Latest Odisha News

BREAKING NEWS

Browsing Category

ଫିଚର

ଜଗତସିଂହପୁରରେ ପ୍ରତିଷ୍ଠା ହେବ ପ୍ଲାଷ୍ଟିକ ପାର୍କ

ଭୁବନେଶ୍ୱର : ଦେଶବ୍ୟାପୀ ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି ବୋଲି ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତର ପ୍ରଦାନ କରି କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡିଭି ସଦାନନ୍ଦ ଗୌଡା କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀଯୁକ୍ତ ଗୌଡା କହିଛନ୍ତି, “ଏହି ଯୋଜନାର…

ବାଚସ୍ପତିଙ୍କ ଅନୁପସ୍ଥିତିରେ ଗୃହକାର୍ଯ୍ୟ ତୁଲାଇବେ ଅଧିଷ୍ଠାତା ମଣ୍ଡଳୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ଦିନ ଏକ ୭ଜଣିଆ ଅଧିଷ୍ଠାତା ମଣ୍ଡଳୀ ଗଠିତ ହୋଇଛି । ବାଚସ୍ପତିଙ୍କ ଅନୁପସ୍ଥିତି ସମୟରେ ଏହି ଅଧିଷ୍ଠାତା ମଣ୍ଡଳୀ ବିଧାନସଭା ଗୃହକାର୍ଯ୍ୟ ତୁଲାଇବେ ବୋଲି ବାଚସ୍ପତି ସୂଚନା ଦେଇଛନ୍ତି । ଏହି ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀେରେ ଯେଉଁ ସବୁ ବିଧାୟକ…

ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରାଏନ୍ ଲାରା

ମୁମ୍ବାଇ : ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର୍ ବ୍ରାଏନ୍ ଲାରା ମଙ୍ଗଳବାର ଦିନ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ହସ୍ପିଟାଲ କର୍ତ୍ତପକ୍ଷଙ୍କ କୌଣସି ସୂଚନା ଦେବାକୁ ମନାକରି ଦେଇଥିବାବେଳେ ତାଙ୍କର ଛାତିରେ…

ବିଜୟ କୁମାର ସାହୁ ହେଲେ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ନୂଆ ପରାମର୍ଶଦାତା

ଭୁବନେଶ୍ୱର : ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ନୂଆ ପରାମର୍ଶଦାତା ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ଡଃ ବିଜୟ କୁମାର ସାହୁ । ଅପରପକ୍ଷରେ ୩୧୪ଟି ଉଚ୍ଚମାନର ସିବିଏସଇ ସ୍କୁଲ, ଓଡିଶାର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଖୋଲିବା ନେଇ ରୋଡମ୍ୟାପ୍ ଜରିଆରେ ସେ ମୁଖ୍ୟମନ୍ତ୍ରୀ ନବୀନ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୮ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ,…

ଷୋଡ଼ଶ ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଫନି ବାତ୍ୟା ମୁକାବିଲା ଲାଗି ସରକାରଙ୍କୁ ପ୍ରଶଂସା

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ । ବିଧାନସଭାର ଏହି ଅଧିବେଶନ ୨ଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏଁ ଚାଲିବ ବୋଲି ସୂଚନା ମିଳିଛି । ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ସରକାର ପ୍ରଥମ ଦିନରୁ ହିଁ ତାଙ୍କର ପ୍ରତିଶ୍ରୁତି ପୂରଣ କରିବା ଲାଗି…

କଂଗ୍ରେସ ବିଧାୟକ ଦଳ ନେତା ଭାବେ ନରସିଂହ ମିଶ୍ର ନିର୍ବାଚିତ

ଭୁବନେଶ୍ୱର : ସର୍ବସମ୍ମତିକ୍ରମେ କଂଗ୍ରେସ ବିଧାୟକ ଦଳର ନେତା ଭାବେ ନରସିଂହ ମିଶ୍ରଙ୍କୁ ସୋମବାର ବିଳମ୍ବିତ ରାତିରେ ଚୟନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ନରସିଂହ ମିଶ୍ର କହିଛନ୍ତି, “ ତାଙ୍କ ଦଳ ଗୃହରେ ରାଜ୍ୟର କୃଷକ, ବେକାରୀ ସମସ୍ୟା, ଆଇନ ଓ କାନୁନ ବ୍ୟବସ୍ଥା ସମ୍ବନ୍ଧୀୟ…

ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ମଙ୍ଗଳବାର ଦିନ ଆରମ୍ଭ ହୋଇଛି । ଏହି ଅବସରରେ କମିଶନରେଟ୍ ପୋଲସ ପକ୍ଷରୁ ତିନି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷୋଡଶ ବିଧାନସଭାର ଏହା ପ୍ରଥମ ଅଧିବେଶନ ହୋଇଥିବାବେଳେ ଗୃହ ଆରମ୍ଭରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜ…

ମହାପ୍ରଭୁଙ୍କ ଜ୍ୱର ଚିକିତ୍ସା: କିପରି ଲାଗି ହୁଏ ଫୁଲୁରି ତେଲ ଓ ଦଶମୂଳ ମୋଦକ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅନେକ ପାରମ୍ପକରିକ ନୀତି ପାଳିତ ହୋଇଥାଏ । ସ୍ନାନଯାତ୍ରା ହିଁ ରଥଯାତ୍ରା ମହୋତ୍ସବର ଆଦ୍ୟପର୍ବ କହିଲେ ଅତ୍ୟୁକ୍ତି ହେବନାହିଁ । ସୁନାକୂପର ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ…

ଅଶୋକ ପରିଜା ହେଲେ ଓଡ଼ିଶାର ନୂଆ ଆଡ଼ଭୋକେଟ ଜେନେରାଲ୍

ଭୁବନେଶ୍ୱର: ବରିଷ୍ଠ ଆଡ଼ଭୋକେଟ ତଥା ‘ବାର୍ କାଉନସିଲ୍ ଅଫ ଇଣ୍ଡିଆ’ର ପୂର୍ବତନ ଚେୟାରମ୍ୟାନ ଅଶୋକଙ୍କୁ ଓଡ଼ିଶା ସରକାର ଆଡ଼ଭୋକେଟ ଜେନେରାଲ୍ ଭାବେ ନିଯୁକ୍ତ କରିଛନ୍ତି । ତାଙ୍କ ପୂର୍ବରୁ ସୂର୍ଯ୍ୟ ପ୍ରସାଦ ମିଶ୍ର ଏହି ପଦବୀରେ ରହିଥିଲେ । ମାତ୍ର ୨୩ ବର୍ଷ ବୟସରେ ଶ୍ରୀ ପରିଜା ଓଡ଼ିଶା…