Latest Odisha News

BREAKING NEWS

Browsing Category

ଫିଚର

ଖୁବଶୀଘ୍ର ପ୍ରକାଶ ପାଇବ +୨ ନାମଲେଖା ବିଜ୍ଞପ୍ତି ପ୍ରକ୍ରିୟା

ଭୁବନେଶ୍ୱର : ଓଡିଶାରେ ଯୁକ୍ତ ୨ କଲେଜ ଗୁଡିକରେ ନାମଲେଖା ପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତ ବର୍ଷ ବାର୍ଷିକ ମ୍ୟାଟ୍ରିକ୍, ସିବିଏସଇ ଓ ଆଇସିଏସଇ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୀଘ୍ର ପ୍ରକାଶିତ…

କଟକରେ ନିର୍ବାଚନ ପରବର୍ତ୍ତୀ ହିଂସା, ୫ ଆହତ

କଟକ : କଟକ ଜିଲ୍ଲା ନିଆଳି ବ୍ଲକ୍ ଅନ୍ତର୍ଗତ ପୋଖରୀ ଗ୍ରାମରେ ସୋମବାର ଦିନ ଏକ ନିର୍ଦ୍ଧିଷ୍ଟ ଦଳର କିଛି ବ୍ୟକ୍ତି ଅନ୍ୟ ଏକ ଦଳର ଲୋକଙ୍କ ଘରେ ପଶି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ଜଣେ ମହିଳାଙ୍କ ସମେତ ପରିବାର ୫ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଉକ୍ତ ଆକ୍ରମଣକାରୀମାନେ…

ଆରମ୍ଭ ହେଲା ଜେଇଇ ଆଡଭାନ୍ସ ପରୀକ୍ଷା, ଓଡିଶାରୁ ୩୧୬୧ ହଜାର ପରୀକ୍ଷାର୍ଥୀ

ଭୁବନେଶ୍ୱର : ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସ ପରୀକ୍ଷା ସୋମବାର ଦିନ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ସାରା ଦେଶରେ ପ୍ରାୟ ୧.୭୬ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଏହି ପରୀକ୍ଷା ରାଜ୍ୟର କଟକ, ଭୁବନେଶ୍ୱର, ରାଉରକେଲା ଓ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ତା ୨୭-୦୫-୨୦୧୯ ସୋମବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ମେ ମାସ ତା ୨୭ ରିଖ ସୋମବାର ବୃଷ ୧୩ ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ମିଥୁନ ରାଶିର ଘାତ…

ନନ୍ଦିନୀ ଶତପଥୀ

ନନ୍ଦିନୀ ଶତପଥୀ (୧୯୩୧-୨୦୦୬) କ୍ଷେତ୍ର: ରାଜନୀତି (ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ) ‘ଉତ୍କଳ ଦିବସ’କୁ ସରକାରୀ ସ୍ତରରେ ପ୍ରଥମେ ପାଳନ କରାଇଥିବା ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ । ୧୯୩୧ ମସିହା ଜୁନ୍ ୯ ତାରିଖରେ କଟକର…

ଗୁରୁବାର ୨ୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ

ନୂଆଦିଲ୍ଲୀ : ଦେଶରେ ଚଳିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବିପୁଳ ବିଜୟ ହାସଲ କରିବାପରେ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ମେ’ ୩୦ ତାରିଖରେ ଲଗାତର ୨ୟଥର ଲାଗି ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରାପ୍ତ ସୂଚନାଯାୟୀ ମେ’ ୩୦ ତାରିଖ (ଗୁରୁବାର) ଦିନ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ ଜିଲ୍ଲାରେ ସନ୍ଧ୍ୟା ୫ଟା ରୁ ରାତି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ ବର୍ଷର ଦରମା ଦାନ କଲେ ପିନାକୀ ମିଶ୍ର

ପୁରୀ : ବାତ୍ୟା‘ଫନୀ’ରେ କ୍ଷତିଗ୍ରସ୍ତ ଲୋକମାନଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିଜର ଆଗାମୀ ୫ ବର୍ଷର ସାଂସଦ ଦରମା ଦାନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି ବରିଷ୍ଠ ବିଜେଡି ନେତା ପିନାକୀ ମିଶ୍ର । ଯିଏକି ଚଳିତ ନିର୍ବାଚନରେ ପୁରୀ ଲୋକସଭା ଆସନରୁ ନିର୍ବାଚିତ…

ଆସନ୍ତା ବୁଧବାର ପଞ୍ଚମ ଥର ଲାଗି ଶପଥ ନେବେ ନବୀନ

ଭୁବନେଶ୍ୱର : ଓଡ଼ିଶାରେ ଶାସକ ବିଜୁ ଜନତା ଦଳ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବାପରେ ଦଳର ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ମେ’ ୨୯ ତାରିଖ ଦିନ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

 ଆଜିର ରାଶି ଫଳ ତା୨୬-୦୫-୨୦୧୯ ରବିବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ମେ ମାସ ତା ୨୬ ରିଖ ରବିବାର ବୃଷ ୧୨ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥି ଧନିଷ୍ଠା ନକ୍ଷତ୍ର କୁମ୍ଭ ଚନ୍ଦ୍ର ମେଷ ରାଶିର ଘାତ ବାର ମିଥୁନ…