Latest Odisha News

BREAKING NEWS

Browsing Category

ଫିଚର

ବିଜେପି ସାଂସଦ ଓମ୍ ବିର୍ଲା ହେବେ ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ : ବିଜେପି ସାଂସଦ ଓମ୍ ବିର୍ଲା ସପ୍ତଦଶ ଲୋକସଭାର ଆଗାମୀ ବାଚସ୍ପତି ହୋଇପାରନ୍ତି ବୋଲି ସୂଚନା ମିଳିଛି । ଶ୍ରୀଯୁକ୍ତ ବିର୍ଲା ରାଜସ୍ଥାନର କୋଟାରୁ ୨ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ଏହାବ୍ୟତୀତ ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅତି ଘନିଷ୍ଠ ବୋଲି ସୁତ୍ରରୁ…

ଆଜିଠୁ ଅଲାରନାଥଙ୍କ ଦର୍ଶନ ଆରମ୍ଭ

ବ୍ରହ୍ମଗିରି : ପୁରୀସ୍ଥିତ ବ୍ରହ୍ମଗିରିର ଅଲାରନାଥ ପୀଠରେ ମଙ୍ଗଳବାର ଦିନଠାରୁ ଦର୍ଶନ ଆରମ୍ଭ ହୋଇଛି । ଫଳରେ ଏହି ଭଗବାନଙ୍କ ଅଶସର ଦର୍ଶନ ପାଇଁ ଭକ୍ତଙ୍କ ଗହଳୀ ଜମିବାରେ ଲାଗିଛି । ସୋମବାର ଦିନ ଆୟୋଜିତ ହୋଇଥିବା ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧା ମୂର୍ତ୍ତି ଅତ୍ୟଧିକ ଗାଧୋଇବା ଫଳରେ…

ବେଙ୍ଗାଲୁରୁ ଶ୍ରୀଜଗନ୍ନାଥ ମନ୍ଦିରରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ବେଙ୍ଗାଲୁରୁ: କର୍ଣ୍ଟାଟକ ରାଜଧାନୀ ବେଙ୍ଗାଲୁରୁରେ ରହିଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ମହାସମାରୋହରେ ପାଳିତ ହୋଇଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ବେଙ୍ଗାଲୁରୁରେ ରହିଥିବା ହଜାର ହଜାର ସଂଖ୍ୟାରେ ଓଡ଼ିଆ ଶ୍ରଦ୍ଦାଳୁଙ୍କ ଦ୍ୱାରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ପାଳିତ ହୋଇଯାଇଛି…

ଆମେରିକାର କାଲିଫୋର୍ଣ୍ଣିଆରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ପାଳିତ

ଫ୍ରୀମଣ୍ଟ: ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, ସେ ହେଉଛନ୍ତି ସମଗ୍ର ବିଶ୍ୱର ଦେବତା । ଦେଶ ବିଦେଶରେ ମହାପ୍ରଭୁ ପୂଜିତ ହେଉଥିବା ବେଳେ ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ତାଙ୍କୁ ଧନୀ ହୁଅନ୍ତୁ ବା ଗରିବ ହୁଅନ୍ତୁ ସମସ୍ତେ ଭକ୍ତିର ସହକାରେ ପୂଜା କରିଥାଆନ୍ତି । ଓଡ଼ିଶାର ନୀଳାଚଳ…

ଶ୍ରୀବଳଦେବ ଜୀଉଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଘୋଷଣା କଲେ ୨କୋଟି ଟଙ୍କାର ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ କେନ୍ଦ୍ରାପଡ଼ା ଗସ୍ତରେ ଯାଇ ଶ୍ରୀ ବଳଦେବ ଜୀଉଙ୍କ ଦର୍ଶନ କରିଛନ୍ତି । ଆଜି ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀଜୀଉମାନେ ସ୍ନାନମଣ୍ଡପରେ ପୂଜା ପାଉଛନ୍ତି । ମୁଖ୍ୟମନ୍ତ୍ରୀ ସ୍ନାନ ମଣ୍ଡପରେ ଠାକୁରମାନଙ୍କୁ ଦର୍ଶନ କରିଥିଲେ ।…

ରାଜ୍ୟସଭା ନିର୍ବାଚନ: ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ତ ନବୀନ?

ଭୁବନେଶ୍ୱର : ରାଜ୍ୟସଭାରେ ୩ଟି ସାଂସଦ ସିଟ୍ ଖାଲି ପଡିଥିବା ବେଳେ ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇପଡିଛି । ଏହି ଆସନ ଲାଗି ଭୁବନେଶ୍ୱରର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଓ ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଆଶାୟୀ ପ୍ରାର୍ଥୀଙ୍କ…

ମାନିଲାରେ ଏସୀୟ ମହିଳା ରଗବୀ ଚାମ୍ପିୟନସିପ: ୨୬ ଜଣିଆ ଦଳରେ ୭ଜଣ ଓଡ଼ିଆ ଖେଳାଳି

ଭୁବନେଶ୍ୱର: ଚଳିତ ମାସ ୧୭ରୁ ୨୩ ତାରିଖ ପର୍ଯ୍ୟନ୍ତ ଫିଲିପାଇନ୍ସର ରାଜଧାନୀ ମାନିଲାଠାରେ ଅନୁଷ୍ଠିତ ହେଉଛି ଏସୀୟ ରଗବୀ ଚାମ୍ପିୟନ୍ସିପ । ଏହି ପ୍ରତିଯୋଗିତା ନିମନ୍ତେ ଏକ ୨୬ ଜଣିଆ ଭାରତୀୟ ଦଳ ପ୍ରତିନିଧିତ୍ୱ କରିବେ । ଏହି ଦଳରେ ୭ଜଣ ଓଡ଼ିଆ ସ୍ଥାନ ପାଇଛନ୍ତି । ମୁମ୍ବାଇ ଓ ଲୁଧିୟାନାରେ…

ଗଜାନନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଆକର୍ଷଣୀୟ ହାତୀ ବେଶ ବା ଗଜାନନ ବେଶକୁ ଲକ୍ଷାଧିକ ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଭୋରରୁ ରତ୍ନ ସିଂହାସନରେ ଶ୍ରୀଜୀଉମାନଙ୍କ ସମସ୍ତ…

ଏଏସଆଇ ଦ୍ୱାରା ସମ୍ପନ୍ନ ହେଲା ଶ୍ରୀମନ୍ଦିର ‘ଫନି’ ମରାମତି କାର୍ଯ୍ୟ

ପୁରୀ : ବାତ୍ୟା ‘ଫନି’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମରାମତି କାର୍ଯ୍ୟ ଠିକ୍ ସମୟରେ ସମ୍ପନ୍ନ ହୋଇଥିବା ନେଇ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ (ଏଏସଆଇ) ସୋମବାର ଦିନ ପ୍ରକାଶ କରିଛି । “ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣର ମହାନିର୍ଦ୍ଦେଶକ ଓଷା…

ସାଇବର ଅପରାଧ ରୋକିବା ଲାଗି ପ୍ରତିଷ୍ଠା ହେବ ୩ ନୂଆ ଥାନା: ଡିଜିପି

ଭୁବନେଶ୍ୱର : ରାଜ୍ୟରେ ସାଇବର ଅପରାଧ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଏହାକୁ ଦୃଷ୍ଟିରେ ରଖି ୩ଟି ନୂଆ ସାଇବର ଥାନା ପ୍ରତିଷ୍ଠା ଲାଗି ନିର୍ଣ୍ଣୟ କରିଛି ଓଡିଶା ପୋଲିସ । “ଓଡିଶାରେ ସାଇବର ଅପରାଧ ଉଦବେଗଜନକ ସ୍ଥିତିରେ ପହଞ୍ଚିଛି । ୨୦୧୩ ମସିହାରେ ୧୨୦ଟି ମାମଲା ରୁଜୁ ହୋଇଥିବାବେଳେ…