Latest Odisha News

BREAKING NEWS

Browsing Category

ଫିଚର

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଭୁବନେଶ୍ୱର ଓ କଟକ ସମେତ ଅନେକ ସ୍ଥାନରେ ଆଜି ପାଗ କୋହଲା ରହିବା ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ଝଡ ବର୍ଷାର…

ଅଫିସରେ ଷ୍ଟାଇଲିସ୍ ଲୁକ୍…

ଭୁବନେଶ୍ୱର : ଉଭୟ ମହିଳା ଓ ପୁରୁଷ ସବୁବେଳେ ସବୁ ସମୟରେ ଷ୍ଟାଇଲିସ୍ ଦେଖାଯିବାକୁ ଚାହିଁଥାନ୍ତି, କିନ୍ତୁ ତାହା କିପରି କରିବେ ଜାଣିପାରନ୍ତି ନାହିଁ । ସେହିପରି ଖାସ୍ କରି ୱାର୍କିଙ୍ଗ ଓମ୍ୟାନ ମାନେ ଅଫିସ୍ ବାହାରିଲା ବେଳେ ନିଜ ଗେଟଅପକୁ ନେଇ କନଫ୍ୟୁଜରେ ଥାନ୍ତି, ସେ ପୋଷାକ ହେଉବା…

ଆଜି ବିଶ୍ୱକପରେ ଭାରତ-ପାକିସ୍ତାନ ଯୁଦ୍ଧ: ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ…

ଭୁବନେଶ୍ୱର: ବିଶ୍ୱକପରେ ଭାରତୀୟ ଦଳ ପାକିସ୍ତାନକୁ ଆଜି ମାଞ୍ଚେଷ୍ଟରଠାରେ ୭ମ ଥର ଲାଗି ଭେଟୁଛି । ବିଶ୍ୱକପ କ୍ରିକେଟରେ ଏପର୍ଯ୍ୟନ୍ତ ଭାରତ ଓ ପାକିସ୍ତାନ ମଧ୍ୟରେ ୬ଟି ମ୍ୟାଚ ଅନୁଷ୍ଠିତ ହୋଇଛି । ସବୁଠାରୁ ଖୁସିର କଥା ହେଲା ଭାରତ ଏହି ସମସ୍ତ ୬ଟି ଯାକ ମ୍ୟାଚରେ ତା’ର ଚିର ପ୍ରତିଦ୍ୱନ୍ଦ୍ୱୀ…

ଏଫଆଇଏଚ ସିରିଜ୍: ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲରେ ପରାସ୍ତ କରି ଭାରତ ଚମ୍ପିଆନ

ଭୁବନେଶ୍ୱର: ଭାରତ ଏଫଆଇଏଚ ସିରିଜ୍ ଫାଇନାଲ୍ସ ଟୁର୍ଣ୍ଣାମେରେ ୫-୧ ଗୋଲରେ ଦକ୍ଷିଣ ଆଫ୍ରିକା ଦଳକୁ ପରାସ୍ତ କରିବା ସହିତ ଚମ୍ପିଆନ ଆଖ୍ୟା ଅର୍ଜନ କରିଛି । ଏଥିସହିତ ଭାରତ ଅଲିମ୍ପିକ୍ସ ଲାଗି ଯୋଗ୍ୟତା ଅର୍ଜନ କରିଛି । ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମରେ ଭରପୁର ଘରୋଇ ଦର୍ଶକଙ୍କ ସମ୍ମୁଖରେ…

ମମତାଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରେସକ୍ରିପସନ୍: ଡ଼ାକ୍ତରଙ୍କୁ ମାଡ଼ମାରିଥିବା ଅଭିଯୁକ୍ତଙ୍କୁ ଦଣ୍ଡଦିଅ

ନୂଆଦିଲ୍ଲୀ: ଡ଼ାକ୍ତରମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ସମସ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ହର୍ଷବର୍ଦ୍ଧନ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ସେ…

ଜାଣନ୍ତୁ, ଗୁଜୁରାତିରେ ରହିଛି କେଉଁସବୁ ଔଷଧୀୟ ଗୁଣ…

ଭୁବନେଶ୍ୱର : ସାଧାରଣତଃ ଆମେ ଗୁଜୁରାତିକୁ ଖାଦ୍ୟର ସ୍ୱାଦ ବଢାଇବା ତଥା ସୁଗନ୍ଧିତ କରିବାକୁ ବ୍ୟବହାର କରିଥାଉ । ଏପରିକି ମାଉଥ୍ ଫ୍ରେସନର ଭାବେ ମଧ୍ୟ ଗୁଜୁରାତିର ବ୍ୟବହାର କରାଯାଇଥାଏ । ଏହାବ୍ୟତୀତ ଗୁଜୁରାତି ଅନେକ ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ଦୂର କରିଥାଏ । ଜାଣନ୍ତୁ, ଏହାର ଔଷଧୀୟ ଗୁଣ…

ପଶ୍ଚିମବଙ୍ଗରେ ତେଜିଲା ଆନ୍ଦୋଳନ, ମମତାଙ୍କ ଆଲୋଚନା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ କନିଷ୍ଠ ଡ଼ାକ୍ତର

କୋଲକାତା: ମାଡ଼ମରାକୁ କେନ୍ଦ୍ର କରି ପଶ୍ଚିମବଙ୍ଗରେ ଗତ ୫ ଦିନ ଧରି ଡ଼ାକ୍ତରମାନଙ୍କ ସମୂହ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି । ପଶ୍ଚିମବଙ୍ଗରୁ ଡ଼ାକ୍ତରମାନଙ୍କ ଏହି ଆନ୍ଦୋଳନ ତୀବ୍ର ରୂପ ଧାରଣ କରିବାରେ ଲାଗିଛି । କ୍ରମଶଃ ଏହି ଆନ୍ଦୋଳନ ପଶ୍ଚିମବଙ୍ଗର ସସସ୍ତ ପଡ଼ୋଶୀ…

ଡ଼ାକ୍ତରଙ୍କୁ ଆକ୍ରମଣ ଘଟଣା: ସୋମବାରଠୁଁ ଦେଶବ୍ୟାପୀ ‘ଆଇଏମଏ’ ପକ୍ଷରୁ ଆନ୍ଦୋଳନ

କୋଲକାତା : ପଶ୍ଚିମବଙ୍ଗରେ କନିଷ୍ଠ ଡାକ୍ତରଙ୍କୁ ଆକ୍ରମଣ ଘଟଣା ପରେ ଡାକ୍ତରଙ୍କ ସୁରକ୍ଷା ଦାବି କରି ଭାରତୀୟ ମେଡିକାଲ ଆସୋସିଏସନ୍ (ଆଇଏମଏ) ଆସନ୍ତା ସୋମବାର ଦିନ ଦେଶବ୍ୟାପୀ ଆନ୍ଦୋଳନ ଲାଗି ଆହ୍ୱାନ କରିଛି । ନୂଆଦିଲ୍ଲୀ ସ୍ଥିତ ଏକ ସମାଚାର ଏଜେନ୍ସି ର‌୍ୟୁଟର୍ସର ରିପୋର୍ଟନୁଯାୟୀ…

ଶ୍ରୀମନ୍ଦିରରେ ଗୁପ୍ତ ନୀତି ଲାଗି ଦାୟିତ୍ୱ ନେଲେ ଦଇତାପତି ସେବାୟତ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପରିପ୍ରେକ୍ଷୀରେ ସ୍ନାନଯାତ୍ରା ଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହିଥିବା ଦଇତାପତିମାନେ ଶ୍ରୀଜୀଉଙ୍କ ପାରମ୍ପରିକ ଗୁପ୍ତ ନୀତି କାର୍ଯ୍ୟନିର୍ବାହ କରିଥାନ୍ତି । ବର୍ଷସାରା ଶ୍ରୀମନ୍ଦିରରେ ପଣ୍ଡା…

‘ରିଜର୍ଭ ବ୍ୟାଙ୍କ’ ଇଡ଼ି ପଦବୀରେ ନିଯୁକ୍ତ ହେଲେ ଓଡ଼ିଆ ବ୍ୟାଙ୍କର୍ ରବି ମିଶ୍ର

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବା ଏକଜିକ୍ୟୁଟିଭ ଡ଼ାଇରେକ୍ଟର୍ (ଇଡ଼ି) ପରି ଗୁରୁତ୍ୱପୂର୍ଣ୍ଣ ପଦବୀକୁ ପଦୋନ୍ନତି ହୋଇଛନ୍ତି ଓଡ଼ିଶାର ବ୍ୟାଙ୍କର୍ ରବି ନାରାୟଣ ମିଶ୍ର । ଏହି ନୂତନ ପଦବୀରେ ନିଯୁକ୍ତ ହେବା ପରେ ଏହି ଓଡ଼ିଆ ବ୍ୟାଙ୍କର୍ ଭାରତୀୟ…