Latest Odisha News

BREAKING NEWS

Browsing Category

ଫିଚର

ଦେଶର ସୁରକ୍ଷା ପାଇଁ ଅନ୍ତର୍ଜାତୀୟ ସୀମାରେ ଆଣ୍ଟି ଡ୍ରୋନ୍ ସିଷ୍ଟମ ମୁତୟନ ହେବ: ଶାହ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ସୀମାରେ ଆଣ୍ଟି ଡ୍ରୋନ୍ ସିଷ୍ଟମ ମୁତୟନ ନେଇ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ଘୋଷଣା କରିଛନ୍ତି ଯେ ସରକାର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଅନ୍ତର୍ଜାତୀୟ ସୀମାରେ ଆଣ୍ଟି ଡ୍ରୋନ୍ ସିଷ୍ଟମ…

ଜାତିସଂଘ ମଞ୍ଚରେ କାନାଡା ଉପରେ ପରୋକ୍ଷରେ ବର୍ଷିଲେ ଜୟଶଙ୍କର

ନୂଆଦିଲ୍ଲୀ: ମଙ୍ଗଳବାର ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ) କୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସମ୍ବୋଧନ କରିଛନ୍ତି। ନିକଟରେ ଦିଲ୍ଲୀରେ ଅନୁଷ୍ଠିତ ଜି -20 ଶିଖର ସମ୍ମିଳନୀକୁ ଜୟଶଙ୍କର ଏହି ଅବସରରେ ପ୍ରଶଂସା କରିଥିଲେ। ସେ କହିଛନ୍ତି ଯେ ଦିଲ୍ଲୀ ଶିଖର ସମ୍ମିଳନୀ ବିଶ୍ୱକୁ…

ରାଜ୍ୟ ସରକାର ବିଜ୍ଞାପନ ପାଇଁ ୧୦ ବର୍ଷରେ ୨୪୨ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ ମଙ୍ଗଳବାର କହିଛନ୍ତି ଯେ, ଓଡ଼ିଶା ସରକାର ଗତ ୧୦ ବର୍ଷ ମଧ୍ୟରେ ନିଜର କଲ୍ୟାଣକାରୀ ଯୋଜନାର ବିଜ୍ଞାପନ ବାବଦରେ ୨୪୨ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ବିଧାନସଭାରେ ବିଧାୟକ ଶଙ୍କର ଓରାମ ଓ ନବଚରଣ ମାଝୀଙ୍କ ପ୍ରଶ୍ନର ଉତ୍ତରରେ…

ଚୋରି ମୋବାଇଲ୍ ଭାଗବଣ୍ଟା ବେଳେ ପାଟିତୁଣ୍ଡ, ଜଣେ ନାବାଳକର ମୃତ୍ୟୁ

ସମ୍ବଲପୁର: ଚୋରି ମୋବାଇଲ ଭାଗବଣ୍ଟାକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷରୁ ଜଣେ ନାବାଳକର ମୃତ୍ୟୁ ହୋଇଛି। ମଙ୍ଗଳବାର ସମ୍ବଲପୁର ସହରରେ ଚୋରି ମୋବାଇଲ ବାଣ୍ଟିବାକୁ ନେଇ ବିବାଦ ଦେଖାଦେବା ପରେ ଏକ ମୋବାଇଲ୍ ଚୋର ଗ୍ୟାଙ୍ଗ୍ ଜଣେ ସଦସ୍ୟଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ରାଜ୍ୟର ୨୮ ହଜାର ଗାଁକୁ ଏବେ ବି ପାଇପ୍ ଯୋଗେ ପାଣି ସଂଯୋଗ ହୋଇପାରିନି

ଭୁବନେଶ୍ୱର: ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମଙ୍ଗଳବାର ବିଧାନସଭାରେ କହିଛନ୍ତି ଯେ, ଓଡ଼ିଶାର ୨୮ ହଜାର ଗାଁକୁ ଏଯାବତ ପାଇପ୍ ଯୋଗେ ଜଳ ଯୋଗାଣ ହୋଇପାରିନାହିଁ। କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା…

ଆଇଏନଏସ ଚିଲିକାରୁ ପାସ୍ ହେଲେ ୨,୮୯୫ ଜଣ ଅଗ୍ନିବୀର

ଭୁବନେଶ୍ୱର: ଆଇଏନ୍ଏସ୍ ଚିଲିକାରୁ ମଙ୍ଗଳବାର ୪୪୮ ଜଣ ମହିଳାଙ୍କ ସମେତ ୨,୮୯୫ ଜଣ ଅଗ୍ନିବୀର ଉତ୍ତୀର୍ଣ୍ଣ ହୋଇଛନ୍ତି। ଦକ୍ଷିଣ ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ୍-ଚିଫ ଭାଇସ ଆଡମିରାଲ ଏମ. ଏ. ହାମ୍ପିହୋଲି ପାସିଂ ଆଉଟ୍ ପରେଡର ସମୀକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ ସଫଳ…

ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆର ବ୍ୟାକଅପ୍ ଆର ଅଶ୍ବିନ୍?

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ କ୍ରିକେଟର ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ମ୍ୟାଚ ପୂର୍ବରୁ ଆହତ ଅକ୍ଷର ପଟେଲଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ଦେବାକୁ ମନା କରିଦେଇଛନ୍ତି। ତେବେ ପ୍ରଥମ ଦୁଇଟି ଦିନିକିଆରେ ୪ଟି ଓ୍ୱିକେଟ ନେଇଥିବା ରବିଚନ୍ଦ୍ରନ…

ଅଷ୍ଟ୍ରେଲିଆ ବିପକ୍ଷରେ ଅନ୍ତିମ ଦିନିକିଆ ଖେଳିବେନି ଟିମ୍ ଇଣ୍ଡିଆର ପାଞ୍ଚ ଖେଳାଳି

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷରେ ଅନ୍ତିମ ଦିନିକିଆ ଖେଳିବେ ନାହିଁ ଟିମ୍ ଇଣ୍ଡିଆର ପାଞ୍ଚ ଖେଳାଳି। ଭାଇରାଲ ଜ୍ବର ଓ ଆଘାତର ଶିକାର ହୋଇଥିବାରୁ ବୁଧବାର ରାଜକୋଟରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଶେଷ ମ୍ୟାଚ୍ ପାଇଁ ପାଞ୍ଚ ଜଣ ଖେଳାଳି ଖେଳିବେ ନାହିଁ ବୋଲି ଅଧିନାୟର ରୋହିତ ଶର୍ମା…

୧୯୭୫ ଦିନିକିଆ ବିଶ୍ୱକପ କ୍ରିକେଟ: ୱେଷ୍ଟଇଣ୍ଡିଜ ଚାମ୍ପିୟନ, ଚର୍ଚ୍ଚାରେ ଗାଭାସ୍କରଙ୍କ ୩୬ ରନ

ଏଥର ଭାରତରେ ଦିନିକିଆ ବିଶ୍ୱକପ କ୍ରିକେଟ ଆୟୋଜନ କରାଯିବ । ଅକ୍ଟୋବର ୫ରୁ ଏହି ମହାକୁମ୍ଭ ଆରମ୍ଭ ହୋଇଯିବ । ୧୯୮୩, ୨୦୧୧ ପରେ ଟିମ ଇଣ୍ଡିଆ ଘରୋଇ ପରିବେଶରେ ପୁନର୍ବାର ଚାମ୍ପିୟନ ହେବ ବୋଲି ପ୍ରଶଂସକମାନେ ଆଶା ବାନ୍ଧି ବସିଛନ୍ତି । ଆସନ୍ତୁ ନଜର ପକାଇବା ୧୯୭୫ ପ୍ରାରମ୍ଭିକ ସଂସ୍କରଣ ଉପରେ ।…

ବଜ୍ରପାତରେ ଜଣେ ସ୍କୁଲ ଛାତ୍ରୀ ସମେତ ପରିବାରର ତିନି ମୃତ

ଧର୍ମଗଡ଼: ମଙ୍ଗଳବାର ଅପରାହ୍ନ ପାଞ୍ଚଟା ବେଳେ ହୋଇଥିବା ବଜ୍ରପାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ସମସ୍ତେ ପର୍ଲା ପଞ୍ଚାୟତ ଚିତାମୁଣ୍ଡା ଗ୍ରାମର ଲିମଗୋଛିଆ ପରିବାର ବୋଲି ଜଣାପଡିଛି। ମୃତକଙ୍କ ମଧ୍ୟରେ ଜଣେ ନବମ ଶ୍ରେଣୀ ଝିଅ ଥିବା ସୂଚନା ମିଳିଛି। ସୁଚନା ଅନୁଯାୟୀ…