Latest Odisha News

BREAKING NEWS

Browsing Category

ଫିଚର

ଫ୍ରାନ୍ସରେ ମୋଦୀ, କାଶ୍ମୀର ପ୍ରସଙ୍ଗ ଉପରେ ଟ୍ରମ୍ପଙ୍କ ସହ କରିପାରନ୍ତି ଆଲୋଚନା

ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ଫ୍ରାନ୍ସର ବିଏରିଜଠାରେ ପହଞ୍ଚିଛନ୍ତି । ସୁତ୍ରରୁ ପ୍ରକାଶ ଯେ, ସେଠାରେ ମୋଦୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାକ୍ଷାତ କରିବେ । କାଶ୍ମୀର ପ୍ରସଙ୍ଗକୁ ପାକିସ୍ତାନ…

ବିଶ୍ୱ ଚମ୍ପିୟାନ ହୋଇ ଇତିହାସ ରଚିଲେ ପି ଭି ସିନ୍ଧୁ, ଜିତିଲେ ବିଡ଼ବ୍ଲ୍ୟୁଏଫ ସ୍ୱର୍ଣ୍ଣ

ବାସେଲ୍ (ସ୍ୱିଜରଲ୍ୟାଣ୍ଡ): ଭାରତୀୟ ବ୍ୟାଡ଼ମିଣ୍ଟନ ତାରକା ପି ଭି ସିନ୍ଧୁ ପ୍ରଥମ ମହିଳା ଭାବେ ବିଶ୍ୱ ବ୍ୟାଡ଼ମିଣ୍ଟନ୍ ଚାମ୍ପିୟନସିପ ଫାଇନାଲ୍ ଜିତି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଗତ ତିନିଟି ବିଡ଼ବ୍ଲ୍ୟୁଏଫ ଫାଇନାଲରେ କ୍ରମାଗତ ଭାବେ ପ୍ରବେଶ କରିଥିଲେ ସିନ୍ଧୁ । ଏସିୟାନ ସିଲଭର୍…

ଆରମ୍ଭ ହେଲା ‘ର‌୍ୟାଗିଂ ମୁକ୍ତ କ୍ୟାମ୍ପସ୍ ଅଭିଯାନ’

ଭୁବନେଶ୍ୱର: ଉତ୍ତରପ୍ରଦେଶ ମେଡ଼ିକାଲ କଲେଜ ଓ ଓଡ଼ିଶାର ବୁର୍ଲାସ୍ଥିତ ଠଝଝଟଞ ରେ ନବାଗତ ଛାତ୍ରମାନଙ୍କ ଉପରେ ଅତ୍ୟନ୍ତ ଅମାନୁଷିକ ଓ ବର୍ବରୋଚିତ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶାରେ 'ର‌୍ୟାଗିଂ ମୁକ୍ତ କ୍ୟାମ୍ପସ୍ ଅଭିଯାନ' ସଙ୍ଗଠନ ଏହାର ଦୃଢ଼ ପ୍ରତିବାଦ…

ଗାୟକ ମହାରଥୀ ହରିବଲ୍ଲଭ ଦାଶ

ଭୁବନେଶ୍ୱର: ପାଲା ଜଗତକୁ ଯେଉଁ କେତେଜଣ ଉଚ୍ଚଶିକ୍ଷିତ ବ୍ୟକ୍ତି ପ୍ରବେଶ କରିଥିଲେ ସେମାନଙ୍କ ମଧ୍ୟରେ ଅନ୍ୟତମ ହରିବଲ୍ଲଭ ଦାଶ । ବିଶେଷ କରି ପାଲାରେ ଇଂରାଜୀ ସାହିତ୍ୟର ପ୍ରବେଶ କରାଇ ସେ ଏକ ନୂଆ ଧାରା ସୃଷ୍ଟି କରିଛନ୍ତି, ପାଲାକୁ ବିଶ୍ୱସ୍ତରରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ଗ୍ରହଣ…

ମନ୍ କୀ ବାତ୍: ଗାନ୍ଧୀଜୀଙ୍କ ୧୫୦ ତମ ଜନ୍ମାବର୍ଷିକୀ ଉପଲକ୍ଷେ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ନିମନ୍ତେ…

ନୂଆଦିଲ୍ଲୀ: ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆମ ଦେଶ ଆଜିକାଲି ଗୋଟିଏ ପଟେ ବର୍ଷାର ଆନନ୍ଦ ଉପଭୋଗ କରୁଛି, ତ ଅନ୍ୟପଟେ ଭାରତର କୋଣ ଅନୁକୋଣରେ କୌଣସି ନା କୌଣସି ପ୍ରକାର ଉତ୍ସବ, ମେଳା ଆଦି ଚାଲିଛି ଯାହା ପ୍ରାୟ ଦୀପାବଳୀ ପର‌୍ୟ୍ୟନ୍ତ ଚାଲିବ । ହୁଏତ ଆମ ପୂର୍ବପୁରୁଷମାନେ ଋତୁ ଚକ୍ର,…

ରାଷ୍ଟ୍ରୀୟ ସମ୍ମାନର ସହ ଅରୁଣ ଜେଟଲୀଙ୍କ ଅନ୍ତିମ ସଂସ୍କାର ସଂପନ୍ନ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ପାର୍ଥିବ ଶରୀରର ଅନ୍ତିମ ସଂସ୍କାର ରବିବାର ଦିନ ସଂପନ୍ନ ହୋଇଛି । ନୂଆଦିଲ୍ଲୀର ନିଗମବୋଧ ଘାଟଠାରେ ବହୁ ବିଜେପି ନେତା ତଥା ବରିଷ୍ଠ ରାଜନେତାଙ୍କ ଉପସ୍ଥିତିରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ…

‘ନୂଆଖାଇ’ ଲାଗି ସେପ୍ଟେମ୍ବର ୩ରେ ଲଗ୍ନ ଚୂଡାନ୍ତ

ଭୁବନେଶ୍ୱର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ଅବସରରେ ‘ନବାନ୍ନ ଲାଗି’ ପାଇଁ ରବିବାର ଦିନ ଲଗ୍ନ ଚୂଡାନ୍ତ କରାଯାଇଛି । ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଦିନ ୧୦ଟା ୦୫ମି.ରୁ ୧୦ ଟା ୨୦ମି. ମଧ୍ୟରେ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି । ବ୍ରହ୍ମପୁରା…

କାହିଁକି ଓକିଲାତି ଛାଡିଥିଲେ ଜେଟଲୀ, ପଢନ୍ତୁ ତାଙ୍କ ସହ ଜଡିତ ୧୦ଟି କଥା

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ଦ୍ୱିପ୍ରହର ସମୟରେ ନିଗମବୋଧ ଶ୍ମଶାନରେ ସଂପନ୍ନ କରାଯିବ । ବହୁତ୍ କମ୍ ବ୍ୟକ୍ତି ଜାଣିଥିବେ ଯେ, ଏହି ପୂର୍ବତନ ଅର୍ଥମନ୍ତ୍ରୀ ତଥା ରାଜନୈତିଜ୍ଞ ଜଣକ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ଭାବେ ମଧ୍ୟ କାର୍ଯ୍ୟରତ…

ଋଷିକୁଲ୍ୟା ନଦୀରେ ବୁଡି ନାବାଳିକା ନିଖୋଜ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ କଞ୍ଜିମା ଗ୍ରାମ ନିକଟ ଋଷିକୁଲ୍ୟା ନଦୀରେ ଗାଧୋଉଥିବା ବେଳେ ଜଣେ ନାବାଳିକା ନିଖୋଜ ହୋଇଯାଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଉକ୍ତ ନାବାଳିକା ଜଣକ ଆଉ ୨ଜଣ ସାଙ୍ଗଙ୍କ ସହ ନଦୀକୁ ଗାଧୋଇବାକୁ ଆସିଥିଲେ । ସେଠାରେ ଗାଧୋଉଥିବା…

ବିଶ୍ୱ ପାରା ବ୍ୟାଡମିଣ୍ଟନ୍ ଚାମ୍ପିଅନସିପ୍: ଓଡିଶା ଖେଳାଳୀ ପ୍ରମୋଦ ଭଗତଙ୍କ ସ୍ୱର୍ଣ୍ଣ ପଦକ ହାସଲ

ବେସଲ୍: ସୁଇଜରଲ୍ୟାଣ୍ଡ ଠାରେ ଖେଳାଯାଇଥିବା ବିଶ୍ୱ ପାରା ବ୍ୟାଡମିଣ୍ଟନ୍ ଚାମ୍ପିଅନସିପର ଡବଲ୍ସରେ ସ୍ୱର୍ଣ୍ଣ ହାତେଇଛନ୍ତି ଓଡିଶାର ପ୍ରମୋଦ ଭଗତ । ଏହି ଡବଲ୍ସରେ ପ୍ରମୋଦ ଭଗତଙ୍କ ସହ ତାଙ୍କ ସାଥୀ ଥିଲେ ମନୋଜ ସରକାର । ବିଶ୍ୱ ପାରା ବ୍ୟାଡମିଣ୍ଟନ୍ ଚାମ୍ପିଅନସିପ୍ରେ ଦୁହେଁ ଫାଇନାଲ…