Latest Odisha News

BREAKING NEWS

Browsing Category

ଫିଚର

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ କ୍ଷେତ୍ର: ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି  । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା…

ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା, ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ

ବାଲେଶ୍ଵର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହୋଇଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ କିଛି…

ଅକ୍ଚୋବର ସୁଦ୍ଧା ଶେଷ ହେବ ଇଣ୍ଡିଆ ମେଣ୍ଟର ଆସନ ବୁଝାମଣା, ବୟକଟ କରିବେ ନିର୍ଦ୍ଦିଷ୍ଟ ନ୍ୟୁଜ ଆଙ୍କରଙ୍କ କାର୍ଯ୍ଯକ୍ରମ

ନୂଆଦିଲ୍ଲୀ: ଆସନ୍ତା ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଉପରେ କୈଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇନି। ବୁଧବାର ବିରୋଧୀ ଇଣ୍ଡିଆ ମେଣ୍ଟର ବୈଠକ ଏନସିପି ପ୍ରତିଷ୍ଠାତା ଶରଦ ପାଓ୍ବାରଙ୍କ ଦିଲ୍ଲୀ ବାସଭବନରେ ବସିଥିଲା। ହେଲେ ବୈଠକରେ ଆସନ ବୁଝାମଣା…

ସ୍ବତନ୍ତ୍ର ଅଧିବେଶନରେ ଆସିବ ୪ଟି ସରକାରୀ ବିଲ୍, ସରକାର ଘୋଷଣା କଲେ ଏଜେଣ୍ଡା

ଭୁବନେଶ୍ୱର: ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତୀକ୍ଷିତ ସ୍ୱତନ୍ତ୍ର ସଂସଦ ଅଧିବେଶନର ଏଜେଣ୍ଡାରେ ୪ ଟି ବିଲ୍ ଆସିବ।ମୁଖ୍ୟ ନିର୍ବାଚନ କମିସନର ଓ ଅନ୍ୟ ନିର୍ବାଚନ କମିସନରଙ୍କ ନିଯୁକ୍ତି, ଚାକିରି ସର୍ତ୍ତାବଳୀ ଓ କାର୍ଯ୍ୟକାଳକୁ ନିୟନ୍ତ୍ରଣ କରିବା ଲାଗି ଗୁରୁତ୍ୱପୂର୍ଣ୍ଣ ଆଇନ…

ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସାର୍ଟରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି, ଏନଏଚଆରସିରେ ପହଂଚିଲା ମାମଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋଗୋ ଥିବା ଟି-ସାର୍ଟ ପିନ୍ଧି ମୟୂରଭଞ୍ଜର ଏସପି ଓ ଜିଲ୍ଲାପାଳଙ୍କୁ ନେଇ ଯେଉଁ ବିବାଦ ଦେଖାଦେଇଛି, ତାହା ଏବେ ଆଉ ପାଦେ ଆଗକୁ ଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଏସପି ବି. ଗଙ୍ଗାଧର ବାରିପଦାରେ ଏକ କାର୍ଯ୍ୟକ୍ରମରେ…

ପାହାଡରୁ ପଥର ଖସି ୨ ଶ୍ରମିକଙ୍କ ମୃତ୍ୟୁ, ଅନ୍ୟ ଦୁଇ ଜଣ ଚିକିତ୍ସାଧୀନ

ବ୍ରହ୍ମପୁର: ବର୍ଷା ଜାରି ରହିଥିବା ବେଳେ ପାହାଡ଼ରୁ ପଥର ଧସି ଆସିବା ପରେ ପଥର ତଳେ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି।ଉଭୟ ସମ୍ପର୍କୀୟ ଦୁଇ ଭାଇ ବୋଲି ସୂଚନା ରହିଛି। ସଦର ଥାନା ଅନ୍ତର୍ଗତ କାଳୁଆ ଛକ ଏକ ପଥର କ୍ଵରିରେ ଏହି ଅଘଟଣ ଘଟିଛି। ମୃତକ ହେଲେ ଦିଗପହଣ୍ଡି ଥାନା ବି…

ଛାତ୍ର ସଂସଦ ନିର୍ବାଚନ ଦାବି, ଆଜି ରାଜରାସ୍ତାକୁ ଓହ୍ଲାଇବ ଏବିଭିପି

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟଗୁଡ଼ିକରେ ବାର୍ଷିକ ସାଧାରଣ ନିର୍ବାଚନ ଆଯୋଜନ ହେବନି। ଏହାକୁ ବିରୋଧ କରି ବିରୋଧୀ ରାଜନୈତିକ ଦଳର ଛାତ୍ର ସଂଗଠନଗୁଡ଼ିକ ବୁଧବାର ଓଡ଼ିଶା ସରକାରଙ୍କ ପଦକ୍ଷେପକୁ ତୀବ୍ର ବିରୋଧ କରିଛନ୍ତି। ଏହାପରେ ଆଜି…

ବାଚସ୍ପତି ନିର୍ବାଚନରେ ଭାଗ ନେବେ ନାହିଁ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ସେପ୍ଟେମ୍ବର ୨୧ ତାରିଖରେ ହେବାକୁ ଥିବା ରାଜ୍ୟ ବିଧାନସଭା ବାଚସ୍ପତି ପଦ ପାଇଁ ନିର୍ବାଚନରେ ଦଳର ବିଧାୟକ ଭାଗ ନେବେ ନାହିଁ। ପ୍ରଦେଶ କଂଗ୍ରେସ ପକ୍ଷରୁ ବୁଧବାର ଦିନ ଏହା କୁହାଯାଇଛି। ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ଏବଂ ତା ପରଦିନ ଅର୍ଥାତ୍ ସେପ୍ଟେମ୍ବର…

ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ, ଦାବି ନ୍ୟାଯ୍ୟ କହି ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡିଶାର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଥିବା ବେଳେ ବୁଧବାର ବିରୋଧୀ ବିଜେପି ଏବଂ କଂଗ୍ରେସ ଶିକ୍ଷାଦାନରେ ବ୍ୟାଘାତ ପାଇଁ ରାଜ୍ୟ ସରକାରକୁ ଦାୟୀ କରିଛନ୍ତି। ଆନ୍ଦୋଳନକୁ ତ୍ୱରାନ୍ୱିତ କରି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ଭାରତ ବନାମ ଇଣ୍ଡିଆ: ଡାର୍ଟ ପ୍ଲସର ନୂଆ ପରିଚୟ ଭାରତ ଡାର୍ଟ

ନୂଆଦିଲ୍ଲୀ: ଦେଶର ନାମ ପରିବର୍ତ୍ତନ କରି 'ଭାରତ' ରଖିବା ପାଇଁ ସରକାର ଏଯାବତ କୌଣସି ଚୂଡ଼ାନ୍ତ ଘୋଷଣା କରିନାହାନ୍ତି, କିନ୍ତୁ ଲଜିଷ୍ଟିକ୍ସ କୋରିଅର କମ୍ପାନୀ 'ବ୍ଲୁ ଡାର୍ଟ' ନିଜ କମ୍ପାନୀର ପ୍ରିମିୟମ ସେବା ଯୋଗାଉଥିବା ଡାର୍ଟ ପ୍ଲସର ନାମ ପରିବର୍ତ୍ତନ କରିସାରିଛି। 'ଡାର୍ଟ ପ୍ଲସ୍'ରୁ…