Latest Odisha News

BREAKING NEWS

Browsing Category

ଫିଚର

ସେପ୍ଟେମ୍ବରରେ ଜିଓ ଫାଇବର୍: କେମିତି ପାଇବେ ୧୦୦ ଏମବିପିଏସ ଇଣ୍ଟରନେଟ୍ ସ୍ପିଡ୍ ! ଜାଣନ୍ତୁ…

ମୁମ୍ବାଇ: ଭାରତର ବୃହତ ଯୋଗାଯୋଗ ନେଟୱର୍କ ସେବା ରିଲାଏନ୍ସ କମ୍ପାନୀର ବାର୍ଷିକ ସାଧାରଣ ବୈଠକ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କମ୍ପାନୀ ପକ୍ଷରୁ ଜିଓ ଫାଇଭର୍ ହାଇସ୍ପିଡ଼ ବ୍ରୋଡ଼ବ୍ୟାଣ୍ଡ୍ ଇଣ୍ଟରନେଟ୍ ସେବା, ଲ୍ୟାଣ୍ଡଲାଇନ ତଥା ଜିଓ ହୋମ୍ ଟିଭି ତଥା ଜିଓ ଆଓଟି ସେବା ଖୁବଶିଘ୍ର…

ନିର୍ବାଚନ ଫଳାଫଳ ଘୋଷଣା ହେବା ଦିନ ହିଁ ମୁଁ ଓପିସିସି ମୁଖ୍ୟ ପଦବୀରୁ ଇସ୍ତଫା ଦେଇଛି: ନିରଞ୍ଜନ

ଭୁବନେଶ୍ୱର: ଯେଉଁଦିନ ନିର୍ବାଚନ ଫଳାଫଳ ଘୋଷଣା ହୋଇଥିଲା ସେହିଦିନ ହିଁ ‘ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି’ (ଓପିସିସି) ସଭାପତି ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ବୋଲି ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ ସୋମବାର ଦିନ କହିଛନ୍ତି । “ଓଡ଼ିଶା ବିଧାନସଭା ଓ ଲୋକସଭା ନିର୍ବାଚନ ଫଳାଫଳ ଘୋଷଣା…

ବିରାଟଙ୍କ ଧୁଆଁଧାର ଶତକ ଓ ଭୁବନେଶ୍ୱରଙ୍କ ଘାତକ ବୋଲିଂ: ୫୯ ରନରେ ଜିତିଲା ଭାରତ

ପୋର୍ଟ ଅଫ ସ୍ପେନ: ବର୍ଷା ବାଧାପ୍ରାପ୍ତ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ୨ୟ ଦିନିକିଆରେ ଇଣ୍ଡିଜ୍ ଦଳକୁ ଡ଼କୱର୍ଥ ଲୁଇସ୍ ପଦ୍ଧତିରେ ୫୯ ରନରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ । କପ୍ତାନ ବିରାଟ କୋହଲୀଙ୍କ ଉପଯୋଗୀ ଶତକ ଏବଂ ଫାଷ୍ଟ ବୋଲର୍ ଭୁବନେଶ୍ୱର କୁମାରଙ୍କ କଞ୍ଜୁସୀ ଘାତକ ବୋଲିଂ…

ଆପଣଙ୍କ ଶୋଇବା ଘର ବି ହୋଇପାରେ ବାସ୍ତୁଦୋଷର କାରଣ !

ଭୁବନେଶ୍ବର: ବେଡ଼ରୁମ୍ ବା ଶୋଇବା ଘର ହେଉଛି ପ୍ରତ୍ୟେକ ଘରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ଏହା ମଧ୍ୟ ଦେଇ ସବୁବେଳେ ସକାରାତ୍ମକ ଓ ନକାରାତ୍ମକ ଶକ୍ତି ପ୍ରବାହିତ ହୁଏ । ଯଦି ଶୋଇବା ଘରର ଆସବାବପତ୍ର ସଠିକ ଜାଗାରେ ରଖାନଯାଏ ତାହା ବୈବାହିକ ତଥା ଦାମ୍ପତ୍ୟ ଜୀବନରେ ଅଶାନ୍ତିର କାରଣ ପାଲଟିଯାଏ ।…

ସୁରମଣି ପଣ୍ଡିତଙ୍କୁ ସଙ୍ଗୀତରେ ଶ୍ରଦ୍ଧାଞ୍ଜଳି…

ଭୁବନେଶ୍ୱର: ବିଶିଷ୍ଟ ସଂଗୀତଜ୍ଞ ସ୍ୱର୍ଗତ ପଦ୍ମଶ୍ରୀ ସୁରମଣି ଡଃ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ୮୭ତମ ଜନ୍ମଜୟନ୍ତୀ ଅବସରରେ ତାଙ୍କୁ ସଂଗୀତରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ସଂଯୁକ୍ତା ଆଣ୍ଡ୍ ରଘୁନାଥ ପାଣିଗ୍ରାହୀ କଲଚରାଲ ହେରିଟେଜ ଫାଉଣ୍ଡେସନ ପକ୍ଷରୁ ନମାମି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୨-୦୮-୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ତା ୧୨ ରିଖ ସୋମବାର କର୍କଟ ୨୭ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଦ୍ବାଦଶୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ…

ପାକିସ୍ତାନକୁ ନେଇ ଅଡୁଆରେ ମିକା ସିଂ, ଜାଣନ୍ତୁ କାହିଁକି

ମୁମ୍ବାଇ: ନିକଟରେ ପାକିସ୍ତାନରେ ଏକ ସଙ୍ଗୀତ ଶୋ’ କରି ଅଡୁଆରେ ପଡିଯାଇଛନ୍ତି ବଲିଉଡର ଲୋକପ୍ରିୟ ଗାୟକ ମିକା ସିଂ । ଯେଉଁଥିପାଇଁ ଉଭୟ ଭାରତ ଏବଂ ପାକିସ୍ତାନର ଲୋକଙ୍କ ଦ୍ୱାରା ସେ ସୋସିଆଲ ମିଡିଆରେ ଟ୍ରୋଲ ହେଉଛନ୍ତି । ଜମ୍ମୁ-କଶ୍ମୀରୁ ୩୭୦ ଉଚ୍ଛେଦ ପରେ ଉଭୟ ଦେଶ ସମ୍ପର୍କ ତିକ୍ତତା…

ଓଡ଼ିଶାର ଏହି ମନ୍ତ୍ରୀ କିପରି ସମସ୍ତଙ୍କ ହୃଦୟ ଜିଣିଗଲେ, ଜାଣନ୍ତୁ…

ଟିଟିଲାଗଡ଼: ‘କଥା କମ୍ କାମ ବେଶି’ ଏହି ଉକ୍ତିଟିକୁ କରି ଦେଖାଛନ୍ତି ଓଡ଼ିଶା ସରକାରଙ୍କ ଜଣେ ମହିଳା ମନ୍ତ୍ରୀ । ସେ ଆଉ କେହି ନୁହଁନ୍ତି, ଖୋଦ୍ ନବୀନଙ୍କ ମନ୍ତ୍ରୀମଣ୍ଡଳର ମହିଳା ଓ ଶିଶୁ ବିକାଶ ତଥା ମିଶନ୍ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ । ମନ୍ତ୍ରୀ ଶ୍ରୀମତୀ ସାହୁ ଏକ ବିଦ୍ୟାଳୟର ଜଣେ…

ପୁଣି ସୋନିଆ ଗାନ୍ଧୀ ହେଲେ କଂଗ୍ରେସ ଅଧ୍ୟକ୍ଷା

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକର ନିଷ୍ପତ୍ତି କ୍ରମେ ସୋନିଆ ଗାନ୍ଧୀ କଂଗ୍ରେସ ଦଳର ନୂଆ ଅଧ୍ୟକ୍ଷା ଭାବେ ମନୋନୀତ ହୋଇଛନ୍ତି । ଦୀର୍ଘ ସମୟଧରି ଶନିବାର ଦିନ ଏହି ବୈଠକ ଅନୁଷ୍ଠିତ ହୋଇଥିଲା, ପରିଶେଷରେ ରାହୁଲ ଗାନ୍ଧୀଙ୍କ ପରେ ସୋନିଆଙ୍କୁ ଅନ୍ତରୀଣ ଅଧ୍ୟକ୍ଷା ଭାବେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୧-୦୮-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ତା ୧୧ ରିଖ ରବିବାର କର୍କଟ ୨୬ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ…