Latest Odisha News

BREAKING NEWS

Browsing Category

ଫିଚର

ସତ୍ୟେନ୍ଦ୍ର, ସ୍ୱସ୍ତିକ ଓ ଅନନ୍ତଙ୍କୁ ‘ସରୋଜ ମହାସୁଆର’ ସମ୍ମାନ

ଭୁବନେଶ୍ୱର: ଚଳିତ ବର୍ଷର ‘ସରୋଜ ମହାସୁଆର’ ସ୍ମୃତି ସମ୍ମାନରେ ସମ୍ମାନିତ ହୋଇଛନ୍ତି ଯୁବ ବ୍ୟାଟ୍ସମ୍ୟାନ୍ ସ୍ୱସ୍ତିକ ସାମଲ ଏବଂ ରାଜ୍ୟର ୨ ଜଣ ଅମ୍ପାୟାର୍ ସତ୍ୟେନ୍ଦ୍ର ମହାନ୍ତି ଓ ଅନନ୍ତ ବାସୁଦେବ ମିଶ୍ର । ଯୁବ କ୍ରିକେଟର୍ ବର୍ଗ ଲାଗି ସ୍ୱସ୍ତିକ୍ ଏବଂ ଶ୍ରେଷ୍ଠ ଅମ୍ପାୟାର ଭାବେ୍…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୬-୦୯-୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ମାସ ତା ୧୬ରିଖ ସୋମବାର ସିଂହ ୩୧ଦିନ ଅଶ୍ବିନ ମାସ କୃଷ୍ଣ ପକ୍ଷ ଦ୍ବିତୀୟା ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-:…

ହସ୍ପିଟାଲରେ ପାଠ ପଢିବେ ଜଗା-କାଳିଆ, ଖୁବଶୀଘ୍ର ହେବ ଖପୁରୀ ପ୍ରତିରୋପଣ

କଟକ: କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଯାଆଁଳା ଶିଶୁ ଜଗା-କାଳିଆ ମଧ୍ୟରୁ ଜଗାର ଖପୁରୀ ପ୍ରତିରୋପଣ କରାଯିବ । ଜଗାକୁ ଏହି ଖପୁରୀ ଏକ 'ବୋନ ବ୍ୟାଙ୍କ'ରୁ ପ୍ରାପ୍ତ ହେବାକୁ ଥିବା ନେଇ ରବିବାର ଦିନ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ଜଗାର ଖପୁରୀ ପ୍ରତିରୋପଣ ପାଇଁ…

ଗୋଦାବରୀ ନଦୀରେ ବୁଡ଼ିଲା ଯାତ୍ରୀବାହି ଡଙ୍ଗା, ୧୧ ମୃତ

ଦେବିପଟନମ୍: ଆନ୍ଧ୍ରପ୍ରଦେଶର ଦେବିପଟନମ୍ ନିକଟରେ ଗୋଦାବରୀ ନଦୀରେ ରବିବାର ଦିନ ଏକ ଯାତ୍ରୀବାହି ଡଙ୍ଗା(ଟ୍ୟୁରିଷ୍ଟ ବୋଟ୍) ବୁଡି ଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ ଉକ୍ତ ଟ୍ୟୁରିଷ୍ଟ ବୋଟରେ ଥିବା ୬୧ ଜଣ ପର୍ଯ୍ୟଟକଙ୍କ ମଧ୍ୟରୁ ୧୧ ଜଣ ପ୍ରାଣ ହରାଇଥିବା ଜଣାପଡିଛି । ଗଣମାଧ୍ୟମରେ…

ଘଡଘଡି ସହ ବର୍ଷା ଆଶଙ୍କା: ୧୦ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୮ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ପୁରୀ ମଙ୍ଗୁ ମଠ ଭଙ୍ଗାନଯାଉ, ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ/ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟରେ ରୂପାନ୍ତରିତ କରିବା ଲାଗି ସେଠାରେ ଥିବା ଅନେକ ପ୍ରାଚୀନ ମଠକୁ ଭଙ୍ଗା ଯାଉଥିବା ବେଳେ ମଙ୍ଗୁ ମଠକୁ ନଭାଙ୍ଗିବାକୁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମିରେନ୍ଦ୍ର ସିଂହ । ଏପରିକି ମଠକୁ ଭାଙ୍ଗିବା…

ପାଲା ଗାୟନର ପ୍ରଚଣ୍ଡ ପ୍ରତିଭାଧର: ଗାୟକ ପର୍ଶୁରାମ ପଣ୍ଡା

ଭୁବନେଶ୍ୱର:ଜଣେ ଉଚ୍ଚ ଶିକ୍ଷିତ, ସଂସ୍କୃତ ବିଦ୍ୱାନ ପାଲା ଗାୟକ ଭାବେ ସାରା ରାଜ୍ୟରେ ପରିଚିତ ଗାୟକ ସୂର‌୍ୟ୍ୟ ପର୍ଶୁରାମ ପଣ୍ଡା । କେନ୍ଦ୍ରାପଡା ଜିଲ୍ଲା ସାନମାଣତିଆ ଗ୍ରାମରେ ୧୯୫୪ ମସିହା ମାର୍ଚ୍ଚ ୩ ତାରିଖରେ ଏକ କୁଳୀଣ ବ୍ରାହ୍ମଣ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ପର୍ଶୁରାମ । ବାପା…

ଗଞ୍ଜାମରେ ପୁଣି ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲାରେ ଗୋଟିଏ ଦିନ ପୂର୍ବରୁ ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ସୁଶାନ୍ତ ବେହେରା ଆହତ ହୋଇଥିବା ବେଳେ ରବିବାର ଦିନ ଅନ୍ୟଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସ୍ ଧରିବାରେ ସଫଳ ହୋଇଛି । ଆହତ ଅପରାଧୀ ଜଣକ ପ୍ରମୋଦ ବାରିକ (୨୯) ବୋଲି ଜଣାପଡିଛି । ଏହି ଏନକାଉଣ୍ଟରରେ…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଏମସିଏଲ୍ କର୍ମଚାରୀ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ରେଳ ଷ୍ଟେସନ୍ ନିକଟରେ ଏକ କାର୍ ସହ ସ୍କୁଟର ଧକ୍କା ହେବା ଫଳରେ ରବିବାର ଦିନ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ରାଜେନ୍ଦ୍ର ମିଶ୍ର ଏବଂ ସେ ମହାନଦୀ କୋଲ୍ ଲିମିଟେଡ୍ (ଏମସିଏଲ)ର କର୍ମଚାରୀ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ…

ନନ୍ଦନକାନନରେ ହାତୀ ‘ଚନ୍ଦନ’ର ମୃତ୍ୟୁ

ଭୁବନେଶ୍ୱର: ସହରର ଉପକଣ୍ଠରେ ଅବସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ଏକ ଦନ୍ତା ହାତୀ ‘ଚନ୍ଦନ’ର ମୃତ୍ୟୁ ଘଟିଛି । ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ସୂଚନାନୁଯାୟୀ ଗତ ୧୩ ତାରିଖରେ ଏହି ୧୦ ବର୍ଷ ଦନ୍ତା ହାତୀଟି କୌଣସି କାରଣବଶତଃ ଅସୁସ୍ଥ ହୋଇପଡିଥିଲା । ତେବେ…