Latest Odisha News

BREAKING NEWS

Browsing Category

ଫିଚର

ଦେଖନ୍ତୁ ଭିଡ଼ିଓ: ଜଳିଗଲା ଯାତ୍ରୀବାହୀ ବସ୍, ବର୍ତ୍ତିଲେ କର୍ମଚାରୀ

ଭୁବନେଶ୍ୱର: ରାଜଧାନୀ ବରମୁଣ୍ଡାସ୍ଥିତ ବସଷ୍ଟାଣ୍ଡରେ ବୁଧବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଯିବା ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଏକ ଯାତ୍ରୀବାହୀ ବସରେ ହଠାତ୍ ନିଆଁ ଲାଗିଯିବା ଫଳରେ ବସଷ୍ଟାଣ୍ଡରେ ଉପସ୍ଥିତ ରହିଥିବା ସମସ୍ତ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା…

କାଠଯୋଡ଼ି ପୋଲରେ ଫାଟ ସୃଷ୍ଟି, ଯାନବାହନ ଚଳାଚଳ ବାଧାପ୍ରାପ୍ତ

କଟକ: କଟକସ୍ଥିତ ୧୬ ନଂ ଜାତୀୟ ରାଜପଥରେ ଥିବା କାଠଯୋଡ଼ି ପୋଲରେ ଫାଟ ସୃଷ୍ଟି ହୋଇଥିବା ଯୋଗୁଁ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି । ଏହି ଘଟଣା ଜଣାପଡ଼ିବା ପରେ ଜାତୀୟ ରାଜପଥ (ଏନଏଚଏଆଇ) କର୍ତ୍ତୃପକ୍ଷର ବିଭାଗୀୟ ଅଧିକାରୀ ଘଟଣାସ୍ଥଳକୁ ଯାଇ ତଦାରଖ କରିଛନ୍ତି । ସେଠାରେ ଏନଏଚଏଆଇ…

ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ରାକେଶ ସୋଢି ମୃତ

ଭୁବନେଶ୍ୱର: ମାଓଦମନ ଅଭିଯାନରେ ଓଡ଼ିଶା ପୋଲିସକୁ ଏକ ବଡ଼ ସଫଳତା ମିଳିପାରିଛି । ମାଲକାନଗିରି ଜିଲ୍ଲା ବଣ୍ଡାଘାଟ ଅଞ୍ଚଳର ଖଇରପୁଟ ପାହାଡ଼ ନିକଟସ୍ଥ ପାକନଗୁଡ଼ା ଜଙ୍ଗଲରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ରାକେଶ ସୋଢି ବୁଧବାର ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛି । ଗଣମାଧ୍ୟମକୁ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା: ଆଇଏମଡି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଘନୀଭୂତ ହେଉଥିବା ଲୋ-ପ୍ରେସର୍ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । “ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗର ଗାଙ୍ଗେୟ ଏବଂ…

‘ଧାରା ୩୭୦’ର ସମୀକ୍ଷା କରିବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ କରିବା ପ୍ରସଙ୍ଗରେ ସାମ୍ବିଧାନିକତା ଦୃଷ୍ଟିରୁ ଏହା କେତେଦୂର ସମୀଚୀନ କରିବେ, ତାହାକୁ ସମୀକ୍ଷା କରିବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ । ଅଦାଲତଙ୍କ ଦ୍ୱାରା ହେବାକୁ ଥିବା ଏହି ପ୍ରସଙ୍ଗର ସମୀକ୍ଷା ଆଗାମୀ…

କରାଚୀ ଆକାଶମାର୍ଗକୁ ବନ୍ଦ କଲା ପାକିସ୍ତାନ

କରାଚୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଏକପ୍ରକାର ବିଳିବିଳେଇ ଉଠିଥିବା ପାକିସ୍ତାନ ସରକାର ଆଗାମୀ ୩ ଦିନ ଯାଏଁ କରାଚୀ ଆକାଶମାର୍ଗକୁ ସାମୟିକ ଭାବେ ବନ୍ଦ କରିଦେଇଛନ୍ତି । ଏହି ଅବଧି ମଧ୍ୟରେ କୌଣସି ବି ଦେଶର ବିମାନ ଆକାଶପଥରେ ଉଡିପାରିବ ନାହିଁ । ଏନେଇ ଏକ ଜାତୀୟ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାପ ସହ ୨ ପୁଅ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗଡଖୋର୍ଦ୍ଧା ନିକଟରେ ୧୬ ନଂ ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ମଳିପଡାର ବାସିନ୍ଦା କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ୨ ପୁଅ ବିକ୍ରମ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି. ପର୍ଯ୍ୟନ୍ତ…

ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶା: ୨୦୨୦ରେ ହେବ ୧୭ ବର୍ଷରୁ କମ୍ ବାଳିକା ଫୁଟବଲ ବିଶ୍ୱକପ

ଭୁବନେଶ୍ୱର: ୨୦୨୦ ଫିଫା ୧୭ ବର୍ଷରୁ କମ୍ ବାଳିକା ଫୁଟବଲ୍ ବିଶ୍ୱକପ ଇଣ୍ଡିଆ ଓଡ଼ିଶା ରାଜଧାନୀରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଏହାଫଳରେ ଓଡ଼ିଶାକୁ ବିଶ୍ୱକ୍ରୀଡ଼ା ମାନଚିତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ମିଳିପାରିଛି । #Bhubaneswar becomes 1st venue to get provisional…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୮-୦୮-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ୨୮ ରିଖ ବୁଧବାର ସିଂହ ୧୨ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥି ପୂଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଆଜି: ବାଇଗଣ…