Latest Odisha News

BREAKING NEWS

Browsing Category

ଫିଚର

ଶିକ୍ଷକ ସଂଘର ସବୁ ଦାବି ଶୁଣିବୁ, ଆନ୍ଦୋଳନରୁ ଓହରି ଯାଆନ୍ତୁ-ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଶେଷରେ ନରମିଲେ ସରକାର । ଶିକ୍ଷକଙ୍କ ଜିଦ ଆଗରେ ମୁଣ୍ଡ ନୁଆଁଇଲେ । ସବୁ ଦାବି ଶୁଣିବାକୁ ରାଜି ହେଲେ । ଦାବିପୂରଣ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ ସଂଘ ୨୬ ତାରିଖ ବିଧାନସଭା ସମ୍ମୁଖରେ ମହା ସମାବେଶ କରିବାକୁ ଚେତାବନୀ ଦେଇଥିଲେ । ହେଲେ ତା ପୂର୍ବରୁ ଶିକ୍ଷକଙ୍କ ସବୁ ଦାବି…

ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ: ସୁନ୍ଦରଗଡ଼ରେ ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡରେ ଦିନକୁ ଦିନ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଛନ୍ତି ରୋଗୀ । ଆଜି ପୁଣି ୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇଲେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି ।…

ପୋଖରୀରୁ ମିଳିଲା ଆସିଷ୍ଟାଣ୍ଡ କଲେକ୍ଟରଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲାେକ

ରାଉରକେଲା:ଆରଏସପି ପ୍ରଶାସନିକ ଭବନ  ନିକଟ ସେଞ୍ଚୁରି ପାର୍କରୁ ମିଳିଛି ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମଞ୍ଜଙ୍କ ମୃତଦେହ । ତାଙ୍କର ମୃତଦେହ ସେଞ୍ଚୁରି ପାର୍କ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା । ହେଲେ ସେଞ୍ଚୁରି ପାର୍କ ପୋଖରୀକୁ ମୃତ ଦେହ କେମିତି ଆସିଲା ଏବଂ କେଉଁ…

ବିବାହ ବନ୍ଧନରେ ବାନ୍ଧି ହେଲେ କି ସାଉଥ୍ ଅଭିନେତ୍ରୀ ସାଇପଲ୍ଲବୀ ! ଭାଇରାଲ ହେଉଛି ଫଟୋ

ମୁମ୍ବାଇ :  ସାଉଥ୍ ସିନେମା ଜଗତର ଜଣାଶୁଣା  ଅଭିନେତ୍ରୀ ସାଇ ପଲ୍ଲବୀ । ପ୍ରତ୍ୟେକ ଦିନ ତାଙ୍କ ସହିତ ଜଡିତ ଅନେକ ଖବର ସାମ୍ନାକୁ ଆସିଥାଏ  ।  ନିକଟରେ ସେ ନାଗା ଚୈତନ୍ୟଙ୍କ ପରବର୍ତ୍ତୀ ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି ।  କିନ୍ତୁ ଏହି ସମୟରେ ତାଙ୍କର ଏକ ଫଟୋ…

ଆଜି ଲୋକାର୍ପିତ ହେବ ଆଦି ଶଙ୍କରାଚାର୍ଯ୍ୟଙ୍କ ବିଶାଳକାଳ ପ୍ରତିମୂର୍ତ୍ତି : ଉଦଘାଟନ କରିବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ: ଆଜି ମଧ୍ୟପ୍ରଦେଶରେ ଦେଶରେ ସନାତନ ଧର୍ମ ପ୍ରତିଷ୍ଠା କରିଥିବା ଆଦି ଶଙ୍କରାଚାର୍ଯ୍ୟଙ୍କ ସମ୍ମାନାର୍ଥେ ଏକ ବଡ କାର୍ଯ୍ୟକ୍ରମ ଅନୁଷ୍ଠତ ହେବ  । ଆଜି ଖଣ୍ଡଓ୍ବା ଜିଲ୍ଲାରେ ୧୦୮ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମାଚିତ ହେବ  । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ…

୧୦ ଗୁଣ ବଢିଲା ଟ୍ରେନ୍ ଦୁର୍ଘଟଣା କ୍ଷତିପୂରଣ

ନୂଆଦିଲ୍ଲୀ : ଭାରତୀୟ ରେଳ ବିଭାଗ ଏକ ବଡ ଘୋଷଣା କରିଛି  । ରେଳ ଦୁର୍ଘଟଣାରେ  ମୃତ୍ୟୁ କିମ୍ବା ଆହତ ହେଲେ କ୍ଷତିପୂରଣ ରାଶିକୁ  ୧୦ ଗୁଣ ବଢାଇଛନ୍ତି କେନ୍ଦ୍ର ସରକାର । ଟ୍ରେନ୍ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କୁ ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ୨.୫ ଲକ୍ଷ ଟଙ୍କା…

ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଓଡ଼ିଶା ବିଧାନସଭାରେ ଇତିହାସ ସୃଷ୍ଟି ହେବାକୁ ଯାଉଛି  । ପ୍ରଥମଥର ପାଇଁ ଜଣେ ମହିଳା ବାଚସ୍ପତି ହେବାକୁ ଯାଉଛନ୍ତି  । ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି  ।…

ଆମ୍ରି ହସ୍ପିଟାଲର ୮୪ ପ୍ରତିଶତ ଅଂଶଧନ କିିଣିଲା ମଣିପାଲ ହସ୍ପିଟାଲ

ଭୁବନେଶ୍ୱର: ଭାରତୀୟ ହସ୍ପିଟାଲ୍ ଚେନ୍ ଅପରେଟର ମଣିପାଲ ହସ୍ପିଟାଲ୍ ପକ୍ଷରୁ ବୁଧବାର କୁହାଯାଇଛି ଯେ ପୂର୍ବ ଭାରତରେ ନିଜର ଉପସ୍ଥିତି ବୃଦ୍ଧି କରିବା ଲକ୍ଷ୍ୟରେ ଆମ୍ରି ହସ୍ପିଟାଲର ୮୪% ଅଂଶଧନ କିଣିଛି। କୋଲକାତାସ୍ଥିତ ଆମ୍ରି ହସ୍ପିଟାଲ୍ସର ମାଲିକାନା ଏଫଏମସିଜି-ଟୁ-ରିୟଲିଟି କମ୍ପାନି…

ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ସେପ୍ଟେମ୍ବର ୨୭ରେ ଘରୋଇ ବସ୍ ସଂଘ ଦେଲା ବନ୍ଦ ଡାକରା

ଭୁବନେଶ୍ୱର: ଓଡ଼ିଶାର ଘରୋଇ ବସ୍ ମାଲିକମାନେ ସରକାରଙ୍କ ଲକ୍ଷ୍ମୀ ଯୋଜନା ଯୋଗୁଁ ଉପୁଜିବାକୁ ଥିବା ସମସ୍ୟାର ସମାଧାନ ନ ହେଲେ ଚକା ବନ୍ଦ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ)କୁ ଚିଠି ଲେଖି ସୂଚନା ଦେଇଛନ୍ତି, ଘରୋଇ ବସ୍ ମାଲିକ ସଙ୍ଘର ସମ୍ପାଦକ…

ପାକିସ୍ତାନୀ ହ୍ୟାକର୍ସଙ୍କ ଟାର୍ଗେଟରେ ଭାରତୀୟ, ଆଣ୍ଡ୍ରଏଡ୍ ୟୁଜର୍ସ ହୋଇଯାଆନ୍ତୁ ସାବଧାନ !

ନୂଆଦିଲ୍ଲୀ: ଟେକ୍ନୋଲଜି ଜରିଆରେ ଦୃତଗତିରେ ଅଗ୍ରସର ହେଉଛି ବିଶ୍ୱ। ହେଲେ ଏହା ଆମ ପାଇଁ ଯେତିକି ଉପକାର ସେତିକି ଅପକାର ମଧ୍ୟ। ଆଜିକାଲି ଉନ୍ନତ ଧରଣର ଟେକ୍ନୋଲଜି ବ୍ୟବହାର କରି ଆମ ସିଷ୍ଟମ ଏବଂ ମୋବାଇ ହ୍ୟାକ କରୁଛନ୍ତି ହ୍ୟାକର। ଏଥିପ୍ରତି ଜନସାଧାରଣ ସତର୍କ ହେବା ଆବଶ୍ୟକ। ହ୍ୟାକିଂ ଘଟଣା…