Latest Odisha News

BREAKING NEWS

Browsing Category

ଫିଚର

ଉଦ୍ଧାର ଶବ ଚନ୍ଦନଙ୍କର ନୁହେଁ, ଖାଲି ହାତରେ ଫେରିଗଲେ ପରିବାର ଲାେକେ

ଯାଜପୁର : ଉଦ୍ଧାର ଶବ ଚନ୍ଦନ ସାହୁଙ୍କର ନା ଆଉ କାହାର ? ଏହାକୁ ନେଇ ଦେଖା ଦେଇଛି ଦ୍ୱନ୍ଦ୍ୱ । ଯାଜପୁୂର ସଦର ଥାନା ଅନ୍ତର୍ଗତ ବଡ ତ୍ରିଲୋଚନ ପୁରସ୍ଥିତ ବୁଢା ନଦୀରୁ ମିଳିଥିବା ମୃତଦେହ ଚନ୍ଦନ ସାହୁଙ୍କର ବୋଲି ସମସ୍ତେ ଅନୁମାନ କରୁଥିଲେ । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ସହ ଚନ୍ଦନ…

କ୍ୟାପିଟାଲ ହସ୍ପିଟାଲ ଶିଶୁ ଅଦଳବଦଳ ଘଟଣା: ଆଜି ହୋଇପାରେ ଡିଏନଏ ଟେଷ୍ଟ

ଭୁବନେଶ୍ୱର : କ୍ୟାପିଟାଲ ହସପିଟାଲରେ ଶିଶୁ ଅଦଳ ବଦଳ ଘଟଣା। ଆଜି ଅଭିଯୋଗକାରୀ ପ୍ରାଣକୃଷ୍ଣ, ତାଙ୍କ ପତ୍ନୀ ଓ ଶିଶୁଙ୍କ ଡିଏନଏ ଟେଷ୍ଟ ହୋଇପାରେ । ଏନେଇ ଭୁବନେଶ୍ୱର ଏସଡିଜେଏମ୍  କୋର୍ଟଙ୍କ ଅନୁମତି ପାଇଁ କ୍ୟାପିଟାଲ ଥାନା ପକ୍ଷରୁ  ଆବେଦନ କରାଯିବ। ଟେଷ୍ଟ କରାଯିବା ପରେ ଏହାକୁ ଆଇଏଲଏସ୍…

ଦବୁଛି ଆମେରିକାର ନ୍ୟୁୟର୍କ ସହର : ସ୍ପଷ୍ଟ କଲା ନାସା

ନ୍ୟୁୟର୍କ: ଦବୁଛି ଆମେରିକାର ନ୍ୟୁୟର୍କ ସହର  । ନିକଟରେ ନାସା ଏ ନେଇ ଏକ ରିପୋର୍ଟ ପ୍ରକାଶ କରିଛି ।  ଯାହା ସମସ୍ତଙ୍କୁ ଅତ୍ୟନ୍ତ ଚକିତ କରିଛି। ରିପୋର୍ଟ ଅନୁଯାୟୀ, ଆମେରିକାର ନ୍ୟୁୟର୍କ ସିଟି ନିଜ ଓଜନ ହେତୁ ଧୀରେ ଧୀରେ ଚାପ ପକାଉଛି। ଏହାଦ୍ବାରା ସର୍ବ  ପ୍ରଥମେ ନ୍ୟୁୟର୍କରେ ଅବସ୍ଥିତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ୩ ତାରିଖ ଯାଏଁ ପ୍ରବଳ ବର୍ଷିବ !

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  । ଉତ୍ତର ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ପଶ୍ଚିମ ଉତ୍ତର ଓଡିଶା…

ଛାତ୍ରଙ୍କୁ ସହପାଠୀକୁ ଚାପୁଡା ମାରିବାକୁ କହି ଶିକ୍ଷୟତ୍ରୀ ଗିରଫ

ବେରେଲି: ଜଣେ ଛାତ୍ରୀ ପ୍ରଶ୍ନର ଉତ୍ତର ନଦେବାରୁ ଅନ୍ୟ ସମ୍ପ୍ରଦାୟର ଜଣେ ସହପାଠୀଙ୍କୁ ଚାପୁଡ଼ା ମାରିବା ପାଇଁ ନିର୍ଦ୍ଦେଶ ଦେବା ପରେ ଗୁରୁବାର ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ସାମ୍ପ୍ରଦାୟିକ ଘୃଣା ସୃଷ୍ଟି କରିବା ଅଭିଯୋଗରେ ଗିରଫ କରାଯାଇଛି। ୟୁପି ସମ୍ଭଲ ଜିଲ୍ଲା ଅସମୋଲି ଥାନା ଅନ୍ତର୍ଗତ…

ନକଲି ସାର୍ଟିଫିକେଟ ତିଆରି ଅଭିଯୋଗରେ ଆରଆଇ ଓ ସରପଞ୍ଚଙ୍କ ସମେତ ପାଞ୍ଚ ଗିରଫ

ବରଗଡ: ନକଲି ଜାତି, ଆବାସିକ ଓ ଚରିତ୍ର ପ୍ରମାଣପତ୍ର ପ୍ରସ୍ତୁତ କରୁଥିବା ଅଭିଯୋଗରେ ବରଗଡ଼ ଜିଲ୍ଲାର ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ) ଓ ଜଣେ ସରପଞ୍ଚଙ୍କ ସମେତ ଅନ୍ୟ ତିନି ଜଣଙ୍କୁ ଗିରଫ କରାଯାଇଛି। ଉଭୟ ଆରଆଇ ଓ ସରପଞ୍ଚ ବରଗଡ଼ର ହୋଇଥିବା ବେଳେ ଅନ୍ୟ ତିନି ଜଣ ଉତ୍ତର ପ୍ରଦେଶ (ୟୁପି)ର ବୋଲି…

ଅର୍କ ବିଜେପିରେ ସାମିଲ, ଜିଲ୍ଲାରେ ହୋଇପାରେ ବଡ଼ ଦଳୀୟ ପରିବର୍ତ୍ତନ

କଳାହାଣ୍ଡି: ଜିଲ୍ଲାର ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ ପତ୍ନୀ ମାଳବିକା ଦେବୀଙ୍କ ସହ ବୁଧବାର ଭାରତୀୟ ଜନତା ପାର୍ଟିରେ ଯୋଗଦେବା ପରେ କଳାହାଣ୍ଡି ଜିଲ୍ଲାରେ ରାଜନୈତିକ ସମୀକରଣ ବଦଳିବାକୁ ଯାଉଛି। ମୁଖ୍ୟତଃ ଉଭୟ ପତି ଓ ପତ୍ନୀ ନିର୍ବାଚନରେ ପ୍ରାର୍ଥୀ ହେବା ନେଇ ଉପର ନେତାଙ୍କଠୁ…

କାନାରା ବ୍ୟାଙ୍କ ମ୍ୟାନେଜର ମାନସିକ ଅବସାଦ ପାଇଁ ନିଜ ଇଚ୍ଛାରେ ଗାଏବ ହୋଇଥିଲେ: ଏସପି

କଟକ: ତିନି ଦିନ ଧରି ନିଖୋଜ ଥିବା କାନାରା ବ୍ୟାଙ୍କ ମ୍ୟାନେଜରଙ୍କୁ ଗୁରୁବାର ଗଞ୍ଜାମ ଜିଲ୍ଲା ଗିରିସୋଲା ଅଞ୍ଚଳରୁ ଉଦ୍ଧାର କରିଛି। ମାନସିକ ଅବସାଦ ଯୋଗୁଁ ମ୍ୟାନେଜର ତପନ ସାହୁ ନିଜେ ନିଖୋଜ ହୋଇଯାଇଥିଲେ ବୋଲି କଟକ ଅତିରିକ୍ତ ଏସପି (ଗ୍ରାମୀଣ) ଦେବବ୍ରତ ବରାଳ ସୂଚନା ଦେଇଛନ୍ତି।…

ଓଡିଶାରେ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଶାରେ ସାମଗ୍ରିକ ଆଇନ ଶୃଙ୍ଖଳା ପରିସ୍ଥିତି ମୁଖ୍ୟତଃ ଶାନ୍ତିପୂର୍ଣ୍ଣ ଓ ନିୟନ୍ତ୍ରଣରେ ରହିଛି। ସାମ୍ପ୍ରଦାୟିକ ସଦଭାବନା ବଜାୟ ରହିଛି। ଛାତ୍ର, ସେବା, ଶିଳ୍ପ, ଶ୍ରମ ଓ କୃଷି କ୍ଷେତ୍ରରେ ବିଶେଷ ଆଇନଶୃଙ୍ଖଳା…

୫ ବର୍ଷରେ ରାଜ୍ୟର ବିଭିନ୍ନ ବିପର୍ଯ୍ୟୟରେ ୧୬,୩୭୨ ଜଣ ପ୍ରାଣ ହରାଇଛନ୍ତି

ଭୁବନେଶ୍ୱର: ଗତ ୫ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ବିପର୍ଯ୍ୟୟରେ ୧୬,୩୭୨ ଜଣ ପ୍ରାଣ ହରାଇଛନ୍ତି ବୋଲି ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୂଚନା ଦେଇଛନ୍ତି। ବିଜେପି ବିଧାୟିକା କୁସୁମ ଟେଟେଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସୁଦାମ ମାର୍ଣ୍ଡି…