Latest Odisha News

BREAKING NEWS

Browsing Category

ଫିଚର

ପରିଣତ ବୟସରେ ଦୁଇ କୁଷ୍ଠରୋଗୀଙ୍କୁ ଜୀବନ ଜୀଇଁବାର ରାହା ଦେଖାଇଲା ପ୍ରେମ

ସୋର: ବାଲେଶ୍ୱରରେ ଥିବା  କୁଷ୍ଠରୋଗୀ ଆଶ୍ରୟସ୍ଥଳୀରେ ଏକ ବିରଳ ଓ ହୃଦୟସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଆଶ୍ରୟସ୍ଥଳୀରେ ଦୁଇ ଜଣ ଅନ୍ତେବାସୀ ଦାସ ମାରାଣ୍ଡି (୬୩) ଓ ପଦ୍ମାବତୀ ଦାସ (୬୫) ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କୁଷ୍ଠ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ଲୋକଙ୍କ…

ଅପରେସନ୍ ଅଜୟ: ଦ୍ବିତୀୟ ପର୍ଯ୍ୟାୟରେ ସୁରକ୍ଷିତ ଫେରିଲେ ୨୩୫ ଭାରତୀୟ

ନୂଆଦିଲ୍ଲୀ : ‘ଅପରେସନ ଅଜୟ’ରେ ଇସ୍ରାଏଲରୁ ଦ୍ବିତୀୟ ପର୍ଯ୍ୟାୟରେ ସ୍ବଦେଶ ଫେରିଲେ ଭାରତୀୟ । ଦୁଇ ଶିଶୁଙ୍କ ସମେତ ୨୩୫ ଭାରତୀୟ ନାଗରିକଙ୍କୁ ନେଇ ଏହି ସ୍ବତନ୍ତ୍ର ବିମାନ ଆଜି ସକାଳେ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛି  ।  ଗତକାଲି ରାତିରେ ବିମାନଟି ତେଲ ଅଭିଭ ଛାଡିଥିଲା  । ବୈଦେଶିକ…

କାହିଁକି ଭାରତ-ପାକିସ୍ତାନ ମ୍ୟାଚକୁ ଅନେକଙ୍କ ଅପେକ୍ଷା ଥାଏ?

ଭୁବନେଶ୍ୱର: ଶନିବାର ଅପରାହ୍ନରେ ଭାରତ-ପାକିସ୍ତାନ କ୍ରିକେଟ୍ ମ୍ୟାଚ୍ ପୂର୍ବରୁ ସୀମାର ଉଭୟ ପାର୍ଶ୍ୱରେ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଓ ଉତ୍କଣ୍ଠା ଦେଖିବାକୁ ମିଳିଛି। ଯଦିଓ ଦୁଇ ଦେଶ ମଧ୍ୟରେ ଶତ୍ରୁତା ଚରମସୀମାରେ ପହଁଚିଛି ଏବଂ ଅନ୍ତର୍ଜାତୀୟ ମଞ୍ଚରେ ପରସ୍ପରକୁ ବିରୋଧ କରିବାଠୁ…

ବିଶ୍ବର ସର୍ବୋଚ୍ଚ ଯୁଦ୍ଧକ୍ଷେତ୍ର ସିଆଚେନରେ ପ୍ରଥମ ମୋବାଇଲ ଟାୱାର : ବିଏସଏନଏଲ ସହ ମିଶି ନିର୍ମାଣ କଲା ଭାରତ

ନୂଆଦିଲ୍ଲୀ :  ଦେଶ ସ୍ବାଧୀନତାର ୭୬ ବର୍ଷ ପରେ  ସିଆଚେନ୍ ଗ୍ଲାସିଅରରେ ପ୍ରଥମ ମୋବାଇଲ୍ ଟାୱାର ସ୍ଥାପନ କରାଯାଇଛି ।  ଯାହାକି ୧୫, ୫୦୦ ଫୁଟରୁ ଅଧିକ ଉଚ୍ଚରେ ବିଶ୍ୱର ସର୍ବୋଚ୍ଚ ଯୁଦ୍ଧ କ୍ଷେତ୍ର ଅଟେ  । ବିଏସଏନଏଲ ସହଯୋଗିତାରେ ଭାରତୀୟ ସେନା ପ୍ରଥମ ଥର ଏହି ମୋବାଇଲ ଟାୱାର ସ୍ଥାପନ କରିଛି…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପୁଣିଥରେ ଖୋଲିଲା ଶିମିଳିପାଳ ଜାତୀୟ ଅଭୟାରଣ୍ୟ

ବାରିପଦା: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବମଣ୍ଡଳ ଶିମିଳିପାଳ ଜାତୀୟ ଉଦ୍ୟାନ ମୌସୁମୀ ଋତୁ ପାଇଁ ପ୍ରାୟ ୫ ମାସ ବନ୍ଦ ରହିବା ପରେ ଆଜିଠୁ ପର୍ଯ୍ଯଟକଙ୍କ ପାଇଁ ପୁଣି ଖୋଲିଛି। ସକାଳ ୬ଟାରୁ ୯ଟା ମଧ୍ୟରେ ପର୍ଯ୍ୟଟକମାନେ ପାର୍କ ଭିତରକୁ ପ୍ରବେଶ କରିପାରିବେ। ଯଶିପୁର ପାର୍ଶ୍ୱରୁ କଳିଆଣି…

ଆଜି ପବିତ୍ର ମହାଳୟା: ପୁରୀରେ ପ୍ରବଳ ଗହଳି, ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ :ଆଜି ପବିତ୍ର ମହାଳୟା। ୧୫ ଦିନ ଧରି ଚାଲିଥିବା ପିତୃପକ୍ଷର ଆଜି ହେଉଛି ଶେଷ ଦିନ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଥିବା ଦେଖିବାକୁ ମିଳିଛି  । ଆଜି ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ମୋକ୍ଷ ପ୍ରାପ୍ତି ହୁଏ ବୋଲି ବିଶ୍ବାସ ରହିଛି  ।…

ନ୍ୟୁଜିଲାଣ୍ଡର କ୍ରମାଗତ ତୃତୀୟ ବିଜୟ

ଚେନ୍ନାଇ: ଚଳିତ ବିଶ୍ୱକପ କ୍ରିକେଟରେ ଶୁକ୍ରବାର ନ୍ୟୁଜିଲାଣ୍ଡ ୮ ୱିକେଟରେ ବାଂଲାଦେଶକୁ ପରାସ୍ତ କରିଛି । ଏହା କିୱି ଟିମର କ୍ରମାଗତ ତୃତୀୟ ବିଜୟ । ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ୯ ୱିକେଟ ବିନିମୟରେ ୨୪୫ ରନ କରିଥିଲା । ମୁସ୍ତାଫିକର ରହେମାନ ୬୬, ମହମ୍ମୁଦାଲ୍ଲା ୪୧ ଓ ଶକୀବ ଉଲ ହାସନ…

ପାର୍ବଣ ୠତୁକୁ ନେଇ ପ୍ରଶାସନର ପ୍ରସ୍ତୁତି ବୈଠକ, ନିୟମ ଉଲ୍ଲଙ୍ଘନ କଲେ ନିଆଯିବ ଆଇନଗତ କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା: ଆରମ୍ଭ ହେଲା ପାର୍ବଣ ଋତୁ। ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୁଣୁପୁର ଉପଜିଲ୍ଲାପାଳ ଲଳିତ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚଳିତ ପାର୍ବଣ ଋତୁରେ ମହାଳୟା ସହ ଦୁର୍ଗା ପୂଜା, ଗଜଲକ୍ଷ୍ମୀ ପୂଜା ଏବଂ…

ଯାଜପୁର ରୋଡ୍‌ ଲକ୍ଷ୍ମୀ ମାର୍କେଟରେ ଅଗ୍ନିକାଣ୍ଡ, ୨ ଗୁରୁତର

ଯାଜପୁର: ରାତି ୮ଟା ସମୟରେ ଯାଜପୁର ରୋଡ୍‌ ଲକ୍ଷ୍ମୀ ମାର୍କେଟରେ ଅଗ୍ନିକାଣ୍ଡ। କିରଣ ଲାଇଟ୍ ହାଉସ ଗୋଦାମ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ପାଉଁଶ। ଅଗ୍ନିକାଣ୍ଡରେ ୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି…

ବିଶ୍ୱକପର ସବୁଠାରୁ ରୋମାଂଚକ ମୁକାବିଲା ପାଇଁ ଭାରତ-ପାକିସ୍ତାନ ପ୍ରସ୍ତୁତ

ଅହମ୍ମଦାବାଦ: ଆଉ କିଛି ଘଂଟା ପରେ ଆରମ୍ଭ ହୋଇଯିବ ଚଳିତ ବିଶ୍ୱକପର ସବୁଠାରୁ ରୋମାଂଚକ ମୁକାବିଲା । ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱର ଭାରତ-ପାକିସ୍ତାନ ସାମ୍ନାସାମ୍ନି ହେବ । ରାତିରେ ନିଜ ହଜେଇ କ୍ରିକେଟ ପ୍ରଶଂସକ ଏହି ମୁକାବିଲା ପାଇଁ ଉତ୍କଣ୍ଠା ସହକାରେ ଅପେକ୍ଷା କରିଛନ୍ତି । ବର୍ଷାର…