Latest Odisha News

BREAKING NEWS

Browsing Category

ଫିଚର

ଗୋଟିଏ ଦିନରେ ୨୯୫ ଜଣ ଓଏଏସ୍ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କେନ୍ଦ୍ରୀୟ ନିର୍ବାଚନ କମିଶନ ମଧ୍ୟ ଆସିଛନ୍ତି ଓଡ଼ିଶା। ଏହି ସମୟରେ ସରକାର ଏକ ଦୃଢ ପଦକ୍ଷେପ ନେଇ ୨୯୫ ଜଣ ଓଏଏସ୍ ଅଧିକାରୀଙ୍କୁ ସେମାନଙ୍କ ବର୍ତ୍ତମାନର ପଦବୀରୁ ବଦଳି କରି ନୂଆ ପଦବୀରେ ଅବସ୍ଥାପିତ କରିଛନ୍ତି।…

ଅଶ୍ଳୀଳ ଭିଡିଓ ମୋବାଇଲରେ ବ୍ୟକ୍ତିଗତ ଭାବେ ଦେଖିବା ଅପରାଧ ନୁହେଁ: କେରଳ ହାଇକୋର୍ଟ

ଥିରୁଅନନ୍ତପୁରମ: କେରଳ ହାଇକୋର୍ଟ କହିଛନ୍ତି, ପର୍ନୋଗ୍ରାଫି ବା ଅଶ୍ଳୀଲ ଭିଡିଓ ଦେଖିବା ଅପରାଧ ନୁହେଁ। ଯେହେତୁ ଏହା ବ୍ୟକ୍ତିଗତ ପସନ୍ଦ ଓ ଗୋପନୀୟତାର ପରିସର ମଧ୍ୟରେ ଆସିଥାଏ। ୨୦୧୬ରେ ଜଣେ ୩୩ ବର୍ଷୀୟ ବ୍ୟକ୍ତିଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡ୍ (ଆଇପିସି)ର ଧାରା ୨୯୨ ଅନୁଯାୟୀ ରୁଜୁ…

ସରକାରଙ୍କ ଅପିଲ୍ ଉପରେ ନାହିଁ ଭରସା, ଆନ୍ଦୋଳନ ଜାରି ରହିବ କହିଲା ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର: ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନେ ସେମାନଙ୍କ ଦାବିକୁ ତର୍ଜମା କରାଯାଉଥିବାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜ୍ୟ ସରକାର ନିବେଦନ କରିବା ପରେ ମଧ୍ୟ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଅପିଲ ପରେ ମଙ୍ଗଳବାର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

‘ସ୍ଥାନୀୟ ଗୁଣ୍ଡାମାନେ ଚାନ୍ଦା ଆଦାୟ କରୁଛନ୍ତି, ବସ୍ ଡ୍ରାଇଭରଙ୍କୁ ସୁରକ୍ଷା ଦେବାରେ ପୋଲିସ ବିଫଳ’

ଭୁବନେଶ୍ୱର: ନିୟମିତ ଭାବେ ବସଷ୍ଟାଣ୍ଡରେ ବସ ଚାଳକଙ୍କ ଠାରୁ ସ୍ଥାନୀୟ ଗୁଣ୍ଡାମାନେ ଟଙ୍କା ଆଦାୟ କରୁଛନ୍ତି। ଏ ନେଇ ପୋଲିସରେ ଅଭିଯୋଗ କରିବା ପରେ ମଧ୍ୟ ଥାନାଧିକାରୀ ନୀରବଦ୍ରଷ୍ଟା ସାଜିଥିବା ରାଜଧାନୀ ବସ୍ ମାଲିକ ସଙ୍ଘ ଅଭିଯୋଗ କରିଛି। ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀରେ ସଂଘର…

ମିଶନ ଇନ୍ଦ୍ରଧନୁଷ ଟିକାକରଣ କାର୍ଯ୍ୟକ୍ରମ: ୧.୨ ଲକ୍ଷ ଶିଶୁ, ୨୩,୫୦୦ ଗର୍ଭବତୀ ମହିଳାଙ୍କୁ ଟିକାକରଣ ଲକ୍ଷ୍ୟ

ଭୁବନେଶ୍ୱର: ମିଶନ ଇନ୍ଦ୍ରଧନୁଷ ଟିକାକରଣ କାର୍ଯ୍ୟକ୍ରମ ସାରା ଓଡିଶାରେ ଆରମ୍ଭ ହୋଇଛି। ୫ ବର୍ଷରୁ କମ୍ ବୟସର ୧ ଲକ୍ଷ ୨୩ ହଜାର ୪୭୨ ଶିଶୁ ଓ ୨୩ ହଜାର ୫୬୮ ଗର୍ଭବତୀ ମହିଳାଙ୍କୁ ଏହି ଟିକାକରଣ କରାଯିବାର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୧ରୁ ଆରମ୍ଭ ହୋଇ ନଭେମ୍ବର ୧୧…

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲାଣି ୫ ହଜାର, ଖୋର୍ଦ୍ଧାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୫ ହଜାରରୁ ଅଧିକ ଲୋକ ଡେଙ୍ଗୁରେ ଆକ୍ରାନ୍ତ ହୋଇସାରିଲେଣି। ବର୍ଷା ଯୋଗୁଁ ଏହି ରୋଗ ବ୍ୟାପିବା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି, ଯାହା ସଂକ୍ରମିତ ମଶା କାମୁଡ଼ିବା ଦ୍ୱାରା ବ୍ୟାପିଥାଏ।…

ଚିକିତ୍ସା ବାହାନାରେ ଡାକ୍ତରଙ୍କୁ ଘରେ ଡାକି ଅପହରଣ, ୨୫ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ୪ ଗିରଫ

ଭୁବନେଶ୍ୱର: ଡାକ୍ତରଙ୍କୁ ଅପହରଣ କରି ୨୫ ଲକ୍ଷ ଟଙ୍କା ମାଗିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ।। ଭୁବନେଶ୍ୱରରେ ଚିକିତ୍ସା ନାଁରେ ଘରକୁ ଡାକି ଜଣେ ଡାକ୍ତରଙ୍କୁ ଅପହରଣ ଘଟଣାର ଫର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ତମାଣ୍ଡୋ…

ତେଲେଙ୍ଗାନାରେ କେସିଆର ଖରାପ ବିଧାୟକ ଭଲ, ଛତିଶଗଡରେ ବଘେଲ ଭଲ ବିଧାୟକ ଖରାପ!

ଭୁବନେଶ୍ୱର: ଦେଶର ଚାରୋଟି ପ୍ରମୁଖ ରାଜ୍ୟର ନିର୍ବାଚନ ପୂର୍ବରୁ ଏକ ସର୍ଭେକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜସ୍ଥାନ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ତେଲେଙ୍ଗାନାରେ ନିର୍ବାଚନ ହେବାକୁ ଥିବାରୁ ସେଠାରେ ଥିବା ନିର୍ବାଚିତ ବିଧାୟକ ମାନଙ୍କ ଉପରେ ଲୋକେ କେତେ ସନ୍ତୁଷ୍ଟ ତାକୁ ନେଇ ରିପୋର୍ଟ…

ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ଜ୍ୱର ଆସିଲେ ଡାକ୍ତର ଦେଖାନ୍ତୁ

ଭୁବନେଶ୍ୱର: ରାଜ୍ୟରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ 3 ଦିନ ମଧ୍ୟରେ ବୁର୍ଲା ଭିମସାରରେ 22 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍କ୍ରବ ଟାଇଫସ୍ (Screb typhus) ଏକ ବ୍ୟାକ୍ଟେରିଆ ସଂକ୍ରମଣ ଯାହା ସଂକ୍ରମିତ ଚିଗର (chigger) କୀଟ କାମୁଡିବା ଦ୍ୱାରା…

ୱେଲେଲାଗେଙ୍କ ବୋଲିଂରେ ଟିମ ଇଣ୍ଡିଆ ଧରାଶାୟୀ

କଲମ୍ବୋ: ଚଳିତ ଏସିଆ କପ କ୍ରିକେଟ ସୁପର ୪ର ଏକ ମୁକାବିଲାରେ ଭାରତ ୨୧୪ ରନର ବିଜୟ ଲକ୍ଷ୍ୟ ଶ୍ରୀଲଙ୍କା ସମ୍ମୁଖରେ ରଖିଛି । ୨୦ ବର୍ଷୀୟ ଯୁବ ସ୍ପିନର ଦୁନିଥ ୱେଲେଲାଗେଙ୍କ ସ୍ପିନର ଉଚିତ ମୁକାବିଲା ଭାରତୀୟ ବ୍ୟାଟ୍ସମ୍ୟାନମାନେ କରିପାରି ନ ଥିଲେ । ପ୍ରଥମେ ବ୍ୟାଟିଂ କରି ଭାରତ ସତର୍କତା…