Latest Odisha News

BREAKING NEWS

Browsing Category

ଫିଚର

ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜିଏସଟି ପରିଷଦର ୩୫ତମ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ: ବସ୍ତୁ ଓ ସେବା କର (ଜିଏସଟି) ପରିଷଦର ୩୫ତମ ବୈଠକ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ନୂତନ ସରକାର ଶପଥ ଗ୍ରହଣ କରିବା ପରେ ଏହା ହେଉଛି ପରିଷଦର ପ୍ରଥମ ବୈଠକ । ଏହି ବୈଠକରେ କେନ୍ଦ୍ର ଅର୍ଥ ଏବଂ…

ସହିଦଙ୍କ କଫିନରେ ଦଳୀୟ ପତାକା ଘଟଣା: ୩ ଜଣଙ୍କୁ ନିଲମ୍ବନ କଲା ବିଜେଡ଼ି

ଭୁବନେଶ୍ୱର: ସହିଦ ଓଡ଼ିଆ ଯବାନ ଅଜିତ ସାହୁଙ୍କ କଫିନ ଉପରେ ଦଳୀୟ ପତାକା ଘୋଡ଼ାଇବା ଘଟଣାର ତଦନ୍ତ ଆଦେଶ ଦେବା ସହିତ ଏଥିରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ନିଲମ୍ବନ କରିଛି । ଏହି ଘଟଣାରେ କଟକ ଜିଲ୍ଲାର ସମ୍ପୃକ୍ତ ଥିବା ଦଳର ତିନିଜଣ ସଦସ୍ୟ ବିନୋଦ କୁମାର ମାଝୀ, ସନ୍ତୋଷ କୁମାର ସାହୁ ଏବଂ…

ରାଜ୍ୟସଭା ଉପ-ନିର୍ବାଚନ ଲାଗି ବିଜେଡ଼ିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ଓଡ଼ିଶାରେ ରାଜ୍ୟସଭା ଲାଗି ଖାଲି ପଡ଼ିଥିବା ୩ଟି ଆସନ ଲାଗି ବିଜେଡ଼ି ପକ୍ଷରୁ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଛି । ରାଜ୍ୟସଭା ଉପ-ନିର୍ବାଚନ ଲାଗି ବିଜେଡ଼ି ପକ୍ଷରୁ ଦଳର ଆଇଟି ସେଲ୍ ଅଧ୍ୟକ୍ଷ ଡ଼ଃ ଅମର ପଟ୍ଟନାୟକ ଏବଂ  ଦଳୀୟ ମୁଖପାତ୍ର ସସ୍ମିତ ପାତ୍ରଙ୍କୁ ଦଳ ପ୍ରାର୍ଥୀ ଭାବେ ଘୋଷଣା…

ସହିଦ ଓଡ଼ିଆ ଯବାନଙ୍କ କଫିନରେ ବିଜେଡ଼ି ପତାକା: ଚର୍ଚ୍ଚା ଜୋର୍ ଧରିଲା

ଭୁବନେଶ୍ୱର: ସହିଦ ଓଡ଼ିଆ ଯବାନ ଅଜିତ ସାହୁଙ୍କ କଫିନ ଉପରେ ଶାସକ ବିଜେଡ଼ି ପତାକା ଘୋଡ଼ାଇଥିବାକୁ ନେଇ ବିରୋଧୀ ବିଜେପି ଶୁକ୍ରବାର ଦିନ ଏହି ଘଟଣାକୁ ଦୃଢ ନିନ୍ଦା କରିଛି । ଏହି ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରି ବିଜେପି ସୈନିକ ସେଲର ପୂର୍ବତନ ଆବାହକ ବି କେ ବସ୍ତିଆ ଏହା ଅତ୍ୟନ୍ତ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ରିପୋର୍ଟ ଅନୁଯାୟୀ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନର ଆଶଙ୍କା ରହିଛି ।…

ପ୍ରକାଶ ପାଇଲା +୨ କଳା ଓ ବାଣିଜ୍ୟ ରେଜଲ୍ଟ,ପାସ୍ ହାର କମିଲା

ଭୁବନେଶ୍ୱର : ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ଶୁକ୍ରବାର ଦିନ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ବହୁ ଦିନର ପ୍ରତିକ୍ଷା ପରେ ପରିଶେଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଦିନ ଓଡିଶା ଉପକୂଳ ଛୁଇଁଛି । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବରିଷ୍ଠ ପାଣିପାଗ ବିଶେଷଜ୍ଞ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, “ମୌସୁମୀ ପ୍ରଭାବରେ…

ଆଜି ପ୍ରକାଶ ପାଇବ +୨ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର : ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବୁଧବାର ଦିନ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି । ରାଜଧାନୀର ଗୀତଗୋବିନ୍ଦ ଅଡିଟୋରିୟମରେ ଅପରାହ୍ନ ୩ଟା ୩୦ମି. ବେଳେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି…

ନିଜକୁ ‘ଭଗବାନ’ କହିଲେ ମନ୍ତ୍ରୀ, ଜାଣନ୍ତୁ କାହିଁକି…

ବାରିପଦା : ଏବେ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ବ୍ୟବହାର ସାରା ଓଡିଶାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ କେନ୍ଦ୍ରାପଡା ସାଂସଦ ଅନୁଭବଙ୍କ ବିରୋଧରେ ଆସିଥିବା ସଙ୍ଗୀନ ମାମଲା ଏକ ରାଜନୈତିକ ବିଷୟ ବସ୍ତୁ ପାଲଟିଛି । ଖାଲି ସେତିକି ନୁହେଁ ଏବେ ‘ବାଥୋଡି’ ସମ୍ପଦ୍ରାୟର ଭଗବାନ…

ଆଜି ଜୁନ ୨୧ ‘ଆନ୍ତର୍ଜାତିକ ଯୋଗ ଦିବସ’: ସମଗ୍ର ବିଶ୍ୱ ଯୋଗମୟ

ଭୁବନେଶ୍ୱର : ସମଗ୍ର ବିଶ୍ୱକୁ ଯୋଗ ହିଁ ଆଜି ଏକତାବଦ୍ଧ କରିପାରିଛି । ଚାଲନ୍ତୁ ଫେରିଯିବା ସେଇ ନୂଆ ପୃଥିବୀର ଆନନ୍ଦମୟ ମୁହୂର୍ତ୍ତ ଆଡ଼କୁ । ସମଗ୍ର ବିଶ୍ୱବାସୀ ଛାଡ଼ି ଆସିଥିବା ସେଇ ଯୋଗାସନର ସୁବର୍ଣ୍ଣ ଖଚିତ ପ୍ରାତଃକାଳକୁ । ସମଗ୍ର ବିଶ୍ୱକୁ ପୁନର୍ବାର ଖୋଜିବାକୁ ପଡ଼ିବ ମହର୍ଷି ପତଞ୍ଜଳିଙ୍କ…