Latest Odisha News

BREAKING NEWS

Browsing Category

ଫିଚର

ନେପାଳ ପରେ ଜଳୁଛି ଫ୍ରାନ୍ସ; ୨୦୦ ବିକ୍ଷୋଭକାରୀ ଗିରଫ

ନୂଆଦିଲ୍ଲୀ: ନେପାଳ ପରେ ଫ୍ରାନ୍ସରେ ମଧ୍ୟ ସରକାରଙ୍କୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି। ସେଠାକାର ନାଗରିକ ମାକ୍ରୋନ୍ ସରକାରଙ୍କ ବିରୋଧରେ ପ୍ରତିବାଦ କରି ରାସ୍ତାକୁ ଓହ୍ଲାଇ ବିରୋଧ କରିବା ସହ ପୋଡ଼ାଜଳା ମଧ୍ୟ କରିଛନ୍ତି। ଏଥିସହିତ ପ୍ୟାରିସରେ ଫ୍ରାନ୍ସ ଗୃହମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ଏଫଏମ କଲେଜ ଛାତ୍ରୀ ଆତ୍ମଦାହ ଘଟଣା; କ୍ରାଇମବ୍ରାଞ୍ଚର ଚାର୍ଜସିଟ୍ ଦାଖଲ…

ଭୁବନେଶ୍ୱର: ଫକୀର ମୋହନ ସ୍ୱୟଂଶାସିତ କଲେଜରେ ଜୁଲାଇ ମାସରେ ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ବର୍ତ୍ତମାନ ଏହି ଘଟଣାରେ ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ ବାଲେଶ୍ୱର ଏସଡିଜେଏମ କୋର୍ଟରେ ୩୪୯ ପୃଷ୍ଠା ବିଶିଷ୍ଟ ଏକ ଚାର୍ଜସିଟ୍ ଦାଖଲ କରିଛି। ଯେଉଁଥିରେ ୧୨୦ ଜଣ…

ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ବଦଳି କରି ନୂତନ ନିଯୁକ୍ତି ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଚାରି ଜଣ ଓଏଏସ ଅଧିକାରୀଙ୍କୁ ବଦଳି ଏବଂ ନୂତନ ପଦବୀ ଦିଆଯାଇଛି।…

ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଭୁବନେଶ୍ୱର ଏବଂ କଟକ ପାଇଁ ଏକ ସତର୍କତା ଜାରି କରିଛି। ପାଣିପାଗ ସଂସ୍ଥା ଅନୁଯାୟୀ, ୩ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା (ଭୁବନେଶ୍ୱର ସମେତ) ଏବଂ କଟକ ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ବର୍ଷା…

ପୂଜା ପୂର୍ବରୁ ସରିବ କଟକ ଓ ଭୁବନେଶ୍ୱରର ରାସ୍ତା ମରାମତି କାମ

ଭୁବନେଶ୍ୱର: ଆଗକୁ ଦୁର୍ଗାପୂଜା ଆସୁଥିବାରୁ ଜନସାଧାରଣଙ୍କ ଯାତାୟାତକୁ ନଜରରେ ରଖି ଓଡ଼ିଶା ସରକାର ସହରର ପ୍ରମୁଖ ରାସ୍ତାଗୁଡ଼ିକର ମରାମତି କାର୍ଯ୍ୟ ସେପ୍ଟେମ୍ବର ୨୦ ସୁଦ୍ଧା ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ନେଇ ସେପ୍ଟେମ୍ବର ୬ ତାରିଖରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ…

ଫୁଲବାଣୀ ଓ ତାଳଚେର ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ…

ରାଜ୍ୟରେ ସାର ଅଭାବ; କେନ୍ଦ୍ରକୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁନଥିବାରୁ ଚାଷୀ କୂଳ ଏକପ୍ରକାର ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଆଜି ରାସ୍ତାରେ ଚାଷୀ…

ସେପ୍ଟେମ୍ବର ୩ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପରିଚାଳନା କମିଟିର ପ୍ରଥମ ବୈଠକ ସେପ୍ଟେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୁକ୍ରବାର ସୂଚନା ଦେଇଛନ୍ତି। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ନବ ମନୋନୀତ…

ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ; ୧୦ ଟଙ୍କାରେ..

ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ 'ଉଡାନ ଯାତ୍ରୀ' କାଫେର ଉଦଘାଟନ କରିଛନ୍ତି। ଏହି ପଦକ୍ଷେପ ସମସ୍ତ…

ବରିଷ୍ଠ OAS ଲଲାଟେନ୍ଦୁ ସାହୁ ଓଡ଼ିଶା ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ଭୁବନେଶ୍ବର: ବରିଷ୍ଠ OAS ଲଲାଟେନ୍ଦୁ ସାହୁ ଓଡ଼ିଶା ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଗୁରୁବାର ଏକ ସରକାରୀ ବିଜ୍ଞପ୍ତି ଜାରି କରାଯାଇ ଏହି ସୂଚନା ଦିଆଯାଇଛି। ବରିଷ୍ଠ OAS ଅଧିକାରୀ ଲଲାଟେନ୍ଦୁ…