Latest Odisha News

BREAKING NEWS

Browsing Category

ଫିଚର

ଭାରତୀୟ କନିଷ୍ଠ ହକି ଦଳରେ ଓଡିଶାର ୨ ଖେଳାଳୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର : ଆୟର୍ଲାଣ୍ଡରେ ହେବାକୁଥିବା କାଣ୍ଟର ଫିଜଗେରାଲଡ ୨୧ ବର୍ଷରୁ କମ୍ ମହିଳା ଚତୁଃରାଷ୍ଟ୍ରୀୟ ହକି ପ୍ରତିଯୋଗିତା ସହ ବେଲାରୁଷ ବିପକ୍ଷ ଶୃଙ୍ଖଳା ଲାଗି ଘୋଷିତ ହୋଇଥିବା ୧୮ ଜଣିଆ ଭାରତୀୟ କନିଷ୍ଠ ଦଳରେ ଓଡିଶାର ୨ ଜଣ ଖେଳାଳୀ ସ୍ଥାନ ପାଇଛନ୍ତି । ଏହି ପରିପ୍ରେକ୍ଷୀରେ…

ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର କୁଲଗାମ୍ ଜିଲ୍ଲାର ଗୋପାଲପୋରା ଅଞ୍ଚଳରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

କଳାହାଣ୍ଡିରେ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୫ ଜଣଙ୍କ ସମେତ ୬ ମୃତ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଜାରିଙ୍ଗ ଜଙ୍ଗଲ ନିକଟରେ ବୁଧବାର ସକାଳେ ଏକ କାର୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ଆଉ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ହେଲେ ଆଶୁତୋଷ…

ପିଏସଏଲଭି-ସି୪୬ ସଫଳ ଉତକ୍ଷେପଣ, ସୀମାରେ ରଖିବ ତୀକ୍ଷ୍ନ ନଜର

ଶ୍ରୀହରିକୋଟା : ମହାକାଶକୁ ଉପଗ୍ରହ ଉତକ୍ଷେପଣ କରିବାରେ ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ)କୁ ଆଜି ଆଉ ଏକ ସଫଳତା ମିଳିଛି। ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଜି ସକାଳ ୫ଟା ୩୦ ମିନିଟ ସମୟରେ ପୋଲାର ସାଟେଲାଇଟ୍ ଲଞ୍ଚ ଭେହିକିଲ୍ (ପିଏସଏଲଭି) ସି-୪୬ ସଫଳତାର…

ମ୍ୟାଟ୍ରିକ ପରୀକ୍ଷାରେ ବିଫଳ ହୋଇ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱରର ବସ୍ତା ବ୍ଲକସ୍ଥିତ ପୁଣ୍ଡରୁଙ୍ଗି ଗ୍ରାମରେ ଜଣେ ଛାତ୍ର ମାଟ୍ରିକ୍ ପରୀକ୍ଷାରେ ବିଫଳ ହେବା ଫଳରେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ର ଜଣଙ୍କ ନାମ ଶଙ୍କର୍ଷଣ ସେଠୀ ଏବଂ ସେ ସଦର ବ୍ଲକ ମାଣ୍ଡୁରୁକୁଲା ଗାନ୍ଧିଜୀ ହାଇସ୍କୁଲରେ ପାଠ ପଢ଼ୁଥିବା…

ଓଡିଶାର ୮ଟି ଜିଲ୍ଲାକୁ ଝଡବର୍ଷା ସହ ବଜ୍ରପାତର ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ମଙ୍ଗଳବାର ସନ୍ଧ୍ୟା ୬ଟା ୪୫ ସୁଦ୍ଧା ବର୍ଷା ଘଡଘଡି ଆଶଙ୍କା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ବିଭାଗ ପକ୍ଷରୁ ସୁନ୍ଦରଗଡ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର,…

‘ମ୍ୟାଟ୍ରିକ୍ ପ୍ରଶ୍ନପତ୍ର ଲିକ୍’ ରୋକିବାକୁ ସରକାର ନେବେ ଦୃଢ ପଦକ୍ଷେପ

କଟକ : ଚଳିତ ବର୍ଷ ବାର୍ଷିକ ମ୍ୟାଟ୍ରିକ ପରୀକ୍ଷା ଫଳ ଲିକ୍ ହେବାର ଅଭିଯୋଗ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ରାଜ୍ୟ ସରକାର ଦୃଢ ପଦକ୍ଷେପ ଗ୍ରହଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ର…

ଜୁନ୍ ଶେଷ ସପ୍ତାହରେ ଅନୁଷ୍ଠିତ ହେବ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡିଶାରେ ମ୍ୟାଟ୍ରିକ୍ ରେଜଲ୍ଟ ମଙ୍ଗଳବାର ଦିନ ପ୍ରକାଶ ପାଇଥିବାବେଳେ ଜୁନ୍ ମାସ ଶେଷ ସପ୍ତାହ ବେଳକୁ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ନିଷ୍ପତ୍ତି ଗ୍ରହଣ କରିଛି । “ଯେଉଁ ଛାତ୍ରମାନେ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିନାହାନ୍ତି…

ଭାରି ଗରମ : ଜାରି ରହିବ ୩୦ ଯାଏଁ

ଭୁବନେଶ୍ୱର: ଫନି ଯିବା ପରଠାରୁ ବଢ଼ିଚାଲିଛି ପାରଦ । ଟକମକ ହୋଇ ଫୁଟୁଛି ଓଡ଼ିଶା । ଖରା ଓ ଗରମ ସାଙ୍ଗକୁ ଗୁଳୁଗୁଳି ସାରା ଓଡ଼ିଶାକୁ ନାକେଦମ୍‍ କଲାଣି । ତଥାପି ଆଗାମୀ ୩୦ ତାରିଖ ଯାଏଁ ନିସ୍ତାର ନାହିଁ । ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାର କେତେକ ସହରର ତାପମାତ୍ରା ୪୭ ଡିଗ୍ରୀ ଟପିଯିବ ବୋଲି…

ମ୍ୟାଟ୍ରିକ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବାବେଳେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…