Latest Odisha News

BREAKING NEWS

Browsing Category

ଫିଚର

ମାନବ କୈନ୍ଦ୍ରିକ ଜଗତୀକରଣ : ଜି-୨୦କୁ ଅନ୍ତିମ ସୋପାନରେ ପହଞ୍ଚାଇବା, କାହାକୁ ବାଦ୍ ଦେବା ନାହିଁ

ନରେନ୍ଦ୍ର ମୋଦୀ ‘ବସୁଧୈବ କୁଟୁମ୍ବକମ୍’- ଆମ ଭାରତୀୟ ସଂସ୍କୃତିର ଏହି ଦୁଇଟି ଶବ୍ଦରେ ଏକ ଗଭୀର ଦାର୍ଶନିକ ବିଚାର ସମାହିତ ହୋଇ ରହିଛି । ଏହାର ଅର୍ଥ ହେଉଛି, ‘ସାରା ବିଶ୍ୱ ଏକ ପରିବାର’। ଏହା ଏପରି ଏକ ସର୍ବବ୍ୟାପୀ ଦୃଷ୍ଟିକୋଣ ଯାହା ଆମକୁ ଏକ ସାର୍ବଜନୀନ ପରିବାର ଭାବେ ପ୍ରଗତି ହାସଲ…

ଏସିଆ କପ ସୁପର ୪: ପ୍ରଥମ ମ୍ୟାଚରେ ବାଂଲାଦେଶକୁ ହରାଇଲା ପାକିସ୍ତାନ

ଲାହୋର: ଚଳିତ ଏସିଆ କପ କ୍ରିକେଟର ପ୍ରଥମ ସୁପର ୪ ମୁକାବିଲାରେ ଆୟୋଜକ ପାକିସ୍ତାନ ୭ ୱିକେଟରେ ବାଂଲାଦେଶକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ୩୮.୪ ଓଭରରେ ୧୯୩ ରନ କରିଥିଲା । ଶକିବ ଉଲ ହାସନ ୫୩ ଓ ମୁସଫିକର ରହିମ ୬୪ ରନ କରିବା ଯୋଗୁ ବାଂଲାଦେଶ ଏକ ଆଭରେଜ ସ୍କୋର କରିବାରେ…

ଅପରାଧ ନିୟନ୍ତ୍ରଣ ପାଇଁ ସ୍ମାର୍ଟ ହେଉଛି ଭୁବନେଶ୍ୱର ଡିସିପିଙ୍କ ଅଫିସ, ବର୍ଷକରେ ସରିବ ନିର୍ମାଣ କାମ

ଭୁବନେଶ୍ୱର: ରାଜଧାନୀ ବାଣୀବିହାର ଛକରେ ଥିବା ଭୁବନେଶ୍ୱର ଡିସିପିଙ୍କ ଅଫିସ ଚମକିବ। ଅତ୍ୟାଧୁନିକ ଭିତ୍ତିଭୂମି ସହ ଏହି ନୂଆ ମୁଖ୍ୟାଳୟ କୋଠା ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚାରି ମହଲା କୋଠା ଏକ ସ୍ମାର୍ଟ କାର୍ଯ୍ୟାଳୟ ହେବ। ଯେଉଁଥିରେ ସହରରେ ବଢ଼ୁଥିବା ଅପରାଧର ମୁକାବିଲା ପାଇଁ…

ସତର୍କ ସୂଚନା ଜାରି ହେବା ପରେ ସମସ୍ତ ଆଂଟାସିଡ ଡାଇଜିନ ଜେଲକୁ ଫେରାଇନେଲା କମ୍ପାନୀ

ନୂଆଦିଲ୍ଲୀ: ଅଜୀର୍ଣ୍ଣ ଓ ବଦହଜମୀ ପାଇଁ ବ୍ୟବହାର ଡେଉଥିବା ଆଂଟାସିଡ ଡାଇଜିନ ଜେଲକୁ ଫେରାଇନେବା ପାଇଁ କମ୍ପାନୀ ନିର୍ଦ୍ଦେଶ ଦେଇଛି । ଏହି ଜେଲରୁ ଉତ୍କଟ ଗନ୍ଧ ଓ କଡା ସ୍ୱାଦ ବାହାରୁଥିବାରୁ ଡିସିଜିଆଇ କମ୍ପାନୀକୁ ସତର୍କ ସୂଚନା ଜାରୀ କରିଥିଲା । ଫଳରେ କମ୍ପାନୀ ଏହି ପଦକ୍ଷେପ ଗ୍ରହଣ କରିଛି…

ପରଲୋକରେ ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ର

ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମ ପରମ ଭକ୍ତ ଓ ଜଗନ୍ନାଥ ସଂସ୍କୃତିର ବିଶିଷ୍ଟ ଗବେଷକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ତାଙ୍କର ମୃତ୍ୟୁ…

ବିଶ୍ୱକପ କ୍ରିକେଟ: ଭାରତର ଏହି ୩ ଖେଳାଳିଙ୍କୁ ଚୂଡାନ୍ତ ଏକାଦଶରେ ସୁଯୋଗ ମିଳିବା କମ ସମ୍ଭାବନା

ନୂଆଦିଲ୍ଲୀ: ଦିନିକିଆ ବିଶ୍ୱକପ କ୍ରିକେଟ ଏଥର ଭାରତରେ ଆୟୋଜିତ ହେବ । ଏ ନେଇ ଟିମ ଇଣ୍ଡିଆ ତାର ୧୫ଜଣିଆ ଦଳ ଘୋଷଣା କରିଦେଇଛି । ତୃତୀୟ ଥର ପାଇଁ ଭାରତ ବିଶ୍ୱକପ ଜିତିବା ଆଶାରେ ପଡିଆକୁ ଓହ୍ଲାଇବ । ତେବେ ଘୋଷିତ ଦଳରେ ୩ଜଣ ଖେଳାଳିଙ୍କୁ ଚୂଡାନ୍ତ ଏକାଦଶରେ ସୁଯୋଗ ମିଳିବା ଆଶା କ୍ଷୀଣ ।…

୨ ହଜାର ଦୀପରେ ବାଲୁକାକଳା, ଜୋ ବାଇଡେନଙ୍କ ଗସ୍ତକୁ ସ୍ୱାଗତ କଲେ ବାଲୁକାଶିଳ୍ପୀ ସୁଦର୍ଶନ

ପୁରୀ: ରାଜଧାନୀ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ଲାଗି ଆଉ ମାତ୍ର ୨ ଦିନ। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମ୍ମିଳନୀରେ ଯୋଗ ଦେବେ ଦେଶ ବିଦେଶର ବଡ ବଡ ହସ୍ତୀ। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଆମେରିକା…

ଛେଳି ପାଇଁ ଟ୍ରେନ ଟିକେଟ କାଟି ଚର୍ଚ୍ଚାରେ ବୃଦ୍ଧା

ରାଂଚୀ: ଭାରତରେ ଟ୍ରେନ ଟିକେଟ ନ କାଟି ଯାତ୍ରା କରିବା କିଛି ବଡ କଥା ନୁହେଁ । ତେବେ ରାଂଚୀରେ ଏପରି ଏକ ଘଟଣା ଘଟିଛି, ଯାହାକି ସମସ୍ତଙ୍କୁ ଚକିତ କରିବା ସହ ବୃଦ୍ଧାଙ୍କ ସଚ୍ଚୋଟତାକୁ ପ୍ରଶଂସା କରାଯାଉଛି । ଘଟଣାଟି ଏହି ପରି....ରାଚୀରେ ଏକ ଚଳନ୍ତା ଟ୍ରେନରେ ଟିଟିଇ ଛେଳି ସହିତ ଛିଡା…

ବ୍ରିଜ ତଳୁ ରକ୍ତାକ୍ତ ମୃତଦେହ ଠାବ ଘଟଣା, ମିଳିଲା ମହିଳାଙ୍କ ପରିଚୟ

ବରଗଡ: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କଲା ଭଟଲି ଥାନା ପୋଲିସ। ଭଟଲି ବ୍ଲକ ଅନ୍ତର୍ଗତ ଭଡିଗାଁ ଜିରା ନଦୀ ବ୍ରିଜ ତଳୁ ଆଜି ସକାଳ ଭୋର ସମୟରେ ଜଣେ ୪୫ ବର୍ଷୀୟା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକଙ୍କ ଭିଡ ଜମିଥିବା ବେଳେ…

ବ୍ୟାଟେରୀ ଇନ୍ଧନ ସଂରକ୍ଷଣ ପ୍ରଣାଳୀ ଯୋଜନାର ଶୁଭାରମ୍ଭ କଲେ ସରକାର

ନୂଆଦିଲ୍ଲୀ: ବ୍ୟାଟେରୀ ଇନ୍ଧନ ସଂରକ୍ଷଣ ପ୍ରଣାଳୀ (ବିଇଏସଏସ)ର ବିକାଶ ପାଇଁ ସାଧନଯୋଗ୍ୟ ଶୂନ୍ୟସ୍ଥାନ ପାଣ୍ଠି ନାମକ ଯୋଜନାକୁ ମିଳିଲା କ୍ୟାବିନେଟ୍ ଅନୁମୋଦନ ।  ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଦେଶକୁ ସକ୍ରିୟ କରିବା ପାଇଁ ବିଇଏସ୍ଏସ୍ ଯୋଜନା ଶୁଭାରମ୍ଭ କଲେ ସରକାର । ଏହି ଯୋଜନା ଅଧୀନରେ…