Latest Odisha News

BREAKING NEWS

Browsing Category

ଫିଚର

ବିକାଶ କାମର ହିସାବ ମାଗିବାକୁ ଯାଇ ଡାବୁଗାଁ ବିଜେଡି ବିଧାୟକଙ୍କୁ ଘେରିଗଲେ ଲୋକେ

ନବରଙ୍ଗପୁର: ଡାବୁଗାଁ ବିଜେଡି ବିଧାୟକ ମନୋହର ରନ୍ଧାରୀଙ୍କୁ ନିକଟରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଅଞ୍ଚଳରେ କିଛି ଯୁବକ ଘେରାଉ କରି ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉନ୍ନୟନ ମୂଳକ କାମର ରିପୋର୍ଟ ମାଗିବା ପରେ ତାଙ୍କୁ ଏକ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିଛି। ବିକାଶ…

ଅଜବ ଗାଁ: ଯେଉଁଠି ପ୍ରଥମେ ରାକ୍ଷସଙ୍କୁ କରାଯାଏ ପୂଜା, ପରେ ଦେବତା

ବିହାର: ଦୁନିଆର ପ୍ରତ୍ୟେକ ଗାଁରେ ପରମ୍ପରା, ସଂସ୍କୃତି ଭିନ୍ନ ଭିନ୍ନ ହୋଇଥାଏ । ଆଉ ଏହି ପରମ୍ପରାକୁ ପିଢି ପରେ ପିଢି ମାନି ଆସିଥାନ୍ତି । ସେହିପରି ବିହାରରେ ଏମିତି ଏକ ଗାଁ ଅଛି, ଯେଉଁଠି ପ୍ରଥମେ ରାକ୍ଷସଙ୍କୁ ଏବଂ ପରେ ଦେବତାଙ୍କୁ ପୂଜା କରାଯାଇଥାଏ । ଏଠାରେ ଦୁଇ କି ଚାରି ବର୍ଷ ନୁହେଁ,…

ଭିଜିଲାନ୍ସ କେସ ରଫାଦଫା କରିବାକୁ ପୋଲିସ ମାଗୁଛି ଲାଞ୍ଚ, ଅଡିଓ ଭାଇରାଲ

ଭୁବନେଶ୍ୱର: ପୋଲିସ ମାଗୁଛି ଲାଞ୍ଚ। ଭିଜିଲାନ୍ସ କେସ ରଫାଦଫା କରିବାକୁ ମହିଳା ପୋଲିସ ଲାଞ୍ଚ ମାଗୁଥିବାର ଅଡିଓ ଭାଇରାଲ ହୋଇଛି। ଭିଜିଲାନ୍ସ ଜାଲରେ ଫସିଥିବା ଜଣେ ଅଭିଯୁକ୍ତଙ୍କୁ କେନ୍ଦୁଝର ଭିଜିଲାନ୍ସ କୋର୍ଟର ଜଣେ ମହିଳା କନେଷ୍ଟବଳ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଛି। ଏହାପରେ ଉଭୟ…

ରାଜଧାନୀକୁ ଡରାଉଛି ଡେଙ୍ଗୁ, କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ବତନ୍ତ୍ର ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର: ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ କାଉଣ୍ଟର ଖୋଲାଯାଇଛି। ସେହିପରି ସୋମବାରଠାରୁ ପଟିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇଆରସି ଭିଲେଜ ସହରାଞ୍ଚଳ ହସ୍ପିଟାଲରେ ଆଉ ଦୁଇଟି ଟେଷ୍ଟିଂ ସେଣ୍ଟର…

ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ଦିଲ୍ଲୀ ମେଟ୍ରୋ ଷ୍ଟେସନରେ ଖାଲିସ୍ତାନୀ ସ୍ଲୋଗାନ

ନୂଆଦିଲ୍ଲୀ: କିଛି ଦିନ ପରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି ଜି -୨୦ ଶିଖର ସମ୍ମିଳନୀ। ଏହି ସମ୍ମିଳନୀରେ ସାରା ବିଶ୍ୱରୁ ବହୁ ବିଦେଶୀ ଅତିଥି ଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ଏହି ସମୟରେ ଅନେକ ଦେଶର ଜାତୀୟ ରାଷ୍ଟ୍ରପତି ମଧ୍ୟ ଏଥିରେ ସାମିଲ ହେବେ। ତେବେ ଏପରି ସମୟରେ ଦିଲ୍ଲୀର…

ଫିରିଙ୍ଗିଆ: ଦୁଇ ନିଲମ୍ବିତ ହୋମଗାର୍ଡ ଏବଂ ଆଇଆଇସିଙ୍କ ବିରୋଧରେ ରୁଜୁ ହେଲା ମାମଲା

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନାହାକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର ନାୟକଙ୍କ ବିରୋଧରେ…

ମୁମ୍ବାଇ ଗାଲାକ୍ସି ହୋଟେଲରେ ଅଗ୍ନିକାଣ୍ଡ; ୩ ମୃତ, ୨ ଗୁରୁତର

ମୁମ୍ବାଇ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ସାନ୍ତାକ୍ରୁଜ ଅଞ୍ଚଳସ୍ଥିତ ଗାଲାକ୍ସି ହୋଟେଲରେ ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ପରେ ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି…

୧୨ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ, ଆଗାମୀ ୩ ଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସମଗ୍ର ଓଡିଶାରେ ବର୍ଷାର ପରିମାଣ ହ୍ରାସ ପାଇଥିବା ବେଳେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଆସନ୍ତା ୩ ଦିନ ମଧ୍ୟରେ ଅନେକ ଜିଲ୍ଲା ପାଇଁ ବଜ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୮ ତାରିଖ, ସୋମବାର ଅପରାହ୍ନ…

ନନ୍ଦନ ବିହାର ଡକାୟତି ଘଟଣା: ୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ

ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି ପ୍ରତୀକ ସିଂ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ସୂଚନା…

ମୁମ୍ବାଇରେ ‘ଇଣ୍ଡିଆ’ର ତୃତୀୟ ବୈଠକରେ ସାମିଲ ହେବା ପୂର୍ବରୁ ନୀତିଶଙ୍କ ବଡ଼ ବୟାନ !

ପାଟନା: ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ୨୬ଟି ବିରୋଧୀ ମେଣ୍ଟ ଇଣ୍ଡିଆ ଜୋରଦାର ପ୍ରସ୍ତୁତ ଚଳାଇଛି। ଆଗକୁ ରଣନୀତି ପ୍ରସ୍ତୁତ କରିବାକୁ ମହାରାଷ୍ଟ୍ରର ମୁମ୍ବାଇରେ ‘ଇଣ୍ଡିଆ’ର ତୃତୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ଦୁଇଥର ବିରୋଧୀ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି। ବିହାର…