Latest Odisha News

BREAKING NEWS

Browsing Category

ଫିଚର

ନିର୍ବାଚନ ଆଚରଣ ବିଧି କ’ଣ ? କାହିଁକି ଏବଂ କେବେଠୁ ଲାଗୁ ହୋଇଥାଏ ? ଜାଣନ୍ତୁ ପୂରା ବିବରଣୀ

ନୂଆଦିଲ୍ଲୀ: ନିର୍ବାଚନ ଅଧିକାରୀ ୫ ରାଜ୍ୟ ପାଇଁ ମତାଦାନ ତାରିଖ ଘୋଷଣା କରିସାରିଛନ୍ତି । ନଭେମ୍ବର ୭ ତାରିଖରୁ ଆରମ୍ଭ ହେବ ଏହି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ । ଏହି ଚାରି ରାଜ୍ୟ ହେଉଛି ମଧ୍ୟ ପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା, ଛତିଶଗଡ ଏବଂ ମିଜୋରାମ । ନିର୍ବାଚନ…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା : ଏଯାଏଁ ମୃତଦେହ ସତ୍କାର ନେଇ ହୋଇନି ତାରିଖ ଧାର୍ଯ୍ୟ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ଚିହ୍ନଟ ହୋଇନଥିବା ୨୮ ମୃତଦେହର ସତ୍କାର ପ୍ରକ୍ରିୟା । ଏ ନେଇ ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ସତ୍କାର ପ୍ରକ୍ରିୟାରେ ସିବିଆଇ, ବିଏମସି, ଏମ୍ସ ଏବଂ ରାଜ୍ୟ ସରକାର ସାମିଲ ହେବେ । ଏଯାଏ ସତ୍କାର ନେଇ…

ଟ୍ରାଫିକ୍ ପୋଲିସ ପକ୍ଷରୁ ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ, ରଙ୍ଗ୍ ରୁଟରେ ଡ୍ରାଇଭିଂ କରି ୨୦୧ଟି ବାଇକ ଜବତ

ଭୁବନେଶ୍ବର: ରାଜଧାନୀର ଟ୍ରାଫିକ୍ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ଭୁବନେଶ୍ବର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ନିର୍ଦ୍ଦେଶ କ୍ରମେ ଗତ ୦୭ ଏବଂ ୦୮ ତାରିଖରେ ଟ୍ରାଫିକ୍ ଥାନା ୧ ଏବଂ ୨ ପକ୍ଷରୁ ଭୁବନେଶ୍ବର ବିଭିନ୍ନ ଅଞ୍ଚଳରେ ଏନଫୋର୍ସମେଣ୍ଟ ଡ୍ରାଇଭ ହୋଇଥିଲା। ଏହି…

କେବେ ହେବ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ, ସ୍ପଷ୍ଟ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା ଏବଂ ମିଜୋରାମରେ ହେବାକୁ ଥିବା ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିଛି କେନ୍ଦ୍ରୀୟ ନିର୍ବାଚନ ଆୟୋଗ। ନିର୍ବାଚନ ଆୟୋଗ ଦ୍ୱାରା ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ମିଜୋରାମରେ ଗୋଟିଏ…

କଟକ ସହରରୁ ଉଠିଯିବ ମାଲଗୋଦାମ: କାହିଁକି ଉଠିବ ଏବଂ କେଉଁଠିକୁ ଯିବ, ଜାଣନ୍ତୁ ପୂରା ବିବରଣୀ

କଟକ:କଟକ ସହରର ପରିଚୟ…ଦେଢଶହ ବର୍ଷର ସଂସ୍କୃତିକୁ ଧରି ରଖିଥିବା ମାଲଗୋଦାମ ଏ ପୁରୁଣା ସହର ଛାତିରୁ ହଜିଯିବ । ଫୁଲନଖରାରୁ ମଙ୍ଗୁଳି ଭିତରେ ଜାତୀୟ ରାଜପଥ ପାର୍ଶକୁ ଏହା ସ୍ଥାନାନ୍ତର କରାଯିବ । ଏ ନେଇ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛନ୍ତି । ଦିନକୁ ଦିନ ଜନସଂଖ୍ୟା ବଢୁଛି । ବ୍ୟବସାୟୀ…

ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ : ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି

ଭୁବନେଶ୍ବର: ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ  । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି  । ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି…

ଚନ୍ଦ୍ରବାବୁଙ୍କୁ ପୁଣି ଝଟକା, ଜାମିନ ଆବେଦନ ଖାରଜ କଲେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ

ଅମରାବତୀ: ଟିଡିପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଝଟକା। ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଚନ୍ଦ୍ରବାବୁଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ଇନର ରିଂଗ ରୋଡ, ଫାଇବର ନେଟ ଏବଂ ଅଂଗୁଲ୍ଲୁ ୩୦୭ ମାମଲାରେ ଖାରଜ କରି ଦେଇଛନ୍ତି ହାଇକୋର୍ଟ। ସୂଚନାଥାଉକି,…

ବିଶ୍ୱକପରେ ବିଜୟ ସହ ଅଭିଯାନ ଆରମ୍ଭ ଭାରତ ପାଇଁ କେତେ ଶୁଭ

ନୂଆଦିଲ୍ଲୀ: ଦିନିକିଆ ବିଶ୍ୱକପ କ୍ରିକେଟରେ ଭାରତ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ୨ଟି ରନରେ ୩ଟି ୱିକେଟ ହରାଇଥିବା ଭାରତ ବିରାଟ କୋହଲି ଓ କେଏଲ ରାହୁଲଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ସହାୟତାରେ ମ୍ୟାଚରେ ବିଜୟ ହାସଲ କରିଥିଲା । ତେବେ ବିଶ୍ୱକପରେ ପ୍ରଥମ…

୫ ରାଜ୍ୟର ନିର୍ବାଚନ ତାରିଖ ଘୋଷଣା: ଜାଣନ୍ତୁ, କେଉଁ ରାଜ୍ୟରେ କେବେ ହେବ ମତଦାନ

ନୂଆଦିଲ୍ଲୀ:   ୫ ରାଜ୍ୟର ବିଧାନସଭା ନିର୍ବାଚନୀ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର ।   । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ନିର୍ବାଚନ କମିଶନର ଆଜି ମଧ୍ୟାହ୍ନରେ ଏକ ପ୍ରେସ କନଫରେନ୍ସ…

ହମାସର ବର୍ବରତା: ଇସ୍ରାଏଲ ଯୁବତୀଙ୍କୁ ଅପହରଣ କରି ଦେଉଛି ନିର୍ଯାତନା, ବଳାତ୍କାରକୁ କରିଛି ଯୁଦ୍ଧାସ୍ତ୍ର

ନୂଆଦିଲ୍ଲୀ: ଇସ୍ରାଏଲ-ଗାଜା ଯୁଦ୍ଧ ଆଜିକୁ ୩ ଦିନ ବିତିଗଲାଣି । ହେଲେ ଯୁଦ୍ଧ ପରିସ୍ଥିତିରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନି । ରକେଟ ଆକ୍ରମଣ ପୂର୍ବ ପରି ଜାରି ରହିଛି । ସେପଟେ ଇସ୍ରାଏଲ ବି ଜବାବି ଆକ୍ରମଣ ଜାରି ରଖିଛି । କୁହାଯାଉଛି ଇସ୍ରାଏଲରେ ବର୍ତ୍ତମାନ ସୁଦ୍ଧ ୬୦୦ ଜଣଙ୍କ…