Latest Odisha News

BREAKING NEWS

Browsing Category

ଫିଚର

ଶ୍ରୀମନ୍ଦିର ଆନନ୍ଦ ବଜାରରେ ଏବେ ପୁଣି ମିଳିବ ‘ଟଙ୍କ ତୋରାଣୀ’

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଆନନ୍ଦ ବଜାରରେ ଭକ୍ତମାନେ ଖୁବଶୀଘ୍ର ପାଇପାରିବ ମହାପ୍ରଭୁଙ୍କ ‘ଟଙ୍କ ତୋରାଣୀ’ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର କାର୍ଯ୍ୟକାରୀ ବୈଠକରେ ସୋମବାର ଦିନ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ବିଶେଷତଃ ମନ୍ଦିର ପ୍ରଶାସନ ୨୦୧୭…

ରାଜ୍ୟସଭାରେ ତିନି ତଲାକ୍ ବିଲକୁ ବିଜେଡି ଦେବ ସମର୍ଥନ

ନୂଆଦିଲ୍ଲୀ: ଲୋକସଭାରେ ତିନି ତଲାକ୍ ବିଲକୁ ମଞ୍ଜୁରୀ ମିଳିବା ପରେ ମଙ୍ଗଳବାର ଦିନ ଏହା ରାଜ୍ୟସଭାରେ ଆଗତ ହେବାନେଇ ସମ୍ଭାବନା ରହିଛି । ଗୃହରେ କେନ୍ଦ୍ରସରକାର ଆଜି ଏହି ବିଧେୟକ ଆଣିବାକୁ ଯାଉଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହି ବିଲକୁ ବିଜେଡି ସମର୍ଥନ ଦେଇପାରେ । ଏନେଇ ଦଳର…

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ପାନ-ଗୁଟଖା ମନା, ଧରାପଡ଼ିଲେ ୫୦୦ ଟଙ୍କା ଜୋରିମାନା

ପୁରୀ: ଏବେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସର ମଧ୍ୟ କୌଣସି ବ୍ୟକ୍ତି ଯଦି ପାନ ବା ଗୁଟଖା ଖାଉଥିବାର ଧରାପଡ଼ନ୍ତି ତେବେ ସେମାନଙ୍କୁ ଦଣ୍ଡିତ ହେବାକୁ ପଡ଼ିବ । ପୁରୀ ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ବୈଠକରେ ଏହି…

‘କାଫେ କଫି ଡେ’ ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥ ନିଖୋଜ

ନୂଆଦିଲ୍ଲୀ: ଭାରତର ସର୍ବବୃହତ କଫି ସପ୍ ‘କାଫେ କଫି ଡେ’ର ପ୍ରତିଷ୍ଠାତା ତଥା ମାଲିକ ଭିଜି ସିଦ୍ଧାର୍ଥ ନିଖୋଜ ହୋଇଯାଇଛନ୍ତି । ମିଳିଥିବା ସୂଚନାନୁଯାୟୀ ସିଦ୍ଧାର୍ଥ ମଙ୍ଗଳବାର ଦିନ ମାଙ୍ଗାଲୁରୁସି୍ଥତ ନେତ୍ରାବତୀ ନଦୀ ବ୍ରିଜ୍ ନିକଟରେ ତାଙ୍କ କାରରୁ କୌଣସିକାରଣବଶତଃ ଓହ୍ଲାଇ ପଡିଥିଲେ ।…

ପାକିସ୍ତାନ ସେନାର ବିମାନ ଦୁର୍ଘଟଣାଗ୍ରସ୍ତ, ୧୨ରୁ ଅଧିକ ମୃତ

ରାୱଲପିଣ୍ଡି: ପାକିସ୍ତାନର ରାୱଲପିଣ୍ଡିଠାରେ ମଙ୍ଗଳବାର ଦିନ ପାକିସ୍ତାନ ସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ଫଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି । ମୃତକଙ୍କ ମଧ୍ୟରେ ୫ ଜଣ ଯବାନ ରହିଥିବା ନେଇ…

‘ଓଡିଶା ରସଗୋଲା’କୁ ମିଳିଲା ଜିଆଇ ମାନ୍ୟତା

ଭୁବନେଶ୍ୱର: ପରିଶେଷରେ ‘ଓଡିଶା ରସଗୋଲା’କୁ ଜିଆଇ ଟ୍ୟାଗ୍ ମିଳିଛି । ଏସମ୍ପର୍କୀତ ଏକ ପ୍ରମାଣ ପତ୍ର ଓଡିଶା ରସଗୋଲାକୁ ସୋମବାର ଦିନ ପ୍ରଦାନ କରାଯାଇଛି । ଏହା ଫେବୃଆରୀ ୨୨, ୨୦୨୮ ପର୍ଯ୍ୟନ୍ତ ଏହି ମାନ୍ୟତା ବଳବତ୍ତର ରହିବ । ଏହାକୁ ନେଇ ଓଡିଶା ରସଗୋଲା ପ୍ରେମୀଙ୍କ ମଧ୍ୟରେ ଉତ୍ସାହ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା୩୦-୦୭-୨୦୧୯ ମଙ୍ଗଳବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ହେଉଛି ୨୦୧୯ ମସିହା ଜୁଲାଇ ତା ୩୦ ରିଖ ମଙ୍ଗଳବାର କର୍କଟ ୧୪ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥି ଆର୍ଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ ଚନ୍ଦ୍ର-: କନ୍ୟାରାଶି…

ଭାରତରେ ବାଘ ସଂଖ୍ୟା ବୃଦ୍ଧି ପାଇ ୨୯୬୭ରେ ପହଞ୍ଚିଲା

ନୂଆଦିଲ୍ଲୀ: ଆଜି ବିଶ୍ୱ ବ୍ୟାଘ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗଠାରେ ସର୍ବଭାରତୀୟ ବାଘ ଗଣନା-୨୦୧୮ର ଚତୁର୍ଥ ଚକ୍ର ଫଳାଫଳ ଉନ୍ମୋଚନ କରିଛନ୍ତି । ଏହି ସର୍ବେକ୍ଷଣ ଅନୁଯାୟୀ ୨୦୧୮ରେ ଭାରତରେ ବାଘ ସଂଖ୍ୟା ବୃଦ୍ଧି ପାଇ ୨୯୬୭ରେ ପହଞ୍ଚିଛି…

‘ଲୋକସେବା ଭବନ’ ନାମରେ ନାମିତ ହେବ ରାଜ୍ୟ ‘ ସଚିବାଳୟ’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଏକ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ 'ସଚିବାଳୟ'ର ନାମ ବଦଳାଇ ଏହାକୁ 'ଲୋକସେବା ଭବନ' ନାମରେ ନାମିତ କରିବା ପାଇଁ ନବୀନ ଆଜି ବିଧାନସଭାରେ ଘୋଷଣା କରିଛନ୍ତି । ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନାର…

ବିତର୍କର ବଳୟରେ ବିବାଦୀୟ ସମାଜବାଦୀ ନେତା ଆଜମ୍ ଖାନ୍

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ନେତା ଆଜମ୍ ଖାନ୍ ସୋମବାର ଦିନ ବିଜେପି ସାଂସଦ ରମାଦେବୀଙ୍କୁ କ୍ଷମା ମାଗିଛନ୍ତି । ସପ୍ତାହକ ପୂର୍ବରୁ ବରିଷ୍ଠ ଏସପି ନେତା ଶ୍ରୀ ଖାନ୍ ଲୋକସଭାରେ ଏହି ମହିଳାନେତ୍ରୀଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ପ୍ରଦାନ କରିଥିଲେ, ଯାହାକି ସମଗ୍ର ଦେଶରେ ହଇଚଇ ସୃଷ୍ଟି…