Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭାରେ କହିଲେ ମନ୍ତ୍ରୀ; ଚଳିତ ବର୍ଷ ବନ୍ୟାରେ ୭ ମୃତ, ୩୭ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରଭାବିତ

ଭୁବନେଶ୍ୱର: ଚଳିତ ବର୍ଷ ଓଡ଼ିଶାର ୨୬ଟି ଜିଲ୍ଲାରେ ବନ୍ୟା ଓ ପ୍ରବଳ ବର୍ଷା ଯୋଗୁଁ ମୋଟ ୩୭,୪୩,୯୪୩ ଜଣ ଲୋକ ପ୍ରଭାବିତ ହୋଇଛନ୍ତି ବୋଲି ଗୁରୁବାର ଦିନ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ଟଙ୍କାଧର ତ୍ରିପାଠୀଙ୍କ ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ ସମ୍ପର୍କିତ ଏକ ପ୍ରଶ୍ନର…

ପ୍ରବଳ ବର୍ଷା ପାଇଁ ଆହୁରି ବଢ଼ିପାରେ ସ୍କୁଲ ଛୁଟି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଗଭୀର ଅବପାତ ଯୋଗୁଁ ଲାଗିରହିଛି ବର୍ଷା। ରାଜ୍ୟରେ ଯଦି ବର୍ଷା ଜାରି ରହେ ତେବେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଓଡ଼ିଶା ସରକାର ସ୍କୁଲ ବନ୍ଦ ଅବଧି ବୃଦ୍ଧି କରିପାରନ୍ତି। ଗୁରୁବାର ଦିନ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ…

ମନ୍ଥର ହେଉଛି ଗଭୀର ଅବପାତର ବେଗ…

ଭୁବନେଶ୍ୱର: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ ଓଡ଼ିଶା ଉପରେ ସୃଷ୍ଟ 'ଗଭୀର ଅବପାତ' (Deep Depression) ଗୁରୁବାର ଦିନ ଶେଷ ଛଅ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ପ୍ରାୟତଃ ସ୍ଥିର ଅବସ୍ଥାରେ ରହିଥିଲା।…

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ; ୪ଟା ଯାଏଁ ଗୃହକୁ ମୁଲତବୀ କଲେ ଉପବାଚସ୍ପତି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଚାଲିଥିବା ମୌସୁମୀ ଅଧିବେଶନର ତୃତୀୟ ଦିନରେ MMDR ଆଇନ୍ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସଦସ୍ୟଙ୍କ ତୀବ୍ର ବିରୋଧ ଯୋଗୁଁ ଗୃହର କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ସକାଳ ଅଧିବେଶନ ପାଇଁ ଗୃହ ଆରମ୍ଭ ହେବା ମାତ୍ରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି…

ଏମ୍ସରେ ବାଚସ୍ପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ…

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଚିକିତ୍ସାଧୀନ ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 'ଏକ୍ସ'ରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି: "ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା…

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା; ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟ 'ଗଭୀର ଅବପାତ' ଗତକାଲି ରାତିରେ ଗୋପାଳପୁର ଓ କଳିଙ୍ଗପାଟନମ୍ ମଧ୍ୟରେ ଉପକୂଳ ଅତିକ୍ରମ କରିଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ ଜୋରଦାର ପବନ ବହିଛି। ଗଭୀର ଅବପାତ…

ରାଜଧାନୀରେ ଚାଞ୍ଚଲ୍ୟ; ପତ୍ନୀଙ୍କୁ ତାୱାରେ ପିଟିପିଟି ମାରିଦେଲା ସ୍ୱାମୀ

ଭୁବନେଶ୍ୱର: ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅନ୍ତର୍ଗତ ବ୍ରିଟ୍ କଲୋନୀ ସ୍ଥିତ ଏକ ଘରେ ବୁଧବାର ସନ୍ଧ୍ୟାରେ ଘରୋଇ କଳହରୁ ହତ୍ୟାକାଣ୍ଡ ଘଟିଛି। ଜଣେ ୩୨ ବର୍ଷୀୟ ବ୍ୟକ୍ତି ନିଜର ୨୬ ବର୍ଷୀୟା ପତ୍ନୀଙ୍କୁ ଏକ 'ତାୱା'ରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ପରିଚୟ…

କଳିଙ୍ଗପଟ୍ଟନମ୍‌ ନିକଟରେ ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ

ଭୁବନେଶ୍ୱର: ବୁଧବାର ରାତିରେ ଏହି ଗଭୀର ଅବପାତ ଶ୍ରୀକାକୁଲମ୍ ଓ ବିଜୟନଗରମ୍ ମଧ୍ୟରେ ଥିବା କଳିଙ୍ଗପଟ୍ଟନମ୍ ନିକଟ ଦେଇ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ଏହା ଫଳରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୫-୬୫ କିଲୋମିଟର ବେଗରେ ପବନ…

ଅଶାନ୍ତ ସମୁଦ୍ର; ପାରାଦୀପ ବନ୍ଦରରେ ଆଶ୍ରୟ ନେଲା ଆନ୍ଧ୍ରର ୨୮ ମାଛଧରା ଟ୍ରଲର

ପାରାଦୀପ: ଗଭୀର ଅବପାତ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି। ଯାହା ଫଳରେ ଆନ୍ଧ୍ରପ୍ରଦେଶର ୨୪୮ ଜଣ ମତ୍ସ୍ୟଜୀବୀଙ୍କୁ ନେଇ ଆସିଥିବା ୨୮ଟି ଟ୍ରଲର୍ ଜଗତସିଂହପୁର ଜିଲ୍ଲାର ପାରାଦୀପ ବନ୍ଦରରେ ଆଶ୍ରୟ ନେଇଛନ୍ତି। ସୂଚନା ଅନୁଯାୟୀ, ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମତ୍ସ୍ୟଜୀବୀ ଏବଂ ସେମାନଙ୍କ…

ଆସିଲା ନୂଆ ନିୟମ; ଏଣିକି ଜାଣିପାରିବେ ଆପଣଙ୍କ ଟୁଥପେଷ୍ଟ, ସାବୁନ ଓ ସାମ୍ପୁ ନିରାମିଷ କି ଆମିଷ…

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଟୁଥପେଷ୍ଟ, ସାବୁନ, ସାମ୍ପୁ, ପ୍ରସାଧନ ସାମଗ୍ରୀ ଏବଂ ଅନ୍ୟାନ୍ୟ ପ୍ରସାଧନ ସାମଗ୍ରୀର ପ୍ୟାକେଟରେ ସବୁଜ କିମ୍ବା ଲାଲ/ମାଟିଆ ବିନ୍ଦୁ ଲଗାଇବା ବାଧ୍ୟତାମୂଳକ କରିଛନ୍ତି। ନିରାମିଷ ଉପାଦାନ ଥିବା ଉତ୍ପାଦଗୁଡ଼ିକୁ ସବୁଜ ବିନ୍ଦୁ ସହିତ ଲେବଲ୍ କରାଯିବ। ଯେତେବେଳେ…