Latest Odisha News

BREAKING NEWS

Browsing Category

ଫିଚର

ଖୁବଶୀଘ୍ର ରିଲିଜ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ‘ପାଟଣାଗଡ଼’ ଚଳଚ୍ଚିତ୍ର

ଭୁବନେଶ୍ୱର: ବହୁ ବାଦବିବାଦ ପରେ ମୁକ୍ତିଲାଭ କରିବାକୁ ଯାଉଛି ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ପର୍ଯ୍ୟବେଶିତ ଚଳଚ୍ଚିତ୍ର 'ପାଟଣାଗଡ଼ ୨୩ ଫେବ ୨୦୧୮ '  । ଏହାକୁ ନିର୍ଦ୍ଦେଶନା ଦେଇଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ ନିର୍ଦ୍ଦେଶକ ରାଜେଶ ଟଚରାଇବର । ଉଭୟ ଓଡ଼ିଆ ଓ ତେଲୁଗୁ…

ପୁଣି ଚାଷୀ ଆତ୍ମହତ୍ୟା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବରକନି ଅଞ୍ଚଳରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଘଟଣା ସମ୍ନାକୁ ଆସିଛି। ଫସଲ ନଷ୍ଟ କାରଣରୁ ଶୁକ୍ରବାର ଦିନ ଚାଷୀ ଜଣକ ଆତ୍ମହତ୍ୟା କରିଛନ୍ତି । ମୃତ ଚାଷୀଙ୍କ ନାମ ଭକ୍ତଭାନୁ ଦଣ୍ଡସେନ । ମିଳିଥିବା ସୂଚନା ଅନୁସାରେ ମୌସୁମୀ ବର୍ଷା ସଠିକ ପରିମାଣରେ…

ରାଜ୍ୟଗୋଷ୍ଠୀ ଟେବୁଲ୍ ଟେନିସ୍: ଭାରତୀୟ ମହିଳା ଜିତିଲେ ସ୍ୱର୍ଣ୍ଣ, ଶୁଭେଚ୍ଛା ଜଣାଇଲେ ନବୀନ

କଟକ: ଭାରତୀୟ ମହିଳା ଟେବୁଲ୍ ଟେନିସ ଦଳ ରାଜ୍ୟଗୋଷ୍ଠୀ ଟେବୁଲ୍ ଟେନିସ୍ ପ୍ରତିଯୋଗିତାର ଦଳଗତ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି । ଭାରତୀୟ ଦଳ ଫାଇନାଲରେ ଶକ୍ତିଶାଳୀ ଇଂଲଣ୍ଡ ଦଳକୁ ୩-୦ ପଏଣ୍ଟରେ ପରାସ୍ତ କରି ଦଳଗତ ଚମ୍ପିଆନ ଆଖ୍ୟା ଅର୍ଜନ କରିପାରିଛି । ମିଳିଥିବା ସୂଚନାନୁଯାୟୀ,…

ଘରେ କାହିଁକି ରଖିବେ ଲାଫିଂ ବୁଦ୍ଧ, ଜାଣନ୍ତୁ

ନିଜ ଘରେ ସୁଖ ସମୃଦ୍ଧି ପାଇଁ ବିଭିନ୍ନ ଲୋକ ବିଭିନ୍ନ ପ୍ରକାରର ଶୁଭ ଜିନିଷ ରଖିଥାନ୍ତି । ବାସ୍ତୁ ଶାସ୍ତ୍ର ଅନୁସାରେ ଶାନ୍ତି ଓ ସୌଭାଗ୍ୟ ପାଇଁ ଅନେକ ପ୍ରକାରର ଉପାୟ ଅବଲମ୍ବନ କରାଯାଇଥାଏ। ଘରେ ସୁଖ ସମୃଦ୍ଧି ଆଣିବା ପାଇଁ ଲାଫିଂ ବୁଦ୍ଧ ରଖାଯାଇଥାଏ। ଲାଫିଂ ବୁଦ୍ଧଙ୍କ ମୂର୍ତ୍ତି ବହୁ…

କର୍ଣ୍ଣାଟକ ସଙ୍କଟ: ସନ୍ଧ୍ୟା ୬ ସୁଦ୍ଧା ଆସ୍ଥା ଭୋଟ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟପାଳ

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନଭାରେ ଅଚଳାବସ୍ଥା ଜାରି ରହିଛି । ଆଜି ଦିନ ୧ଟା ୩୦ ସୁଦ୍ଧା ରାଜ୍ୟପାଳ ଯେଉଁ ନିର୍ଦ୍ଦେଶ ଦେଇଥିଲେ ଗୃହର ବାଚସ୍ପତିଙ୍କୁ ତାହା କାର୍ଯ୍ୟକାରୀ ହୋଇପାରିଲା ନାହିଁ । ତେଣୁ ରାଜ୍ୟପାଳ ଏସମ୍ପର୍କୀତ ବିଧାନସଭାରେ ଏକ ନୂଆ ନିର୍ଦ୍ଦେଶାନାମା ଜାରି କରିଛନ୍ତି । ଏହି…

କର୍ଣ୍ଣାଟକ ସଙ୍କଟ: ଆସ୍ଥା ଭୋଟ୍ ଲାଗି ଆରମ୍ଭ ହେଲା ଆଲୋଚନା

ବେଙ୍ଗାଲୁରୁ: ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ କର୍ଣ୍ଟାଟକ ବିଧାନସଭାରେ ଆଜି ଅନୁଷ୍ଠିତ ହେବାକୁ ଥିବା ଆସ୍ଥା ଭୋଟ୍ ଲାଗି ଆରମ୍ଭ ହେଲା ଆଲୋଚନା । ଦିନ ଗୋଟାଏ ୩୦ ମିନିଟରେ ଆସ୍ଥା ଭୋଟ ଲାଗି ଆଲୋଚନା ଆରମ୍ଭ କରିବାକୁ କର୍ଣ୍ଣାଟକ ରାଜ୍ୟପାଳ ବିଧାନସଭା ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ ।…

ସନ୍ଧ୍ୟା ସୁଦ୍ଧା ରାଜ୍ୟର ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ନୟାଗଡ, ଖୋର୍ଦ୍ଧା (କଟକ),…

ଚିତ୍ରଶିଳ୍ପୀ ସାଇ କଲ୍ୟାଣୀ: ଚିତ୍ରକଳାରେ କାନଭାସକୁ ଜୀବନ୍ତ କରୁଥିବା ମଣିଷ

ଭୁବନେଶ୍ୱର: ଭଗବାନଙ୍କ ସୃଷ୍ଟିର ଏକ ଅନନ୍ୟ ରୂପ ହେଉଛି ନାରୀ । ସେ ହେଉଛି ସ୍ନେହ, ଶ୍ରଦ୍ଧା ଓ ବାତ୍ସଲ୍ୟ ମମତାରେ ଭରପୂର ଏକ ଜୀବନୀ । ସେ ପରିବାରର ଗୁରୁ ଦାୟିତ୍ୱ ନେବା ସହିତ ନିଜର ଅଧୁରା ସ୍ୱପ୍ନକୁ ମଧ୍ୟ ସାକାର କରିବାରେ ସକ୍ଷମ । କାନଭାସ ଚିତ୍ରକୁ ରଙ୍ଗ ଦେଇ ଜୀବନ୍ତ କରିଦେଇଥାଆନ୍ତି…

ପାଟକୁରା ନିର୍ବାଚନ: ଆସନ୍ତାକାଲି ଭୋଟଗ୍ରହଣ ଲାଗି ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ୱର : କେନ୍ଦ୍ରାପଡା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାଟକୁରା ବିଧାନସଭା ଆସନରେ ଆସନ୍ତା ଜୁଲାଇ ୨୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥିଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର ଲଢେଇ ହେବ ବୋଲି…

ସରକାରୀ ଶାସନରେ ହସ୍ତକ୍ଷେପ ଯୋଗୁଁ ଜିମ୍ବାୱେ ଦଳକୁ ନିଲମ୍ବିତ କଲା ଆଇସିସି

ଲଣ୍ଡନ: ଜିମ୍ବାୱେ କ୍ରିକେଟ୍ ପ୍ରେମୀଙ୍କ ଲାଗି ଖରାପ ଖବର । ସରକାରୀ ଶାସନଗତ କାର୍ଯ୍ୟକଳାପରେ ଜିମ୍ବାୱେ କ୍ରିକେଟର ହସ୍ତକ୍ଷେପ ଯୋଗୁଁ ଅନ୍ତର୍ଜାତୀୟ କିକ୍ରେଟ୍ ପରିଷଦ (ଆଇସିସି)ରୁ ନିଲମ୍ବିତ କରିଛି । ଆଇସିସିର ୱାଲ୍ଡ ଗଭର୍ନିଂ ବଡି ଏକ ବୈଠକରେ ଆଲୋଚନା କରିବା ସହ ସର୍ବସମ୍ମତିକ୍ରମେ…