Latest Odisha News

BREAKING NEWS

Browsing Category

ଫିଚର

ପୁରୀରେ ପୋଲିସ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ପୁରୀ: ପୁରୀ ଜିଲ୍ଲାସ୍ଥିତ ନବକଳେବର ରୋଡ୍ ଅନ୍ତର୍ଗତ ଆଶ୍ରମ ଛକ ନିକଟରେ ପୋଲିସର ଏନକାଉଣ୍ଟରରେ ଗତକାଲି ବିଳମ୍ବିତ ରାତିରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛି । ଆହତ ଅପରାଧୀ ଜଣକ ଦିବାନା ବେହେରା ବୋଲି ଜଣାପଡିଛି । ତା’ ଠାରୁ ଗୋଟିଏ ବାଇକ୍, ଗୋଟିଏ ଦେଶୀ ବନ୍ଧୁକ ଏବଂ କିଛି…

ଉନ୍ମୋଚିତ ହେଲା ବିମଳ କିଶୋର ମିଶ୍ରଙ୍କର ଜୀବନୀ ‘ଅବିଚଳ ବିମଳ’…

ଭୁବନେଶ୍ୱର: ଓଡ଼ିଶାର ସ୍ୱନାମଧନ୍ୟ ପ୍ରଶାସକ, ପୂର୍ବତନ ଅତିରକ୍ତ ମୁଖ୍ୟ ଶାସନ ସଚିବ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ସ୍ୱର୍ଗତ ବିମଳ କିଶୋର ମିଶ୍ରଙ୍କର ୨୫ତମ ପୂଣ୍ୟତିଥି ଅଗଷ୍ଟ ତା ୨୨ ରିଖ ଦିନ ପାଳନ କରାଯାଇଛି । ଏହି ଅବସରରେ ତାଙ୍କର ଜୀବନୀ ପୁସ୍ତକ ‘ଅବିଚଳ ବିମଳ’ ମଧ୍ୟ…

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବ ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୫-୦୮-୨୦୧୯ ରବିବାର ଆଜି ଦିନର ମହତ୍ତ୍ୱ. ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ୨୫ ରିଖ ରବିବାର ସିଂହ ୦୯ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥି ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-: ବିଛା…

ଅରୁଣ ଜେଟଲୀଙ୍କ ବାସଭବନରେ ନବୀନଙ୍କ ଅନ୍ତିମ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ତାଙ୍କ ବାସଭବନରେ ଶେଷ ଦର୍ଶନ କରି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ତାଙ୍କ ସହିତ ବିଜେଡ଼ି ସାଂସଦ ପିନାକୀ ମିଶ୍ର ରହିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସେଠାରେ…

ବିଶ୍ୱ ଚାମ୍ପିୟନସିପ୍ ବ୍ୟାଡ଼ମିଣ୍ଟନ: ଫାଇନାଲରେ ପିଭି ସିନ୍ଧୁ

ନୂଆଦିଲ୍ଲୀ: ବ୍ୟାଡ଼ମିଣ୍ଟନ୍ ସେନସେସନ୍ ପି ଭି ସିନ୍ଧୁ ବି ଡ଼ବ୍ଲୁ୍ୟଏଫ ବିଶ୍ୱ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପର ଫାଇନାଲରେ ପ୍ରବେଶ କରିଛନ୍ତି । ଏହି ସମ୍ମାନଜନକ ପ୍ରତିଯୋଗିତାର ସେମିଫାଇନାଲରେ ଭାରତୀୟ ମହିଳା ଖେଳାଳି ପି ଭି ସିନ୍ଧୁ ଚୀନ ତାରକା ଚେନ୍ ୟୁ ଫେଇଙ୍କୁ ୨୧-୭ ଏବଂ ୨୧-୧୪…

ଅରୁଣ ଜେଟଲୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶ୍ରୀ ଅରୁଣ ଜେଟଲୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । Arun Jaitley Ji was a political giant, towering intellectual and legal luminary. He was an…

ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ୬୬ ବର୍ଷ ବୟସରେ ଆଜି ମଧ୍ୟାହ୍ନ ୧୨ଟା ୭ ମିନିଟରେ ଦେହାନ୍ତ ହୋଇଛି । ଗତସପ୍ତାହରେ ଶ୍ୱାସକ୍ରିଆରେ ସେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଶ୍ରୀ…

ରାୟଗଡ଼ାରେ ପୋଷ୍ଟର୍ ଟାଙ୍ଗି ପୋଲିସକୁ ଧମକ ଦେଲେ ମାଓବାଦୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ଅନ୍ତର୍ଗତ ଚଟିକଣା ଗ୍ରାମରେ ଶନିବାର ଦିନ ମାଓବାଦୀମାନେ ଧମକପୂର୍ଣ୍ଣ ପୋଷ୍ଟର୍ ଟାଙ୍ଗିଥିବାର ଅଭିଯୋଗ ହୋଇଛି । ଏହି ପୋଷ୍ଟର ଗୁଡ଼ିକ ସିପିଆଇ ମାଓବାଦୀଙ୍କ ଦ୍ୱାରା ଲଗାଯାଇଥିବା ସୂଚନା ମିଳିଛି । ଏହି ପୋଷ୍ଟରରେ ଉଲ୍ଲେଖ ରହିଛି ଯେ, ଯେଉଁପରି ଭାବେ…

ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଆଳି ଅନ୍ତର୍ଗତ ଲୋକପଦ ଗ୍ରାମରେ ଶନିବାର ଦିନ ଏକ ପୋଖରୀରେ ଗାଧୋଉଥିବା ବେଳେ ୨ ନାବାଳକ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି । ମିଳିଥିବା ସୂଚନାନୁସାରେ ଏହି ନାବାଳକ ଫରହାନ୍ ଓ ଆବୁକର ଖାନ୍ ଗ୍ରାମର ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଦୁର୍ଭାଗ୍ୟଜନକ ଭାବେ…