Latest Odisha News

BREAKING NEWS

Browsing Category

ଫିଚର

ପରାଜୟ ପରେ କ’ଣ କରିବେ ବିଜୟ !

ଭୁବନେଶ୍ୱର: ବହୁଚର୍ଚ୍ଚିତ ପାଟକୁରା ନିର୍ବାଚନ ସରିଯାଇଛି, ମାତ୍ର ଏବେ କ’ଣ ହେବ ବିଜୟ ମହାପାତ୍ରଙ୍କ ରାଜନୈତିକ ଭବିଷ୍ୟତ? ଏହି ପ୍ରବୀଣ ରାଜନେତାଙ୍କ କ୍ୟାରିୟରରେ ଜବନୀକା ପଡ଼ିଯିବ? ନା, ଏହି ଧୂରନ୍ଧର ରାଜନୀତିଜ୍ଞଙ୍କ ପୁନର୍ବାର ଅଭ୍ୟୁଦୟ ଘଟିବ? ପରାଜୟ ପରେ ବିଜୟଙ୍କୁ ନେଇ ଏବେ…

ଦିନ ୧୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଅନୁଗୁଳ, ବୌଦ୍ଧ, ଖୋର୍ଦ୍ଧା, ଭୁବନେଶ୍ୱର,…

ଅନୁଗୁଳରେ ଯୁବକଙ୍କୁ ଏସିଡ୍ ମାଡ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଖନ୍ଦାନାଳୀ ନିକଟରେ ଗତକାଲି ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କ ଉପରକୁ ଏସିଡ୍ ମାଡ କରିଥିବା ନେଇ ଅଭିଯୋଗ ହୋଇଛି । ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ନାମ କୁନା ବେହେରା ଏବଂ ସେ ପିପିଲବାହାଳ ଗ୍ରାମର ବାସନ୍ଦ ବୋଲି ଜଣାପଡିଛି । ମିଳିଥିବା…

ଜାଣନ୍ତୁ, ରୂପି ସମସ୍ୟାରୁ କିପରି ପାଇବେ ମୁକ୍ତି…

ଭୁବନେଶ୍ୱର: ବର୍ଷା ହେଉ କି ଖରା ସବୁ ସମୟରେ କେଶ ମୂଳ କୁଣ୍ଡେଇ ହେବା ସାଧାରଣ କଥା । ବେଳେବେଳେ କେଶମୂଳ ଶୁଷ୍କ, ସାମ୍ପ୍ୟୁ, ଖାଦ୍ୟ-ପାନୀୟରେ ଅନିୟମିତତା, କେଶରୁ ଝାଳ ବାହାରିବା, ଜୀବାଣୁ ସଂକ୍ରମଣ ଯୋଗୁଁ କେଶ ମୂଳ କୁଣ୍ଡେଇ ମଧ୍ୟ ହୋଇଥାଏ । ଏଥିରୁ ବର୍ତ୍ତିବା ଲାଗି କିଛି ଘରୋଇ ଟିପ୍ସ୍…

ଭାରତୀୟ ମହିଳା ହକି ଦଳରେ ସାମିଲ୍ ହେଲେ ୨ ଓଡ଼ିଆ ଖେଳାଳି

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ଆସନ୍ତା ଅଗଷ୍ଟ ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବାବେଳେ ‘ହକି ଇଣ୍ଡିଆ’ ପକ୍ଷରୁ ଶୁକ୍ରବାର ଦିନ ଏକ ୧୮ ଜଣିଆ ଭାରତୀୟ ମହିଳା ଦଳ ଘୋଷିତ ହୋଇଛି । ଏହି ଦଳରେ ୨ଜଣ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି । ନିକଟରେ ଜାପାନଠାରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା୨୭-୦୭-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁଲାଇ ତା ୨୭ ରିଖ ଶନିବାର କର୍କଟ ୧୧ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଦଶମୀ ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: ବୃଷ ସିଂହ କନ୍ୟା ରାଶିର…

ମନସୁନରେ ବୁଲି ଯାଆନ୍ତୁ ‘ମାଉଣ୍ଟ ଆବୁ’

ଭୁବନେଶ୍ୱର: ମନସୁନରେ ବୁଲିଯିବାର ପ୍ଲାନ୍ କରୁଛନ୍ତି କି ? ଯଦି ହଁ, ତା’ ହେଲେ ଆଉ ଡେରି ନ କରି ଯାଅନ୍ତୁ ‘ମାଉଣ୍ଟ ଆବୁ' । ବର୍ଷା ଦିନେ ହିଲ୍ ଷ୍ଟେଶନ ବୁଲିଯିବାର ମଜା ହିଁ କିଛି ଖାସ୍ ହୋଇଥାଏ। ପାହାଡ଼ ଉପରୁ ପ୍ରକୃତିର ସୌନ୍ଦର୍ଯ୍ୟକୁ ଦେଖିଲେ, ଏହା ଏକ ନିଆରା ଅନୁଭବ ପ୍ରଦାନ କରିଥାଏ।…

ହଂସପାଳରେ ‘ଫ୍ଲାଏ ଓଭର’ ନିର୍ମାଣ ଲାଗି ଗଡ଼କରୀଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱର ସଂସଦୀୟ ନିର୍ବାଚନ ମଣ୍ଡଳୀର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଶୁକ୍ରବାର ଦିନ କେନ୍ଦ୍ର ସଡ଼କ ପରିବହନ ତଥା ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ୍ୁ ନୂଆଦିଲ୍ଲୀଠାରେ ଭେଟିଛନ୍ତି । ଏହି ଅବସରରେ ଅପରାଜିତା ବାରମ୍ବାର ହଂସପାଳ ପରି ଆକ୍ସିଡ଼େଣ୍ଟ୍ ଜୋନ ଲାଗି ଏକ ଫ୍ଲାଏ…

ଭିଡିଓ ଜରିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବଲିଉଡ କଳାକାର

ଆଜି କାରଗିଲ ବିଜୟ ଦିବସ । ୨୦ ବର୍ଷ ତଳେ ଆଜିର ଦିନରେ ବେଇମାନ ପାକିସ୍ତାନକୁ ଧୂଳି ଚଟାଇ ଇତିହାସର ପୃଷ୍ଠାରେ ନିଜ ବିରତ୍ୱର ଗାରୀମାକୁ ଉଲ୍ଲେଖ କରିଥିଲେ ଭାରତର ବୀର ଯବାନ ମାନେ । ସେହି ବୀରଙ୍କର ବିରତ୍ୱକୁ ମନେପକାଇ ସାରା ଭାରତ ଆଜି ପାଳନ କରୁଛି ବିଜୟ ଦିବସ ।ଏଥରୁ ବାଦ୍ ପଡି…

ତାଳଚେର କୋଇଲାଖଣି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ତାଳଚେର ଅନ୍ତର୍ଗତ ଭରତପୁର କୋଇଲାଖଣିରେ ମାଟି ଅତଡ଼ା ଧସି ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ସମସ୍ତ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଦିନ ଏନଡ଼ିଆରଏଫ ଓ…