Latest Odisha News

BREAKING NEWS

Browsing Category

ଫିଚର

୨ ପେସାଦାର ଲୁଟେରାଙ୍କୁ ଗିରଫ କଲା ଚନ୍ଦକା ଥାନା ପୋଲିସ

ଚନ୍ଦକା: ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଟଙ୍କା ଲୁଟ କରିବା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା ଚନ୍ଦକା ଥାନା ପୋଲିସ। ସୂଚନା ଅନୁସାରେ ଶୁକ୍ରବାର ରାତିରେ ଅଭିଯୋଗକାରୀ ଜଣକ ନିଜ କର୍ମ ସଂସ୍ଥାନରୁ ଚାଲିଚଲି ଘରକୁ ଫେରୁଥିବା ସମୟରେ ଦୁଇଜଣ ବ୍ୟକ୍ତି ଏକ ମୋଟରସାଇକେଲ ଯୋଗେ ଆସି ତାଙ୍କୁ…

ଭାରତ ବିପକ୍ଷ ଦିନିକିଆ କ୍ରିକେଟ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷିତ

ନୂଆଦିଲ୍ଲୀ: ଚଳିତ ମାସ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ । ଏଥିପାଇଁ ରବିବାର ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି । ପ୍ୟାଟ କମିନ୍ସଙ୍କ ନେତୃତ୍ୱରେ ଘୋଷିତ ୧୮ ଜଣିଆ ଦଳରେ ଗ୍ଲେନ ମ୍ୟାକ୍ସୱେଲ, ଷ୍ଟିଭ ସ୍ମିଥ ଓ ମିଚେଲ ଷ୍ଟାର୍କ…

ସେବାୟତ କାଳିଆ ପଢ଼ିଆରୀ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ଜଗନ ଖଟେଇ ଗିରଫ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା। ବହୁ ଚର୍ଚ୍ଚିତ ସେବାୟତ କାଳିଆ ପଢ଼ିଆରୀ ହତ୍ୟା କାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଜଗନ ଖଟେଇ ଗିରଫ। ଜଗନ ପାଖରୁ ଦୁଇଟି ବନ୍ଧୁକ, ଗୋଟେ ଜୀବନ୍ତ ଗୁଳି ସହ ମୋବାଇଲ ଜବତ କରିଛି ପୋଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ପୁରୀ ପୋଲିସ ସୂଚନା ଦେଇଛି।…

ପଳାସପଲ୍ଲୀ ମୁକ, ବଧୀର ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଆୟୋଜନ କରି ଜନ୍ମଦିନ ପାଳିଲେ ଆକାଶ

ଭୁବନେଶ୍ୱର: ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା, ଓଡିଶା ସରକାରଙ୍କ “ମୋ କଲେଜ ଅଧ୍ୟକ୍ଷ”, ‘ଉଡ୍ର ଚାରିଟେବୁଲ ଟ୍ରଷ୍ଟ’ର ଉପଦେଷ୍ଟା ଆକାଶ ଦାସନାୟକଙ୍କର ଆଜି ଜନ୍ମଦିନ। ପ୍ରତିବର୍ଷ (ସେପ୍ଟେମ୍ବର ୧୭) ଏହି ଦିନ ଆକାଶ ଦାସନାୟକ ତାଙ୍କ ଜନ୍ମଦିନ ନିଆରା ଢଙ୍ଗରେ ପାଳନ କରିଆସୁଛନ୍ତି। ସେ…

ନୀତେଶଙ୍କ ରାମାୟଣ ଫିଲ୍ମ ପ୍ରୋଜେକ୍ଟ ଉପରେ ସଙ୍କଟ, ୩ ପ୍ରଡ୍ୟୁସର ଓହରିଲେ

ମୁମ୍ବାଇ: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ରାମାୟଣ ଫିଲ୍ମ ପ୍ରୋଜେକ୍ଟ ଉପରେ ଏବେ ସଙ୍କଟ ଦେଖା ଦେଇଛି । ୨୦୨୩ ଶେଷ ସୁଦ୍ଧା ଫିଲ୍ମର ଶୁଟିଂ ଆରମ୍ଭ ହେବାକୁ ଥିଲା । ମାତ୍ର ୩ଜଣ ପ୍ରଡ୍ୟୁସର ଏବେ ଏହି ପ୍ରୋଜେକ୍ଟରୁ ଓହରି ଯାଇଛନ୍ତି । ମଧୁ ମଂଟେନା, ନମିତ ମାଲହୋତ୍ରା ଓ ଅଲ୍ଲୁ ଅରବିନ୍ଦ ଏକତ୍ର…

ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣା: ଆଉ ୬ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

କଟକ: ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଇ ସୁନା ଲୁଟ କରିବା ଘଟଣାରେ ୬ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଗତ ୬ ତାରିଖ ଦିନ କନ୍ଦରପୁର ମତଗଜପୁର ଅଞ୍ଚଳର ସୁନା ବ୍ୟବସାୟୀ ବିକାଶ ପାତ୍ରଙ୍କ ଉପରକୁ ଗୁଳି ଚଳାଇ ଏକ ଡକାୟତ ଗ୍ୟାଙ୍ଗର ସଦସ୍ୟମାନେ ଲୁଟ କରିଥିଲେ। ଏହି ଘଟଣାରେ ଗ୍ୟାଙ୍ଗର…

ଭାରତ ଏସିଆ କପ ଚାମ୍ପିୟନ:ପ୍ରେମାଦାସ ଷ୍ଟାଡିୟମରେ ସିରାଜ ଝଡ

କଲମ୍ବୋ: ପ୍ରେମାଦାସ ଷ୍ଟାଡିୟମରେ ଖେଳାଯାଇଥିବା ଏସିଆ କପ କ୍ରିକେଟ ଫାଇନାଲରେ ଭାରତ ୧୦ ୱିକେଟରେ ଶ୍ରୀଲଙ୍କାକୁ ପରାସ୍ତ କରି ଚାମ୍ପିୟନ ହୋଇଛି । ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ଭାରତ ସମ୍ମୁଖରେ ୫୧ ରନର ଲକ୍ଷ୍ୟ ରଖିଥିଲା । ଟିମ ଇଣ୍ଡିଆ ମାତ୍ର ୬.୧ ଓଭରରେ ଏହାକୁ ହାସଲ କରି ନେଇଥିଲା ।…

ଆତଙ୍କବାଦୀଙ୍କୁ ଖୋଜି ବାହାର କରିବ ଏହି ନୂତନ ଡ୍ରୋନ, ନିୟୋଜିତ ହେଲା ହେରୋନ୍ ମାର୍କ-୨

ଶ୍ରୀନଗର: ଅନନ୍ତନାଗର କୋକେରନାଗ ଜଙ୍ଗଲରେ ଆଜି ବି ଜାରି ରହିଛି ଏନକାଉଣ୍ଟର। ଆଜି ଷଷ୍ଠ ଦିନ ହେବ ଏହି ଅଞ୍ଚଳରେ ଏନକାଉଣ୍ଟର ଚାଲିଛି। କୁହାଯାଉଛି ଉକ୍ତ ଅଞ୍ଚଳରେ ୨ ଜଣ ଆତଙ୍କବାଦୀ ଲୁଚି ରହିଥିବାର ଅନୁମାନ କରାଯାଉଛି। ଏହି ଆତଙ୍କବାଦୀଙ୍କୁ ଖୋଜିବା ଲାଗି ଲାଟେଷ୍ଟ ହେରୋନ୍ ମାର୍କ ୨ ଡ୍ରୋନ…

ଡାଇମଣ୍ଡ ଲିଗ ଫାଇନାଲ : ନୀରଜଙ୍କୁ ରୌପ୍ୟ

ନୂଆଦିଲ୍ଲୀ:ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଡାଇମଣ୍ଡ ଲିପ ଫାଇନାଲରେ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି । ଗତ ସଂସ୍କରଣରେ ସେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । ଆମେରିକାରର ୟୁଜିନରେ ଖେଳାଯାଇଥିବା ଫାଇନାଲରେ ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ ୮୩.୮୦ ମିଟର ରହିଥିଲା । ଚେକ…

କିନ୍ନରଙ୍କ ପାଇଁ ଖୁସି ଖବର: ସରକାରୀ ଡାକ୍ତରଖାନାରେ ଆରମ୍ଭ ହେଲା ପ୍ରଥମ ଟ୍ରାନ୍ସଜେଣ୍ଡର ଓପିଡି

ନୂଆଦିଲ୍ଲୀ: କିନ୍ନରଙ୍କ ପାଇଁ ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ ପ୍ରଶାସନ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ଓପିଡି। ଦୀର୍ଘ ସମୟ ଧରି ତୃତୀୟଲିଙ୍ଗି ସମ୍ପ୍ରଦାୟର ଲୋକମାନେ ସରକାରୀ…