Latest Odisha News

BREAKING NEWS

Browsing Category

ଫିଚର

‘ଜି ୨୦ ଇଣ୍ଡିଆ’ ଆପ୍ ଡାଉନଲୋଡ କରିବାକୁ ମୋଦୀଙ୍କ ପରାମର୍ଶ

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀ ସହିତ ଜଡିତ ସମସ୍ତ ସୂଚନା ବର୍ତ୍ତମାନ ମୋବାଇଲ୍ ଆପରେ ସହଜରେ ଉପଲବ୍ଧ ହେବ। ଏଥିଲାଗି ଭାରତ ସରକାରଙ୍କ ଏକ ମୋବାଇଲ୍ ଆପ୍ ଲଞ୍ଚ କରାଯାଇଛି। ଏହି ମୋବାଇଲ ଆପ୍ଲିକେସନର ନାମ ‘ଜି ୨୦ ଇଣ୍ଡିଆ’ ରଖାଯାଇଛି। ଜି-୨୦ ଶିଖର ସମ୍ମିଳନୀରେ ପ୍ରାୟ ୧୨୦୦ ଗଣମାଧ୍ୟମ ଏବଂ…

G-20 ସମ୍ମିଳନୀ: ବିଶ୍ୱବାସୀଙ୍କୁ ମିଲେଟ ମିଶନର ସଫଳତା କହିବେ ଦୁଇ ଆଦିବାସୀ ମହିଳା

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀରେ ଓଡ଼ିଶାର ମିଲେଟ ମିଶନର ସଫଳତାର କଥା କହିବେ ଦୁଇ ଆଦିବାସୀ ମହିଳା । କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାର ଦୁଇ ଆଦିବାସୀ ମହିଳା ଦିଲ୍ଲୀ ଶିଖର ସମ୍ମିଳନୀରେ ମାଣ୍ଡିଆ, ବିଭିନ୍ନ କୃଷି ଉତ୍ପାଦ, ସୁସ୍ଥ ଖାଦ୍ୟାଭ୍ୟାସ ଏବଂ ମିଲେଟ ମିଶନର ସଫଳତାର ବିଶ୍ୱବାସୀଙ୍କୁ…

ଭାରତ ବନାମ ଇଣ୍ଡିଆ ବିବାଦର ଘଟିଲା ଅନ୍ତ, ବଦଳିବ ନାହିଁ ଦେଶର ନାମ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏହାର ଏଜେଣ୍ଡାକୁ ନେଇ କଳ୍ପନା ଜଳ୍ପନା ଜାରି ରହିଛି। ଏହି ସମୟରେ ଦେଶର ନାମକୁ ନେଇ ଏକ ରାଜନୈତିକ ବିବାଦ ଉପୁଜିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜି-୨୦ ରାତ୍ରିଭୋଜନରେ ଯୋଗଦେବା ପାଇଁ ଆମନ୍ତ୍ରଣ କରାଯାଇଥିବା କାର୍ଡରୁ…

ଅପରାହ୍ନ ୪ଟା ଭିତରେ ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା: ଘଡଘଡି, ବିଜୁଳି ସହ ହୋଇପାରେ ବର୍ଷା

ଭୁବନେଶ୍ୱର:ଭାରତୀୟ ମେଟେରୋଲଜି ଡିପାର୍ଟମେଣ୍ଟ (ଆଇଏମଡି) କଟକ ଭୁବନେଶ୍ୱର ସମେତ ୧୯ ଜିଲ୍ଲା ପାଇଁ ବୁଧବାର ଅପରାହ୍ନ ୪.୧୫ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ସମୟ ଭିତରେ ସଂପୃକ୍ତ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହିତ ଘଡଘଡି ବିଜୁଳି…

ଏସପିଜି ମୁଖ୍ୟ ଅରୁଣ କୁମାର ସିହ୍ନାଙ୍କ ଦେହାନ୍ତ, ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ୱିଙ୍ଗ ଦାୟିତ୍ୱରେ ଥିଲେ ଅରୁଣ

ନୂଆଦିଲ୍ଲୀ: ସ୍ୱତନ୍ତ୍ର ସୁରକ୍ଷା ଗୋଷ୍ଠୀ (ଏସପିଜି) ମୁଖ୍ୟ ଅରୁଣ କୁମାର ସିହ୍ନାଙ୍କ ଦେହାନ୍ତ ହୋଇଛି। ଅରୁଣ ସିହ୍ନା ପ୍ରାୟ ଏକ ବର୍ଷ ଧରି କର୍କଟ ରୋଗରେ ପୀଡିତ ଥିଲେ। ସେପ୍ଟେମ୍ବର ୪ରେ ହଠାତ୍ ଯକୃତ ଜନିତ ସମସ୍ୟା ନେଇ ତାଙ୍କୁ ଦିଲ୍ଲୀର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ସଂସଦର ବିଶେଷ ଅଧିବେଶନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୋନିଆ; ୯ଟି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ରଖିଲେ…

ନୂଆଦିଲ୍ଲୀ: ସଂସଦର ବିଶେଷ ଅଧିବେଶନକୁ ନେଇ ବିରୋଧୀ ସମାଲୋଚନା କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀ । ଏହି ଚିଠି ଶ୍ରୀମତୀ ଗାନ୍ଧୀ ୯ଟି ପ୍ରସଙ୍ଗ ଉପରେ ସଂସଦର ବିଶେଷ ଅଧିବେଶନରେ ଆଲୋଚନା କରିବା ପାଇଁ ଦାବି…

ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଠକେଇ, ଇଓଡବ୍ଲୁ ହାତରେ ଆଉ ଏକ ଅଭିଯୁକ୍ତ

ଭୁବନେଶ୍ଵର: ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ହାତରେ ସମବାୟ ବ୍ୟାଙ୍କରୁ ଋଣ ଠକେଇ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ । ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଆଣି ଠକେଇ କରିଥିବା ଅଭିଯୋଗରେ ଏମଡି. ସରଫରାଜ ଜେଭେଦକୁ ଗିରଫ କରିଛି ଇଓଡବ୍ଲ୍ୟୁ । ଏହା ପୂର୍ବରୁ ଅନ୍ୟ…

୩୦ ବର୍ଷରେ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ୮୦ ପ୍ରତିଶତ ବୃଦ୍ଧି ପାଇଛି: ଷ୍ଟଡି

ଏଡିନବର୍ଗ: ଦିନକୁ ଦିନ ବିଶ୍ୱରେ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ନିକଟରେ ଏକ ଷ୍ଟଡିରେ ଖୁଲାସା କରାଯାଇଛି ଯେ, ୩୦ ବର୍ଷ ମଧ୍ୟରେ ୮୦ ପ୍ରତିଶତ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ୧୯୯୦ରେ ୧୮.୨ ଲକ୍ଷ କ୍ୟାନ୍ସର ରୋଗୀ ଥିଲେ । ୨୦୧୯ ବେଳକୁୂ ଏହାର ସଂଖ୍ୟା…

ଶିମିଳିପାଳରୁ ଠାବ ହେଲା ୧୧୧୫ ଫୁଟର ଆକର୍ଷଣୀୟ ଜଳପ୍ରପାତ

ବାରିପଦା: ମର୍ତ୍ତ୍ୟର ନନ୍ଦନକାନନ କୁହାଯାଉଥିବା ଶିମିଳିପାଳ ଜାତୀୟ ଉଦ୍ୟାନରେ ଆଜିବି ଅନେକ ଅନାଲୋଚିତ ଓ ଅନାବିଷ୍କୃତ ସ୍ଥାନ ରହିଛି। ଦୃଷ୍ଟି ଆଢୁଆଳରେ ରହିଥିବା ଏଭଳି ସ୍ଥାନ ଗୁଡିକୁ ଲୋକଲୋଚନକୁ ଆଣିବା ଓ ମୟୂରଭଞ୍ଜ ଜିଲ୍ଲାର ପର୍ଯ୍ୟଟନର ବିକାଶ ନିମନ୍ତେ ଦୀର୍ଘବର୍ଷ ଧରି କାର୍ଯ୍ୟରତ…