Latest Odisha News

BREAKING NEWS

Browsing Category

ଫିଚର

ଶର୍ମିଳାଙ୍କ ହାତ ଧରିଲେନି ରାହୁଲ, ଏବେ ଏକା ଲଢ଼ିବେ

ଭୁବନେଶ୍ୱର: ଉଦ୍ୟମ ବ୍ୟର୍ଥ ହେଲା। ଆଶା ଭାଙ୍ଗିଗଲା। ଆଉ କଂଗ୍ରେସ ସହ ନୁହେଁ ବରଂ ଏକାକୀ ତେଲେଙ୍ଗାନାର ସମସ୍ତ ୧୧୯ ଟି ବିଧାନସଭା ସିଟରେ ପ୍ରାର୍ଥୀ ଦେବାକୁ ଘୋଷଣା କରିଛନ୍ତି ୱାଇଏସଆର ତେଲେଙ୍ଗାନା ପାର୍ଟି ମୁଖ୍ୟ ୱାଇଏସ ଶର୍ମିଳା। ହାଇଦ୍ରାବାଦରେ ଆୟୋଜିତ ଏକ ଦଳୀୟ ବୈଠକରେ ସେ ଏହି…

ଡାରୱିନ, ଆଇନଷ୍ଟାଇନଙ୍କୁ ଭୁଲ ପ୍ରମାଣିତ କରିବାକୁ ଆମେ ଏଠାରେ ବସିନୁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଡାରୱିନଙ୍କ ଜୈବ ବିବର୍ତନ ଥିଓରୀ ଓ ଆଲବର୍ଟ ଆଇନଷ୍ଟାଇନଙ୍କୁ ଭୁଲ ପ୍ରମାଣିତ କରିବା ପାଇଁ ଆମେ ଏଠାରେ ବସି ନାହୁଁ ବୋଲି ସୁପ୍ରିମକୋର୍ଟର ବିଚାରପତି ଏକ ମାମଲାର ଶୁଣାଣୀ କରି କହିଛନ୍ତି । ଡାରୱିନଙ୍କ ଥିଓରି ଓ ଆଇନଷ୍ଟାଇନଙ୍କ ତଥ୍ୟରେ ସୁଧାର ଆସିବା ଉଚିତ ବୋଲି ଦର୍ଶାଇ ଏକ…

ବିଜେଡିର ଚିନ୍ତା ବଢ଼ାଉଛନ୍ତି ଅମାନିଆ ନେତା !

ଭୁବନେଶ୍ୱର: ଓଡ଼ିଶାରେ ବିଜେଡିର ଚିନ୍ତା ବଢାଇ ଚାଲିଛନ୍ତି ଖୋଦ ନିଜ ଦଳର ନେତାମାନେ। ଏପରିକି ଅନୁଭବୀ ନେତାମାନଙ୍କ ମନ୍ତବ୍ୟ ଦଳ ପାଇଁ ଅଡୁଆ ସ୍ଥିତି ସୃଷ୍ଟି କରୁଥିବା ଚର୍ଚ୍ଚା ହେଉଛି। ନିର୍ବାଚନ ଆସନ୍ନ ହେଉଥିବା ବେଳେ ଦଳ ବିଭିନ୍ନ ଆକର୍ଷଣୀୟ ସ୍କିମ ମାଧ୍ୟମରେ ଓଡିଶାବାସୀଙ୍କ ମନ…

ଏପମିରେ ଜାତିକୁ ନେଇ ବିଜେପିକୁ ଖେଳାଉଛି କଂଗ୍ରେସ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ କଂଗ୍ରେସ ଜାତି ପ୍ରସଙ୍ଗକୁ ନେଇ ବିଜେପିକୁ ଘେରିବାକୁ ଯୋଜନା କରିଛି। ଏମପିରେ ବିଜେପି ଏ ପର୍ଯ୍ୟନ୍ତ ଚାରୋଟି ପର୍ଯ୍ୟାୟରେ ୧୩୬ ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଲାଣି। ସେସବୁ ସିଟରେ ଜାତିଗତ ଆଧାରକୁ ନେଇ କଂଗ୍ରେସ ବିଜେପିକୁ ଘେରିବାକୁ ସବୁ ପ୍ରସ୍ତୁତି…

କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଭାବେ ବିନୋଦ ମହାପାତ୍ର ନିଯୁକ୍ତ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ଗଣମାଧ୍ୟମ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ରୂପକ ତୁରୁକଙ୍କ ସ୍ଥାନରେ ବିନୋଦ ମହାପାତ୍ରଙ୍କୁ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଭାବରେ ନିଯୁକ୍ତି…

ଆସନ୍ତୁ ଜାଣିବା କିଏ କାହାକୁ କହିଲେ ଉଠ, ପାକିସ୍ତାନ ବିପକ୍ଷ ମ୍ୟାଚ ଖେଳ…

ଅହମ୍ମଦାବାଦ: ଚଳିତ ବିଶ୍ୱକପ କ୍ରିକେଟରେ ଭାରତ-ପାକିସ୍ତାନ ହାଇ ଭୋଲଟେଜ ମୁକାବିଲା ଶନିବାର ଅହମ୍ମଦାବାଦରେ ଖେଳାଯିବ । ଓପନର ଶୁଭମନ ଗିଲ ଡେଙ୍ଗୁରେ ଆକ୍ରାନ୍ତ ହେବା ଯୋଗୁ ପ୍ରଥମ ୨ଟି ମ୍ୟାଚ ଖେଳିପାରି ନାହାନ୍ତି । ସେ ଏହି ମ୍ୟାଚରେ ଖେଳିବା ନେଇ ଆଶା କରାଯାଉଛି । ପୂର୍ବତନ ଷ୍ଟାର…

“ଆଦିରନ ୨୦୨୩ ରେ” ଦୌଡିଲେ ରାୟଗଡାର ଯୁବ ପ୍ରତିଭା, ଦୁଲୁକିଲା ଗୋବିନ୍ଦ ଚନ୍ଦ୍ର ପଡ଼ିଆ

ରାୟଗଡା: ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଆୟୋଜିତ ଆଦିରନ ୨୦୨୩ କାର୍ଯ୍ୟକ୍ରମରେ ଆଜି ଦୁଲୁକିଛି ରାୟଗଡା ଗୋବିନ୍ଦ ଚନ୍ଦ୍ର ପଡିଆ। ଆଜିର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୩୫୦୦ ସଂଖ୍ୟାରେ ଛାତ୍ରଛାତ୍ରୀ, ଯୁବକ, ଯୁବତୀଙ୍କ ସହ ନେତା ମନ୍ତ୍ରୀ ଓ ଅଧିକାରୀ ଭାଗ ନେଇ ଥିବା…

ଦିନିକିଆ ବିଶ୍ୱକପ କ୍ରିକେଟ: ଭାରତ ୭, ପାକିସ୍ତାନ ୦

ଦିନିକିଆ ବିଶ୍ୱକପ କ୍ରିକେଟର ନିଶା ଏବେ ପ୍ରଶଂସକଙ୍କ ଉପରେ ଚଢ଼ିବାରେ ଲାଗିଛି । ଅକ୍ଟୋବର ୧୪ରେ ଭାରତ-ପାକିସ୍ତାନ ମଧ୍ୟରେ ଚଳିତ ବିଶ୍ୱକପର ହାଇ ଭୋଲଟେଜ ମୁକାବିଲା ଖେଳାଯିବ । ପାକିସ୍ତାନ ବିପକ୍ଷରେ ଭାରତ ଦିନିକିଆ ବିଶ୍ୱକପରେ କେବେ ହେଲେ ହାରି ନାହିଁ । ଭାରତ ୭ଟି ମ୍ୟାଚରେ ଜିତିଥିବା…

ଶ୍ରୀମନ୍ଦିର ଗର୍ଭଗୃହରେ ମାରପିଟ୍ ଘଟି ପଡ଼ିଲା ରକ୍ତଛିଟା, ବଢିଲା ମହାପ୍ରଭୁଙ୍କ ମହାସ୍ନାନ ନୀତି

ପୁରୀ: ଶ୍ରୀମନ୍ଦିର ରତ୍ନ ସିଂହାସନ ନିକଟରେ ରକ୍ତଛିଟା। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍। ଖେଇକୁ ନେଇ ଜଣେ ପତ୍ରୀବଡୁ ସେବାୟତଙ୍କ ମୁଥ ମାଡ଼ରେ ଅନ୍ୟ ଜଣେ ଅଣସେବାୟତଙ୍କ ଫାଟିଲା ନାକ। ରକ୍ତଛିଟା ପଡ଼ିବାରୁ ଠାକୁରଙ୍କ ବଡ଼ ମହାସ୍ନାନ। ମଧ୍ୟାହ୍ନ ଧୂପ ନୀତି ଶେଷ ପରେ…

ପୁରୀରୁ ନିର୍ବାଚନ ଲଢିବେ କି ନବୀନ ? ଉତ୍ତର ରଖିଲେ ବିଜେଡି ବିଧାୟକ ଶଶୀଭୂଷଣ ବେହେରା

ଭୁବନେଶ୍ୱର:ପୁରୀରୁ ନିର୍ବାଚନ ଲଢିବେ କି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ? ଚିରାଚରିତ ହିଞ୍ଜିଳି ଆସିନ ଛାଡି ଏଥର ପୁରୀରୁ ଛିଡା ହେବ କି ? ଏମିତି ପ୍ରଶ୍ନ ଜନତାଙ୍କ ଭିତରେ ଥିବାବେଳେ ଉତ୍ତର ରଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶଶୀ ଭୂଷଣ ବେହାରା । ଶୁକ୍ରବାର ମିଡିଆକୁ ବକ୍ତବ୍ୟ ଦେଇ…