Latest Odisha News

BREAKING NEWS

Browsing Category

ଫିଚର

ଓଡିଶାର ୨ଟି ଜିଲ୍ଲାକୁ ଝଡବର୍ଷା ସହ ବଜ୍ରପାତର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨ଟି ଜିଲ୍ଲାରେ ଶୁକ୍ରବାର ଦିନ ବର୍ଷା ଓ ଘଡଘଡି ଆଶଙ୍କା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି । ବିଭାଗ ପକ୍ଷରୁ ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।…

ଆରମ୍ଭ ହେଲା ବିଧାନସଭା ବାଚସ୍ପତି ଚୟନ ପ୍ରକ୍ରିୟା

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ନୂଆ ବାଚସ୍ପତିଙ୍କ ନିର୍ବାଚନ ହେବା ନେଇ ଶୁକ୍ରବାର ଦିନ ବିଧାନସଭା କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଶୁକ୍ରବାର ଦିନ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ରାଜ୍ୟ ବିଧାନସଭାର ନୂଆ…

ଜାଣନ୍ତୁ, ମନ୍ତ୍ରୀମଣ୍ଡଳରୁ ବାଦ ପଡିବା ପରେ କ’ଣ କହିଲେ ଜୁଏଲ୍

ନୂଆଦିଲ୍ଲୀ : ମୋଦିଙ୍କ କ୍ୟାବିନେଟରୁ ବାଦ ପଡିବା ପ୍ରସଙ୍ଗରେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ଶୁକ୍ରବାର ଦିନ ପ୍ରକାଶ କରିଛନ୍ତି ଯେ ଏନେଇ ମୁଁ ଆଶ୍ଚର୍ଯ୍ୟଚକିତ ନୁହେଁ । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି,…

ନୟାଗଡ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ୨ ବନ କର୍ମଚାରୀ

ନୟାଗଡ : ବନଖଣ୍ଡ ଅଧିକାରୀ (ଡିଏଫଓ) ଶୁକ୍ରବାର ଦିନ କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ନୟାଗଡ ଜିଲ୍ଲା ପଞ୍ଚରିଡା ରେଞ୍ଜରେ ମୁତୟନ ହୋଇଥିବା ୨ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତଙ୍କ ମଧ୍ୟରେ ଫରେଷ୍ଟର କୈଳାଶ ପ୍ରଧାନ ଓ ଫରେଷ୍ଟ ଗାର୍ଡ ବିଶ୍ୱଜିତ ସାମନ୍ତରା ରହିଛନ୍ତି…

ଧର୍ମେନ୍ଦ୍ରଙ୍କୁ ପୁଣି ମିଳିଲା ପେଟ୍ରୋଲିୟମ ମନ୍ତ୍ରଣାଳୟ, ଜାଣନ୍ତୁ କିଏ ନେଲେ କେଉଁ ବିଭାଗ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିକଟରେ ପୂର୍ବପରି ପେଟ୍ରୋଲିୟମ ବିଭାଗ ରହିଛି । ସେ ପୂର୍ବରୁ ଯେଉଁ ବିଭାଗରେ ରହିଥିଲେ ସେହି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ବିଭାଗର କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିବେ । ସବୁଠାରୁ ବଡ଼କଥା ହେଲା…

ନବନିଯୁକ୍ତ ଓଡିଶାର ୨ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଓଡିଶାର ୨ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍…

ଜୁନରେ ଓଡିଶା ଫେରିବେ ଜଗା-କାଳିଆ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିବା ଯୋଡାମୁଣ୍ଡ ଶିଶୁ ଜଗା-କାଳିଆ ଖୁବଶୀଘ୍ର ଓଡିଶା ଫେରିବେ । ଗଣମାଧ୍ୟମକୁ ସୂଚନା ଦେଇ ଏମ୍ସର ଜଣେ ଡାକ୍ତର କହିଛନ୍ତି, ଉଭୟ ଜଗା ଓ କାଳିଆଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଛି । ବର୍ତ୍ତମାନ ସମୟରେ ସେମାନଙ୍କୁ ଆଇସିୟୁ…

ନନ୍ଦନକାନନରେ ବିରଳ ଲାଙ୍ଗୁର୍ ମୃତ

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ନିକଟ ଅତୀତରେ ବିଲୁପ୍ତ ପ୍ରାୟ ଏକମାତ୍ର ଔରାଙ୍ଗଟାନର ମୃତ୍ୟୁ ହୋଇଥିବାବେଳେ ଶୁକ୍ରବାର ଦିନ ଏକ ଅଣ୍ଡିରା ନୀଳଗିରି ଲାଙ୍ଗୁର (ଏସିଆର ଲମ୍ବା ଲାଙ୍ଗୁଳ ବିଶିଷ୍ଟ ମାଙ୍କଡ) ସବୁଦିନ ଲାଗି ଆଖି ବୁଜିଛି । କିଛି ଦିନ ପୂର୍ବରୁ ଏହି ୧୭ ବର୍ଷୀୟ…

ବିଶ୍ୱକପ କ୍ରିକେଟ: ଦକ୍ଷିଣ ଆଫ୍ରିକାକୁ ୧୦୪ ରନରେ ପରାସ୍ତ କଲା ଇଂଲଣ୍ଡ

ଲଣ୍ଡନ: ଇଂଲଣ୍ଡର ଓଭାଲଠାରେ ବିଶ୍ୱକପ ଆରମ୍ଭ ହୋଇଥିବା ବେଳେ ଓଭାଲଠାରେ ୧ମ ମ୍ୟାଚରେ ଇଂଲଣ୍ଡ ଦକ୍ଷିଣ ଆଫ୍ରିକାକୁ ୧୦୪ ରନରେ ପରାସ୍ତ କରି ପ୍ରଥମ ବିଜୟ ହାସଲ କରିଛି । England are off to a winning start! Archer takes three wickets, while Plunkett and Stokes get…

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ଓଡ଼ିଶାର ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଗୁରୁବାର ସନ୍ଧ୍ୟାରେ ନରେନ୍ଦ୍ର ମୋଦୀଙ୍କ ସମେତ ତାଙ୍କର ନୂତନ ମନ୍ତ୍ରୀମଣ୍ଡଳର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୋଦୀଙ୍କ ନୂତନ ମନ୍ତ୍ରୀମଣ୍ଡଳରେ ଓଡ଼ିଶାରୁ ଦୁଇଜଣ ବରିଷ୍ଠ ବିଜେପି ନେତା ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନ ଶପଥ…