Latest Odisha News
Browsing Category

ଫିଚର

ଦେଶରେ ପ୍ରଥମ ଥର ପାଇଁ ପେଟ୍ରୋଲ-ଡିଜେଲ ନୁହେଁ ଇଥାନଲରେ ଚାଲିବ କାର୍

ନୂଆଦିଲ୍ଲୀ: କେନ୍ଦ୍ର ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଦେଶର ପ୍ରଥମ ଇଥାନଲ କାର ଲଞ୍ଚ କରିଛନ୍ତି ଯାହା ୧୦୦% ଇଥାନଲରେ ଚାଲିବା ପାଇଁ ସକ୍ଷମ। ଗଡକରୀ ଟୟୋଟା ଇନୋଭାର ଫ୍ଲେକ୍ସ ଇନ୍ଧନ ମଡେଲ ଲଞ୍ଚ କରିଛନ୍ତି। ଇଥାନଲ ବିଷୟରେ ସବୁଠୁ ବଡ଼ କଥା ହେଉଛି ଏହା ତେଲ କୂଅରୁ ନୁହେଁ ବରଂ…

ଅରୁଣାଞ୍ଚଳ ପ୍ରଦେଶକୁ ନେଇ ପୁଣିଥରେ ଭାରତ ଓ ଚୀନ୍ ମଧ୍ୟରେ ସୀମା ନିର୍ଦ୍ଧାରଣ ବିବାଦ

ନୂଆଦିଲ୍ଲୀ: ପୁଣି ଥରେ ଚୀନର ବଦମାସୀ ସାମ୍ନାକୁ ଆସିଛି । ଭାରତର ଭୌତିକ ସମ୍ପତି ଉପରେ ଚୀନ୍ ସବୁବେଳେ ତାର ଚୋରାଦୃଷ୍ଟି ରଖିଛି । ଭାରତର ଭୁସମ୍ପତିକୁ ହଡ଼ପ କରିବା ପାଇଁ ସଡ଼ଯନ୍ତ୍ର କରିବା ଚୀନର ଏକ ପୁରୁଣା ଅଭ୍ୟାସ । ବର୍ତ୍ତମାନ ଗୋଟେ ପଟେ ଭାରତରେ ଜି-୨୦ ପାଇଁ ଭବ୍ୟ ପ୍ରସ୍ତୁତି…

ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ଉଚିତ୍‌: ଆପ୍

ନୂଆଦିଲ୍ଲୀ: ମୁମ୍ବାଇରେ ଇଣ୍ଡିଆ ମେଣ୍ଟର ମିଳିତ ବୈଠକ ପୂର୍ବରୁ ଆମ୍ ଆଦମୀ ପାର୍ଟି (ଆପ୍) ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରାଯାଇଛି। ଆପର ଜାତୀୟ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି ଯେ ଅରବିନ୍ଦ…

୬୪ ବର୍ଷୀୟା ମହିଳାଙ୍କ ମସ୍ତିଷ୍କରୁ ମିଳିଲା ସାପ ଦେହରେ ଥିବା ପରଜୀବୀ

ମେଲବୋର୍ଣ୍ଣ: ଅଷ୍ଟ୍ରେଲିଆର ଏ ଭଳି ଏକ ଘଟଣା ସମ୍ମୁଖକୁ ଆସିଛି ଯେ, ଯାହା ଡାକ୍ତରମାନଙ୍କୁ ଚିନ୍ତାରେ ପକାଇ ଦେଇଛି । ଜଣେ ୬୪ ବର୍ଷୀୟ ମହିଳାଙ୍କ ମସ୍ତିଷ୍କରୁ ସାପ ଦେହରେ ବଢ଼ୁଥିବା ପରଜୀବୀ ମିଳିଛି । ମହିଳାଜଣଙ୍କ ଦୀର୍ଘଦିନ ହେବ ଜଣେ ଡାକ୍ତରଙ୍କ ପାଖେ ଚିକିତ୍ସିତ ହେଉଥିଲେ । ନିମୋନିଆ,…

ଭାରତ ସହ ମିଶିବେ ବୋଲି ଧମକ ଦେଲେ ଗିଲଗିଟ-ବାଲଟିସ୍ତାନବାସୀ

ନୂଆଦିଲ୍ଲୀ: ପାକିସ୍ତାନର ଗିଲଗିଟ-ବାଲଟିସ୍ତାନରେ ଗୃହଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି । ଏଠାରେ ହଜାର ହଜାର ଲୋକ ରାସ୍ତାକୁ ଆସି ସରକାର ବିରୋଧରେ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଗିରଫ ହୋଇଥିବା ସେମାନଙ୍କ ନେତାମାନଙ୍କୁ ତୁରନ୍ତ ଛାଡିବା ପାଇଁ ଦାବୀ କରିଛନ୍ତି । ଏପରିକି ଯଦି ଏହା…

ବଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ

ଭୁବନେଶ୍ୱର:  କଣ୍ଠଶିଳ୍ପୀ ସୌରୀନ୍ ଭଟ୍ଟଙ୍କ ବଢିଲା ଅଡୁଆ । ସୌରିନଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଅନ୍ତରୀଣ ସୁରକ୍ଷା ଅବଧି ଶେଷହେବା ପରେ ସେ ହାଇକୋର୍ଟରେ ପୁଣି ଜାମିନ୍ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ପୋଲିସ କୋର୍ଟରେ ଦାଖଲ…

କିଏ କୀଡନି ତ କିଏ ଦେଲା ଲିଭର: ରକ୍ଷା ବନ୍ଧନରେ ଭଉଣୀ ଦେଲେ ଭାଇକୁ ‘ଜୀବନ’ ଉପହାର

ନୂଆଦିଲ୍ଲୀ: ଭାଇ ପରି କେହି ନାହିଁ । ରାଗୁଥିବ, ମାରୁଥିବ..ହେଲେ ଛାଇ ପରି ଜଗିଥିବ । ଏମିତି ଭାଇ-ଭଉଣୀଙ୍କ ସମ୍ପର୍କ । ଏ ସମ୍ପର୍କ ଦେବାନେବାର ନୁହେଁ । ଏ ସମ୍ପର୍କ ଭାବର…ଭଲ ପାଇବାର । ଏ ସମ୍ପର୍କ ଆବେଗର..ଆଶ୍ୱାସନାର । ଆଜି ପବିତ୍ର ରକ୍ଷା ବନ୍ଧନ । ଭାଇ ହାତରେ ରାଖି ବାନ୍ଧିବ ଭଉଣୀ ।…

ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଭୟାବହ ଦୁର୍ଘଟଣା: ଚାଲିଗଲା ୭ ଜୀବନ

ପାଟଣା: ଭୟଙ୍କର ସଡକ ଦୁର୍ଘଟଣା । ଛିଡା ହୋଇଥିବା କଣ୍ଟେନରକୁ ପଛପଟୁ ପିଟିଲା ସ୍କର୍ପିଓ । ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ । ଅନ୍ୟ ୫ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଏମିତି ଛାତିଥରା ଦୁର୍ଘଟଣା ଘଟିଛି ବିହାରର ରୋହତାସ ଜିଲ୍ଲାରେ  । ଏନଏଚ ୨ର ପଖନାରୀ ନକଟରେ ଏହି…

ଆଜିଠୁ ରାଜଧାନୀ ଏକ୍ସପ୍ରେସ୍‌ରେ ଲାଗିବ ତେଜସ୍ କୋଚ

ଭୁବନେଶ୍ବର: ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ସମସ୍ତ ରେକ ତେଜସ କୋଚ ସହ ଚଳାଚଳ କରିବ ।ବୁଧବାରଠାରୁ ଏହା ଚଳାଚଳ କରିବ । ବୁଧବାର ଓ ରବିବାର ଭୁବନେଶ୍ୱରରୁ ଛାଡୁଥିବା ଏବଂ ସୋମବାର ଓ ଶୁକ୍ରବାର ନୂଆଦିଲ୍ଲୀରୁ ଛାଡୁଥିବା ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ବର…

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: କେତେବେଳେ ବାନ୍ଧିବେ ରାକ୍ଷୀ,ଜାଣନ୍ତୁ

ଭୁବନେଶ୍ୱର: ଆଜି ପବିତ୍ର ରକ୍ଷା ବନ୍ଧନ । ଭାଇ ହାତରେ ରାଖି ବାନ୍ଧିବେ ଭଉଣୀ । ରାଖି ବାନ୍ଧିବାର ଶୁଭ ମୁହୂର୍ତ୍ତକୁ ନେଇ ପୂର୍ବରୁ ଦ୍ୱନ୍ଦ୍ୱ ଲାଗିଥିବାବେଳେ ଦିନ ୧୧ଟା ୨୨ ପରେ ରାଖି ବାନ୍ଧିବେ ବୋଲି ଜ୍ୟୋତିଷ ବିଷାରଦମାନେ କହିଛନ୍ତି । ଶାସ୍ତ୍ରବିଦଙ୍କ କହିବା ଅନୁଯାୟୀ, ଆଜି ଦିନ…