Latest Odisha News

BREAKING NEWS

Browsing Category

ଫିଚର

ସରିଲା ଚର୍ଚ୍ଚିତ କପଲଙ୍କ ବିବାହ : ସାମ୍ନାକୁ ଆସିଲା ପରିଣୀତି –ରାଘବଙ୍କ ବାହାଘର ଫଟୋ

ମୁମ୍ବାଇ: ସରିଲା ଚର୍ଚ୍ଚିତ କପଲଙ୍କ ବିବାହ  । ବଲିଉଡ୍ ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢାଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି । ପଂଜାବୀ ରିତିନୀତିରେ ଉଦ୍ର ପୁରରେ ଦୁହିଁଙ୍କ ବିବାହ ସମ୍ପନ୍ନ ହୋଇଛି । ବଲିଉଡର ବହୁ ବଡ ବଡ କଳାକାର ଏବଂ କିଛି ରାଜନେତା ଏହି ବିବାହ ଉତ୍ସବରେ ସାମିଲ…

ବିବାଦ ଭିତରେ କାନାଡା ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ-କହିଲେ, ଭାରତ ସହ ସମ୍ପର୍କ ଆମ ପାଇଁ ଖୁବ ମହତ୍ୱ ରଖେ

ନୂଆଦିଲ୍ଲୀ: ଭାରତ-କାନାଡା ରିସ୍ତାରେ ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଥିବାବେଳେ କାନାଡା ରକ୍ଷା ମନ୍ତ୍ରୀ ବିଲ ବ୍ଲେୟର ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି । ବ୍ଲେୟର ଭାରତ ସହ କାନାଡାର ସମ୍ପର୍କକୁ ମହତ୍ୱପୂର୍ଣ୍ଣ ବୋଲି କହିଛନ୍ତି । ସେ କହିଛନ୍ତି, ଆମେ ଜାଣୁ ଭାରତ ସହ ଆମର ସମ୍ପର୍କ…

ଏସିଆନ ଗେମରେ ଭାରତର ସ୍ୱର୍ଣ୍ଣିମ ଯାତ୍ରା: ଏୟାର ରାଇଫଲ ଟିମ୍ ଦେଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ହାଙ୍ଗଝୋଡ:ଏସିଆନ ଗେମରେ ଦମଦାର ଯାତ୍ରା ଆରମ୍ଭ କରିଥିଲା ଭାରତ । ସେହି ଯାତ୍ରାର ଏବେ ସ୍ୱର୍ଣ୍ଣିମ ଅଧ୍ୟାୟ । ଅର୍ଥାତ ପଦକ ପରେ ପଦକ ହାତେଇ ଚାଲିଥିବା ଭାରତ ଏବେ ସ୍ୱର୍ଣ୍ଣିମ ଯାତ୍ରା ଆରମ୍ଭ କରିଛି । ଆଜି ଏୟାର ରାଇଫଲ ଟିମ ଭାରତ ପାଇଁ ଛଡାଇ ଆଣିଛନ୍ତି ସ୍ୱର୍ଣ୍ଣ ପଦକ । ଆଜି ରୁଦ୍ରାଂଶ…

ଭୋପାଳ ଗସ୍ତରେ ପ୍ରଧାନମନ୍ତ୍ରୀ: ରୋଡ୍ ସୋ ସହ ଜାମ୍ବୋରୀ ଗ୍ରାଉଣ୍ଡରେ ୧୦ ଲକ୍ଷ କର୍ମୀଙ୍କୁ ଦେବେ ବିଜୟର…

ଭୋପାଳ : ଆଜି ଭୋପାଳ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ଏଥିଲାଗି କଡା ସୁରକ୍ଷା ବଳୟ ମଧ୍ୟରେ ରହିଛି ପୁରା ସହର । ସକାଳ ୧୦ଟା ୫୫ ରେ ଭୋପାଳ ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ପରେ ସେ ବିମାନ ବନ୍ଦରରୁ ସିଧାସଳଖ ହେଲିକପ୍ଟର ଯୋଗେ ଜାମ୍ବୋରୀ…

ମହାରାଷ୍ଟ୍ର ନାସିକରେ ମର୍ମନ୍ତୁଦ ଦୁର୍ଘଟଣା: ରାସ୍ତାରେ ଚାଲିକି ଯାଉଥିବାବେଳେ ଧକ୍କା ଦେଲା କାର୍, ୩ ମୃତ, ୨ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ର ନାସିକ ଜିଲ୍ଲାର କଲ୍ୟାଣ ନାସିକ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଆଜି ସକାଳୁ ୫ ଜଣ ବ୍ୟକ୍ତି ରାସ୍ତାରେ ଚାଲିକି ଯାଉଥିବାବେଳେ ଦ୍ରୁତ ଗତିରେ ଯାଉଥିବା ଏକ କାର୍ ସେମାନଙ୍କୁ ଧକ୍କା ଦେଇଛି  । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ…

ଜମ୍ମୁ କଶ୍ମୀରରେ ୫ ଜଣ ‘ହାଇବ୍ରିଡ୍’ ଆତଙ୍କବାଦୀ ଗିରଫ

ଶ୍ରୀନଗର: ଭାରତୀୟ ସୁରକ୍ଷା ବାହିନୀ ରବିବାର ଜମ୍ମୁ-କଶ୍ମୀରରେ ୫ ଜଣ 'ହାଇବ୍ରିଡ୍' ଆତଙ୍କବାଦୀଙ୍କୁ ଗିରଫ କରିବା ସହ ୨ଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିବା ସହ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରିଛି। ଆଦିଲ ହୁସେନ ବନି, ସୁହେଲ ଅହମ୍ମଦ ଡାର, ଐତମାଦ ଅହମ୍ମଦ ଲାବେ, ମେହରାଜ…

ଇନ୍ଦୋରରେ ଭ୍ରମଣକାରୀ ଦଳକୁ ୯୯ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ: ରବିବାର ଇନ୍ଦୋରର ହୋଲକର କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଭାରତ ୯୯ ରନ୍ (ଡିଏଲଏସ ମେଥଡ)ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଗୋଟିଏ ମ୍ୟାଚ୍ ବାକି ଥାଇ ୨-୦ରେ ଶୃଙ୍ଖଳା ହାତେଇ ନେଇଛି। ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇ ୫ ଓ୍ୱିକେଟ୍ ହରାଇ…

ରାଜଧାନୀରେ ଅଘଟଣ, ପୋଖରୀରେ ବୁଡି ୨ ଛାତ୍ର ମୃତ

ଭୁବନେଶ୍ୱର: ପୋଖରୀପୁଟରେ ଅଘଟଣ। ପୋଖରୀରେ ବୁଡ଼ିଗଲେ ଦଶମ ଶ୍ରେଣୀର ଦୁଇ ଜଣ ଛାତ୍ର। ପୋଖରୀରେ ଗାଧୋଉଥିବା ବେଳେ ସେଥିରୁ ଦୁଇ ଜଣ ବୁଡିଯାଇଥିବା ସୂଚନା ମିଳିଛି। ସେମାନଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ…

ଏସିଆନ ଗେମ୍ସ: ୧୩ ବର୍ଷ ପରେ ଫୁଟବଲ ପ୍ରି କ୍ୱାର୍ଟରରେ ପ୍ରବେଶ କଲା ଭାରତ

ହାଙ୍ଗଝୋଉ: ଭାରତୀୟ ଫୁଟବଲ ଟିମ ୧୩ ବର୍ଷ ପରେ ଏସିଆନ ଗେମ୍ସର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି । ରବିବାର ଭାରତ ଚମତ୍କାର ପ୍ରଦର୍ଶନ କରି ମ୍ୟାନମାର ସହ ମ୍ୟାଚ ୧-୧ରେ ଡ୍ର ରଖିଥିଲା । ୨୩ତମ ଦଳର ଷ୍ଟାର ଖେଳାଳି ସୁନୀଲ ଛେତ୍ରୀ ଭାରତ ପକ୍ଷରୁ ଏକମାତ୍ର ଗୋଲଟି ସ୍କୋର କରିଥିଲେ ।…

ଇନ୍ଦୋରରେ ଆୟୋଜନ ହେବ ‘ଇଣ୍ଡିଆ ସ୍ମାର୍ଟ ସିଟିଜ୍ କନକ୍ଲେଭ୍ ୨୦୨୩’

ନୂଆଦିଲ୍ଲୀ: ଇଣ୍ଡିଆ ସ୍ମାର୍ଟ ସିଟିଜ୍ ପୁରସ୍କାର ପ୍ରତିଯୋଗିତା (ଆଇଏସଏସି) ୨୦୨୨ ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ରୀୟ ଆବାସ ଓ ସହରୀ ବ୍ୟାପାର ମନ୍ତ୍ରଣାଳୟ, ଭାରତ ସରକାର ୨୬-୨୭ ସେପ୍ଟେମ୍ବର ୨୦୨୩ ରେ ବ୍ରିଲିଆଣ୍ଟ କନଭେନ୍ସନ ସେଣ୍ଟର, ଇନ୍ଦୋର…