Latest Odisha News

BREAKING NEWS

Browsing Category

ଫିଚର

ପୁଣି ସେବାୟତଙ୍କ ମଧ୍ୟରେ ବିବାଦ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଭ୍ରାଟ

ପୁରୀ: ଶ୍ରୀମନ୍ଦିରରେ ସେବାୟତମାନଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ନେଉନାହିଁ । ପ୍ରତ୍ୟକ ଥର ସେବାୟତମାନଙ୍କ ମଧ୍ୟରେ ବିବାଦ କାରଣରୁ ବନ୍ଦ ରହୁଛି ଶ୍ରୀଜିଉଙ୍କ ନୀତିକାନ୍ତି । ଏହାରି ଭିତରେ ଆଜି ପୁଣି ସେବାୟତଙ୍କ ମଧ୍ୟରେ ବିବାଦ କାରଣରୁ ବନ୍ଦ ରହିଛି ମହାପ୍ରଭୁଙ୍କ ନୀତିକାନ୍ତି । ସେବାରୁ…

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ! ବଢିପାରେ ବର୍ଷା

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଏହା ଉତ୍ତର ବଙ୍ଗୋପ ସାଗରର ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିପାରେ ବୋଲି ଆଇଏମଡି ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ,…

କେରଳରେ ନିପା ଆକ୍ରାନ୍ତଙ୍କ ସଂଖ୍ୟା ଛଅକୁ ବୃଦ୍ଧି, ଅନୁଧ୍ୟାନ ପାଇଁ ପହଁଚିଛି କେନ୍ଦ୍ରୀୟ ଟିମ୍

ଥିରୁଅନନ୍ତପୁରମ: କେରଳରେ ନିପା ସଂକ୍ରଣକୁ ନେଇ ଚିନ୍ତା ବଢ଼ି ଚାଲିଥିବା ବେଳେ କେରଳର କୋଝିକୋଡ଼ ଜିଲ୍ଲାରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେରଳର ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି ଯେ ୩୯ ବର୍ଷୀୟ ଜଣେ ବ୍ୟକ୍ତିଙ୍କ ନମୁନା ପଜିଟିଭ୍…

ଅନନ୍ତନାଗ ଏନକାଉଣ୍ଟର : ଆତଙ୍କବାଦୀଙ୍କ ସହ ଗୁଳିମାଡବେଳେ ଆହତ ହୋଇଥିବା ଯବାନ ସହିଦ

ଜମ୍ମୁ: ଜମ୍ମୁ କାଶ୍ମୀର ଅନନ୍ତନାଗ ଏନକାଉଣ୍ଟର ଘଟଣା  । ଆଉ ଜଣେ ଯବାନ ସହିଦ  । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ବଡ଼ ଧରଣର ଏନକାଉଣ୍ଟରରେ ସହିଦଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଏହି ଗୁଳି ବିନିମୟରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର…

ଗାନ୍ଧୀଧାମ-ପୁରୀ ଟ୍ରେନରେ ଚାଞ୍ଚଲ୍ୟ: ଟ୍ରେନରେ ଯାତ୍ରୀଙ୍କ ତଣ୍ଟି କାଟିଲେ ଦମ୍ପତି

ବଲାଙ୍ଗୀର:  ବଲାଙ୍ଗୀର ଜିଲ୍ଲା ଟିଟଲାଗଡ ରେଳଷ୍ଟେସନ ଗାନ୍ଧୀଧାମ-ପୁରୀ ଟ୍ରେନରେ ଚାଞ୍ଚଲ୍ୟ । ଚଳନ୍ତା ଟ୍ରେନରେ ଦୁଇ ଯାତ୍ରୀଙ୍କ ତଣ୍ଟି କାଟିଦେଲେ ଦମ୍ପତ୍ତି  । ଟ୍ରେନରେ କିଛି ଘଟଣାକୁ ନେଇ ଆରମ୍ଭ ହୋଇଥିବା ଗଣ୍ଡଗୋଳ କ୍ରମଶଃ ରକ୍ତପାତର ରୂପ ନେଇଥିଲା  । ଯାହାକୁ ନେଇ ଦମ୍ପତ୍ତି ଏକ…

ଅକ୍ଟୋବରରୁ ରାଜ୍ୟରେ ବାଘ ଗଣନା : ଆଜିଠୁ ଆରମ୍ଭ ହେବ ତାଲିମ ପ୍ରକ୍ରିୟା

ଭୁବନେଶ୍ୱର : ଅକ୍ଟୋବରରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ବାଘ ଗଣନା । ତେଣୁ ଆଜିଠୁ ଏ ନେଇ ରାଜ୍ୟରେ ତାଲିମ ପ୍ରକ୍ରିୟା ଆରମ୍ଭ ହେବ  । ରାଜ୍ୟ ବନ ବିଭାଗ ସ୍ବତନ୍ତ୍ର ଭାବେ ନିଜସ୍ବ ବାଘ ଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଭିନ୍ନ ପର୍ଯ୍ୟାୟରେ ଗଣନାକାରୀଙ୍କୁ ଏହି ତାଲିମ ଦିଆଯିବା…

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ : ୧୫ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଏହି ବୈଠକ ଅନୁଷ୍ଠିତ ହେବ । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ ହେବାର ସମ୍ଭାବନା ରହିଛି  । ରାଜ୍ୟ କ୍ୟାବିନେଟ୍…

ଆଦିତ୍ୟ-ଏଲ୧ ମିଶନ ଚତୁର୍ଥ ଥର କକ୍ଷପଥକୁ ସଫଳତାର ସହ ପାର କଲା, ୧୯ରେ ଅନ୍ତିମ ଲକ୍ଷ୍ୟସ୍ଥଳକୁ ଯିବ

ନୂଆଦିଲ୍ଲୀ: ଭାରତର ଆଦିତ୍ୟ-ଏଲ୧ ମିଶନ ପୃଥିବୀକୁ ପରିକ୍ରମା କରୁଥିବା ସମୟରେ ଏହାର ଚତୁର୍ଥ ଥର କକ୍ଷପଥକୁ ଶୁକ୍ରବାର ରାତି ୨ଟା ୧୫ ମିନିଟରେ ସଫଳତାର ସହ ପାର କରିଛି। ଏହା ପୂର୍ବରୁ ଚଳିତ ମାସ ୩, ୫ ଏବଂ ୧୦ ତାରିଖରେ ସଫଳତାର ସହ କକ୍ଷପଥ ପାର କରିଥିଲା। ସେପ୍ଟେମ୍ବର ୨ ତାରିଖରେ ଏହି…

ମ୍ୟାଲେରିଆ ଚିହ୍ନଟ ପାଇଁ ମାଲକାନଗିରି ହସ୍ପିଟାଲରେ ଲାଗିଲା ଏଆଇ ମାଇକ୍ରୋସ୍କୋପ

ଭୁବନେଶ୍ୱର: ମ୍ଯାଲେରିଆ ଚିହ୍ନଟ ପାଇଁ ବ୍ୟବହାର ହେଲା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଯୁକ୍ତ ମାଇକ୍ରୋସ୍କୋପ୍। ମାଲକାନଗିରି ଜିଲ୍ଲା ଚିକିତ୍ସାଳୟରେ ମ୍ୟାଲେରିଆକୁ କ୍ଲିନିକାଲ ନିର୍ଭୁଲତା ସହ ଚିହ୍ନଟ କରିବା ଲକ୍ଷ୍ୟରେ ଏପରି ଏକ ପଦକ୍ଷେପ ନିଆଯାଇଛି। ମୁଖ୍ୟ ଜିଲ୍ଲା ଚିକିତ୍ସା ଓ…

ଡାକ୍ତରଙ୍କ ଷ୍ଟିକର ବ୍ୟବହାର କରି କାରରେ ଗଞ୍ଜେଇ ଚାଲାଣ, ତିନି ଗିରଫ

ସମ୍ବଲପୁର: କାରରେ ଡାକ୍ତରଙ୍କ ଷ୍ଟିକର ଲଗାଇ ଚୋରା ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଏକ କାରରୁ ପ୍ରାୟ ଏକ କ୍ୱିଣ୍ଟାଲ ଓଜନର ଗଞ୍ଜେଇ ଜବତ କରିବା ପରେ ତିନି ଜଣ ଚୋରା ଗଞ୍ଜେଇ ବେପାରୀଙ୍କୁ ଗିରଫ କରିଛି। ସମ୍ବଲପୁର-ସୋନପୁର ୧୫ ନମ୍ବର ଜାତୀୟ ରାଜପଥର ଗୁଣ୍ଡେରପୁର ଠାରେ…