Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶା ପ୍ରତି କେନ୍ଦ୍ରର ଉଦାସୀନତାକୁ ନବୀନଙ୍କ ସମାଲୋଚନା

ସୋନପୁର: ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଓଡ଼ିଶା ପ୍ରତି ଅବହେଳାକୁ ସମାଲୋଚନା କରିଛନ୍ତି । ଦଳର ପ୍ରାର୍ଥୀମାନଙ୍କ ଲାଗି ପ୍ରଚାର କରିବା ଅବସରରେ ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ…

ଗଞ୍ଜାମରେ ବିଜେପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭୁବନେଶ୍ୱର : ଓଡିଶାରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନର୍ବାଚନ ଜାରି ରହିଥିବାବେଳେ ଗଞ୍ଜାମ ଜିଲ୍ଲାରେ ଜଣେ ବିଜେପି ପ୍ରାର୍ଥୀଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଝାଟିଆପଦର ବୁଥ୍ ନଂ-୮୨ର…

ଦଳ ଛାଡିଲେ ଓଡିଶା କଂଗ୍ରେସ ମୁଖପାତ୍ର

ଭୁବନେଶ୍ୱର : ଓଡିଶାରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନର୍ବାଚନ ଜାରି ରହିଥିବାବେଳେ କଂଗ୍ରେସ ପ୍ରବକ୍ତା ସୋନାଲି ସାହୁ ଦଳରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ନିଜ ଇସ୍ତଫା ପତ୍ର ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି…

ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଦିନ ପୁଣିଥରେ ଓଡିଶା ଗସ୍ତରେ ଆସିବେ । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ କେନ୍ଦୁଝର ମେଡିକାଲ କଲେଜ ପଡିଆରେ ଆୟୋଜିତ ଏକ ଜନ ସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ସୂଚନାଯୋଗ୍ୟ,…

କୋରାପୁଟ ଫରେଷ୍ଟ ରେଞ୍ଜରୁ ମାଈ ହାତୀର ମୃତଦେହ ଉଦ୍ଧାର

କୋରାପୁଟ : କୋରାପୁଟ ଜିଲ୍ଲା ଘଟଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗୟଲମୁଣ୍ଡା ଜଙ୍ଗଲରୁ ବୁଧବାର ରାତିରେ ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁଯାୟୀ କିଛି ସ୍ଥାନୀୟ ବାସିନ୍ଦାମାନେ ଏକ ହାତୀର ମୃତଦେହ ଠାବ କରିବା ପରେ ବନ ବିଭାଗକୁ ଜଣାଇଥିଲେ । ଖବର ପାଇ…

ଇଭିଏମ୍ ମେସିନ୍ ମରାମତିରେ ବିଳମ୍ବ ଯୋଗୁଁ ଘରକୁ ଫେରିଲେ ଭୋଟର୍

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଦକ୍ଷିଣ ଓଡିଶାର କିଛି ବୁଥରେ ଅଚଳ ଇଭିଏମ୍ ଓ ଭିଭିପିଏଟି ମେସିନ୍ ମରାମତିରେ ବିଳମ୍ବ ଯୋଗଁ ମତଦାନ ନକରି ଘରକୁ ଫେରିଲେ ଭୋଟର୍ । ରାୟଗଡା ଜିଲ୍ଲାରେ ଭୋଟ୍ ଦେବା ପାଇଁ ବହୁ ସଂଖ୍ୟାରେ…

ଇଭିଏମ୍ ମେସିନ ଅଚଳ ଯୋଗୁଁ କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଦକ୍ଷିଣ ଓଡିଶାର କିଛି ବୁଥରେ ଇଭିଏମ୍ ଓ ଭିଭିପିଏଟି ମେସିନ୍ ଅଚଳ ହେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି । ମିଳିଥିବା ଏକ ରିପୋର୍ଟ ଅନୁଯାୟୀ କୋରାପୁଟ ଜିଲ୍ଲାର ଜୟପୁର ସ୍ଥିତ ପରବେଡା…

ଆରମ୍ଭ ହେଲା ଗଣତନ୍ତ୍ରର ମହାପର୍ବ: ୧ମ ପର୍ଯ୍ୟାୟ ଭୋଟ ଗ୍ରହଣରେ ପ୍ରବଳ ଉତ୍ସାହ

ଭୁବନେଶ୍ୱର: ଓଡ଼ିଶାରେ ଆରମ୍ଭ ହେଲା ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ ଗ୍ରହଣ । ଯେଉଁ ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ମତଦାତାମାନେ ବିଭିନ୍ନ ଦଳର ପ୍ରାର୍ଥୀମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ସେଗୁଡ଼ିକ ହେଲା – କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ…

ଜାଣନ୍ତୁ, କେମିତି କଟିବ ଆଜି ଦିନ

ରାଶି ଫଳ ତା୧୧-୦୪-୨୦୧୯ ଗୁରୁବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅପ୍ରେଲ ମାସ ତା୧୧ ତାରିଖ ଗୁରୁବାର ମୀନ ୨୮ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥି ମୃଗଶିରା ନକ୍ଷତ୍ର ମିଥୁନ ଚନ୍ଦ୍ର ତୁଳା କୁମ୍ଭ ରାଶିର ଘାତ ବାର…

ସ୍ମୃତି ମାନ୍ଧନା ଓ ବିରାଟ କୋହଲୀଙ୍କୁ ‘ୱିଜଡ଼େନ କ୍ରିକେଟର୍ ଅଫ ଦ ଇୟର’ ପୁରସ୍କାର

ନୂଆଦିଲ୍ଲୀ: ବିଶ୍ୱର ଶ୍ରେଷ୍ଠ କ୍ରିକେଟ ସମ୍ମାନ କହିଲେ ଇଂଲଣ୍ଡର ୱିଜଡ଼େନ ସଂସ୍ଥା ପକ୍ଷରୁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରକୁ ବୁଝାଇଥାଏ । ଭାରତୀୟ କ୍ରିକେଟ କପ୍ତାନ ବିରାଟ କୋହଲୀ ଲଗାତର ୩ୟ ଥର ଲାଗି ‘ୱିଜଡ଼େନ କ୍ରିକେଟର୍ ଅଫ ଦ ଇୟର’ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।…