Latest Odisha News

BREAKING NEWS

Browsing Category

ଫିଚର

ରେକର୍ଡ଼ କଲେ ରୋହିତ ଶର୍ମା, ବିଶ୍ୱକପରେ ବିରଳ ୫ଟି ଶତକୀୟ ଇନିଂସ !

ଲଣ୍ଡନ: ଟିମ୍ ଇଣ୍ଡିଆର ଦୁର୍ଦ୍ଦଶ ଓପନର୍ ରୋହିତ ଶର୍ମା ଏକ ପୁଣି ଏକ ଶତକ ଅର୍ଜନ କରି ବିଶ୍ୱକପରେ ଇତିହାସ ରଚିଛନ୍ତି । ରୋହିତ ଶନିବାର ଖେଳାଯାଉଥିବା ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ତାଙ୍କର ୫ମ ଶତକ ହାସଲ କରିଛନ୍ତି । ରୋହିତ ମାତ୍ର ୯୨ଟି ବଲ୍ ଖେଳି ୧୦୨ ରନ ଅର୍ଜନ କରିଛନ୍ତି । ଭାରତ ୩୧…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଦେବଗଡ, କେନ୍ଦ୍ରାପଡା ଓ ଜଗତସିଂହପୁର ଆଦି…

ଶ୍ରୀଲଙ୍କା ବିପକ୍ଷରେ ଭାରତର ବିଜୟ ଲକ୍ଷ୍ୟ ୨୬୫ ରନ୍

ଲଣ୍ଡନ: ବିଶ୍ୱକପର ଚୁଡ଼ାନ୍ତ ଲିଗ୍ ମ୍ୟାଚରେ ଶ୍ରୀଲଙ୍କା ବିପକ୍ଷରେ ଭାରତର ବିଜୟ ଲକ୍ଷ୍ୟ ରହିଛି ୨୬୫ ରନ୍ । ଶ୍ରୀଲଙ୍କା ଦଳ ଆଞ୍ଜେଲୋ ମାଥ୍ୟୁସଙ୍କ ଦମଦାର ଶତକ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ ହରାଇ କରିଛି ୨୬୪ ରନ୍ । ଶ୍ରୀଲଙ୍କା ଅଧିନାୟକ ଦିମୁଥ କରୁଣାରତ୍ନେ ଟସରେ ଜିତି…

ଏଏସଆଇ ଦ୍ୱାରା ଆରମ୍ଭ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କାର୍ଯ୍ୟ

ପୁରୀ: ରଥଯାତ୍ରାରେ ବାହାରି ଚତୁର୍ଦ୍ଧା ମୂର୍ତ୍ତି ଏବେ ୯ ଦିନ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିବେ । ଶ୍ରୀଜୀଉମାନଙ୍କ ଅନୁପସ୍ଥିତିରେ ଏବେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା (ଏଏସଆଇ) ଦ୍ୱାରା ଶ୍ରୀମନ୍ଦିରସ୍ଥ ଗର୍ଭଗୃହର ଯାଞ୍ଚକାର୍ଯ୍ୟ ଆରମ୍ଭ ହୋଇଛି । ଶ୍ରୀମନ୍ଦିରସ୍ଥ…

+୨ ନାମଲେଖା ସମୟସୀମା ଆଉ ୨ଦିନ ବଢିଲା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ କଲେଜ ଏବଂ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ୨ ନାମଲେଖା ଚାଲୁ ରହିଥିବା ବେଳେ ଏହାର ନାମଲେଖା ଅବଧୀକୁ ବୃଦ୍ଧି କରିଛିି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଏହି ନାମ ଲେଖାକୁ ସମୟକୁ ଅତିରିକ୍ତ ୨ଦିନକୁ ବୃଦ୍ଧି କରାଯାଇଥିବା ନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା…

‘ଏମବିବିଏସ୍’ ଓ ‘ବିଡିଏସ’ ଲାଗି ଆରମ୍ଭ ହେଲା ନମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ନିଟ (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ଦ୍ୱାରା ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କ 'ଏମବିବିଏସ୍' ଓ 'ବିଡିଏସ' ଲାଗି ପ୍ରଥମ ପର୍ଯ୍ୟାୟରେ ନାମ ଲେଖା ଆରମ୍ଭ ହୋଇଛି । ଏନଇଟି (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ପାଇଁ ଜୁଲାଇ ୧୦ ଯାଏଁ…

ଶ୍ରୀଲଙ୍କାର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି, ଜିତିବା ଲକ୍ଷ୍ୟରେ ଭାରତ

ଲଣ୍ଡନ: ବିଶ୍ୱକପରେ ଆଜି ବିରାଟ ବାହିନୀ ତା’ର ଅନ୍ତିମ ଲିଗ୍ ମ୍ୟାଚ୍ ଖେଳୁଛି ପଡ଼ୋଶୀ ଶ୍ରୀଲଙ୍କା ସହିତ । ଶ୍ରୀଲଙ୍କା ଅଧିନାୟକ ଦିମୁଥ କରୁଣାରତ୍ନେ ଟସରେ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଶକ୍ତିଶାଳୀ ଭାରତୀୟ ଦଳ ପୂର୍ବରୁ ସେମିଫାଇନାଲକୁ ଉନ୍ନୀତ ହୋଇସାରିଥିବା…

ରିଲିଜ ହେଲା ସଞ୍ଜୟ ଲୀଲା ଭଂସାଲୀଙ୍କ ‘ମଲାଲ’

ମୁମ୍ବାଇ : ଜୁଲାଇ ୫ (ଶୁକ୍ରବାର) ପରଦାକୁ ଆସିଛି ସଞ୍ଜୟ ଲୀଲା ଭଂସାଲୀଙ୍କ ‘ମଲାଲ’ । ଏହାର ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି ଦୁଇ ନବାଗତ କଳାକାର । ଏହି ଚଳଚ୍ଚିତ୍ର ମାଧ୍ୟମରେ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲୀଙ୍କ ଭାଣିଜୀ ଶର୍ମିନ ସହଗଲ ଓ ଅଭିନେତା ଜାବେଦ ଜାଫରୀଙ୍କ ପୁଅ…

ଇଞ୍ଜିନିୟର ଉଠବସ୍ ଘଟଣା: ପଟଣାଗଡ଼ ବିଧାୟକଙ୍କୁ ମିଳିଲା ଜାମିନ

ପାଟଣାଗଡ଼: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ମିଳିଲା ଜାମିନ । ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ବିଚ୍‌ ରାସ୍ତାରେ ଉଠବସ କରାଇବା ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିଲେ ସରୋଜ । ବିଧାୟକଙ୍କୁ ଶନିବାର ଦିନ ଭୁବନେଶ୍ଵରର ସ୍ୱତନ୍ତ୍ର କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ…

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର ଶନିବାର ପୂର୍ବାନୁମାନ କରିଛି । ଭାରତୀୟ ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଉତ୍ତର-ପାଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ…