Latest Odisha News

BREAKING NEWS

Browsing Category

ଫିଚର

ପିପିଲି: ବିଜେପି ନେତାଙ୍କ ଘର ଉପରକୁ ବୋମାମାଡ଼ ଅଭିଯୋଗ

ପିପିଲି : ପିପିଲିରେ ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ଶୁକ୍ରବାର ରାତିରେ କେହି ଦୁବୃର୍ତ୍ତ ବୋମାମାଡ଼ କରିବା ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନାନୁଯାୟୀ ବଳଙ୍ଗା ଥାନା ଅନ୍ତର୍ଗତ କମାକନ୍ତିଆରେ ଥିବା ଆଶ୍ରିତଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ…

ସୁଖ ଓ ଶାନ୍ତିର ସରଳ ଉପାୟ…

ଜୀବଜଗତରେ ଶ୍ରେଷ୍ଠ ଜୀବ ମନୁଷ୍ୟହିଁ ଏକମାତ୍ର ପ୍ରାଣୀ ଯାହାର ମନ, ଚିନ୍ତା, ଭାବନା ଓ ବିବେକ ରହିଛି, କିନ୍ତୁ ଆଧୁନିକ ସମାଜରେ ମଣିଷ ମନକୁ ହିଁ ନେଇ ବିଭିନ୍ନ ସମସ୍ୟ।।ର ସମ୍ମୁଖୀନ ହେଉଛି । ଏକ ଅସନ୍ତୁଳିତ ମନହିଁ ଅନେକ ବ୍ୟାଧିର ମୂଳ କାରଣ ଅଟେ । ନିଜର ଆଭ୍ୟନ୍ତରୀଣ ମନକୁ ଆମେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

 ଆଜିର ରାଶି ଫଳ  ତା୨୫-୦୫-୨୦୧୯ ଶନିବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ମେ ମାସ ତା ୨୫ ରିଖ ଶନିବାର ବୃଷ ୧୧ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର ବୃଷ ସିଂହ କନ୍ୟା ରାଶିର ଘାତ ବାର…

ସୁରଟରେ ଭୟାବହ ଅଗ୍ନିକାଣ୍ଡ, ୨୦ ମୃତ

ଗାନ୍ଧୀନଗର: ଗୁଜରାଟର ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟି ୨୦ ଜଣ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଥିବା ବେଳେ ଅନେକ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ୨୦ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାର ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ମିଳିଥିବା…

ନବୀନଙ୍କ ମନ୍ତ୍ରୀମଣ୍ଡଳରେ କେଉଁମାନେ ହେବେ ମନ୍ତ୍ରୀ, ଦେଖନ୍ତୁ ସମ୍ଭାବ୍ୟ ତାଲିକା…

ଭୁବନେଶ୍ୱର: ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ପଞ୍ଚମଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ପ୍ରସ୍ତୁତ ହେଉଛନ୍ତି । ନବୀନ ଉଭୟ ହିଞ୍ଜିଳୀ ଏବଂ ପଶ୍ଚିମ ଓଡ଼ିଶାର ବିଜେପୁର ବିଧାନସଭା ଆସନରେ ବିଜୟ ହାସଲ କରିଛନ୍ତି । ସମୁଦାୟ ୧୪୬ଟି ଆସନ ମଧ୍ୟରୁ ବିଜେଡ଼ି ୧୧୨ଟି ଆସନ ଅକ୍ତିଆର କରିଥିବା…

ନବୀନଙ୍କ ଇସ୍ତଫା ଗ୍ରହଣ କଲେ ଓଡ଼ିଶା ରାଜ୍ୟପାଳ

ଭୁବନେଶ୍ୱର: ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବା ଲାଗି ଶୁକ୍ରବାର ଦିନ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି । ନୂତନ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବା ପର୍ଯ୍ୟନ୍ତ ରାଜ୍ୟପାଳ ନବୀନ…

ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍‍

ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ୨୮୮୦୩ ଭୋଟ୍‍ ବ୍ୟବଧାନରେ ପରାସ୍ତ କରିଛନ୍ତି । ମଞ୍ଜୁଲତା ମଣ୍ଡଳ ସମୁଦାୟ ୫୧୨୩୦୫ ଭୋଟ୍‍ ପାଇଥିବାବେଳେ ଅଭିମନ୍ୟୁ ସେଠୀଙ୍କୁ ମିଳିଛି…

ଓଡ଼ିଶା ଲୋକସଭା ନିର୍ବାଚନ: କିଏ ଜିତିଲେ ଓ କିଏ ହାରିଲେ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ…

ଭୁବନେଶ୍ୱର: ଓଡ଼ିଶାରେ ଅନୁଷ୍ଠିତ ହୋଇଥିବା ଲୋକସଭା ନିର୍ବାଚନରେ ସମୁଦାୟ ୨୧ଟି ଆସନରୁ ବିଜେଡ଼ି ୧୨ଟି ଆସନ ଅକ୍ତିଆର କରିଥିବା ବେଳେ ବିଜେପି ପୂର୍ବ ନିର୍ବାଚନରେ ଗୋଟିଏ ଜିତିଥିବା ବେଳେ ଏଥର କିନ୍ତୁ ୮ଟି ଆସନ ଜିତି ପାରିଛି । ତେବେ କଂଗ୍ରେସ ଦଳ ଏଥର ଗୋଟିଏ ଆସନ ହାତେବାକୁ ସକ୍ଷମ ହୋଇପାରିଛି…

୨୦୧୯ ନିର୍ବାଚନରେ ୧୦ଟି ବଡ଼ ଝଟକା…

ନୂଆଦିଲ୍ଲୀ: ବିଜେପି କେନ୍ଦ୍ରରେ ସୁନାମୀ ପରି ପୁଣି କ୍ଷମତାକୁ ଫେରିବ ବୋଲି ଏକଜିଟ୍ ପୋଲର ପୂର୍ବାନୁମାନ ଠିକ୍ ହୋଇଥିଲା । ଅବଶ୍ୟ, ଏହାକୁ ଅନେକ ବ୍ୟକ୍ତି ଏକଜିଟ୍ ପୋଲ୍ ଅନୁସାରେ ଫଳାଫଳ ସଠିକ୍ ହେବନାହିଁ ବୋଲି ଅନୁମାନ ମଧ୍ୟ କରୁଥିଲେ । ମାତ୍ର, ଅଦୃଶ୍ୟ ଭାବରେ ମୋଦୀଙ୍କର ଏକ ଶକ୍ତିଶାଳୀ…

ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ…