଥମ ସପ୍ତାହରୁ +୨ ଥିଓରୀ ପରୀକ୍ଷା ଆରମ୍ଭ !

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଏକ୍ସଲେଗୁଲାର ଛାତ୍ରଛାତ୍ରୀଙ୍କ ଲାଗି ବାର୍ଷିକ ଯୁକ୍ତ ୨ ପ୍ରାକ୍ଟିକାଲ୍ ଓ ଥିଓରୀ ପରୀକ୍ଷାର ସମୟ ସୂଚୀ ମଙ୍ଗଳବାର ଦିନ ଘୋଷଣା କରାଯାଇଛି । ଜାରି ବିଜ୍ଞପ୍ତି ଅନୁଯାୟୀ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର…

ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି ‘ବିଗ୍‌ବସ୍‌-୧୩’ ହାଉସ୍‌ର ଫଟୋ

ମୁମ୍ବାଇ: ଟେଲିଭିଜନ୍‌ର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌’ର ନୂଆ ସିଜିନ୍‌ (ବିଗ୍‌ବସ୍‌-୧୩) ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ । ଏଥର ମଧ୍ୟ ଏହି ଶୋ’କୁ ସୁପର୍‌ଷ୍ଟାର୍‌ ସଲମାନ୍‌ ଖାନ୍‌ ହିଁ ହୋଷ୍ଟ୍‌ କରିବେ । ଚଳିତ ବର୍ଷ ବିଗ୍‌ବସ୍‌-ହାଉସ୍‌ର ସେଟ୍‌ ମୁମ୍ବାଇର ଫିଲ୍ମସିଟିରେ ତିଆରି…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଅକ୍ଟୋବର ୧ ରୁ ଲାଗୁ ହେବ ନୂଆ ପେନସନ ନିୟମ

ନୂଆଦିଲ୍ଲୀ: କେନ୍ଦ୍ରିୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ ଅନୁଯାୟୀ କର୍ତ୍ତବ୍ୟରତ ଥିବା ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ପାରିବାରିକ ପେନସନ ଦିଆଯାଇଥାଏ । ମିଳିଥିବା ସୂଚନା ଅନୁଯାୟୀ, ସରକାରୀ ଚାକିରିରେ ସର୍ବନିମ୍ନ ୭…

ଅକ୍ଟୋବର ୧ରୁ ଅନଲାଇନ୍ ପଲ୍ୟୁସନ ସାର୍ଟିଫିକେଟ ବାଧ୍ୟତାମୂଳକ

ଭୁବନେଶ୍ୱର: ଓଡ଼ିଶା ପରିବହନ କର୍ତ୍ତୃପକ୍ଷ (ଏସଟିଏ) ସୋମବାର ଦିନ ଏକ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଜାରି କରିଛନ୍ତି ଯେ, ରାଜ୍ୟରେ ଅକ୍ଟୋବର ୧ ତାରିଖରୁ ସମସ୍ତ ଯାନବାହନ ଲାଗି ପଲ୍ୟୁସନ ସାର୍ଟିଫିକେଟ ବାଧ୍ୟତାମୂଳକ ଭାବେ ଲାଗୁ କରାଯିବ । ଏହି ବିଜ୍ଞପ୍ତି ଅନୁଯାୟୀ, ପଲ୍ୟୁସନ ଟେଷ୍ଟ…