Latest Odisha News

BREAKING NEWS

Browsing Category

ଫିଚର

ପରିବେଶ ପାଇଁ ‘ଉଡ୍ର’ର ନିଆରା କାର୍ଯ୍ୟକ୍ରମ ‘ଗିଫ୍ଟ୍‍ ଏ ପ୍ଲାଣ୍ଟ୍‍’ ଅନୁଷ୍ଠିତ

ଭୁବନେଶ୍ୱର: ‘ଉଡ୍ର ଚାରିଟେବୁଲ୍‍ ଟ୍ରଷ୍ଟ’ ଓଡିଶାର ଏକ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ। ପ୍ରତିବର୍ଷ ‘ଗିଫ୍ଟ ଏ ପ୍ଲାଣ୍ଟ୍‍’ କାର୍ଯ୍ୟକ୍ରମ ମାଧ୍ୟମରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ବୃକ୍ଷ ବଣ୍ଟନ କରାଯାଉଛି। ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାମାନଙ୍କରେ ଚଳିତ…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର ! ଏଣିକି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଏଣିତି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଗକୁ ପର୍ଯ୍ୟଟକମାନେ ଦିନରେ ବୁଲିବା ସହ ରାତିରେ ବି ବୁଲି ପାରିବେ। ସେଣ୍ଟ୍ରାଲ ଜୁ’ ଅଥରିଟିରେ ଦାଖଲ କରାଯାଇଥିବା ମାଷ୍ଟର ପ୍ଲାନରେ ରହିଛି ଏହି ନୂଆ ବ୍ୟବସ୍ଥା। ଏବେ ସନ୍ଧ୍ୟା…

ଆଗାମୀ ୩ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏଡି) ପକ୍ଷରୁ ୭ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା କଟକ ସମେତ ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଜଗତ୍ସିଂହପୁର, କେନ୍ଦ୍ରାପଡା, କଟକ, ବଲାଙ୍ଗୀର, କାଲାହାଣ୍ଡି, ଗଞ୍ଜାମ ଏବଂ ସୁନ୍ଦରଗଡର କେତେକ ସ୍ଥାନ…

ମୋସନ ପିକ୍ଚର ପରେ ଆସିଲା ‘ପୁଷ୍କରା’ର ନୂଆ ପୋଷ୍ଟର, ନଜରରେ ଆସିଲେ ପୁଷ୍କରାର ବାପା ଘନ ନନା

ଭୁବନେଶ୍ଵର: ନୂଆ ଓଡିଆ ଚଳଚ୍ଚିତ୍ର ‘ପୁଷ୍କରା’ର ମୋସନ ପୋଷ୍ଟର ପରେ ଏବେ ଏହାର ନୂଆ ପୋଷ୍ଟର ରିଲିଜ ହୋଇଛି । ପରେ ସେପ୍ଟେମ୍ୱର ୧ ତାରିଖରେ ରିଲିଜ ହେବ ଏହି ଚଳଚ୍ଚିତ୍ରର ଟ୍ରେଲର । ଓଡିଶା ମାଟିର ଗାଥା କହିବ ‘ପୁଷ୍କରା’। ତରଙ୍ଗ ସିନେ ପ୍ରଡକ୍ସନ୍ସ ଓ ଆର୍.ଆର୍. ଇଭେଣ୍ଟ୍ସ ଆଣ୍ଡ ପ୍ରମୋସନସର…

ବିଜେପିର ହାଲ୍ଲାବୋଲ: ଡେଙ୍ଗୁ ସ୍ଥିତି ନେଇ BMC ଅଫିସ୍ ଘେରିଲା ବିଜେପି

ଭୁବନେଶ୍ଵର: ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଜେପିର ହାଲ୍ଲାବୋଲ । ବିଏମସି ଅଫିସରେ ମଶା ଧୁଆଁ ଦେଲା ବିଜେପି । ଡେଙ୍ଗୁ ମୁକାବିଲାରେ ବିଫଳତା ଅଭିଯୋଗରେ ବିଏମସି ଅଫିସ୍ ଘେରାଉ । ମେୟର ଓ ବିଏମସି କମିଶନରଙ୍କ ବିରୋଧରେ ଗର୍ଜିଲା ବିଜେପି । ଖବର ଅନୁଯାୟୀ, ଗତ କିଛି ଦିନ ଧରି…

ଶିକ୍ଷକ ନିଯୁକ୍ତି ଦାବିରେ ତୁଲୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା

ସୁବର୍ଣ୍ଣପୁର: ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ। ସୁବର୍ଣ୍ଣପୁର ଲିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ତୁଲୁଣ୍ଡା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା। ତାଲା ମାରିଲେ ସ୍କୁଲ କମିଟି ସଦସ୍ୟ ସଦସ୍ୟା। ଏହି ବିଦ୍ୟାଳୟରେ ସର୍ବମୋଟ ଆଠଟି ଶ୍ରେଣୀରେ…

ଶିକ୍ଷା ବିଭାଗରେ ବଡ ପରିବର୍ତ୍ତନ: ବର୍ଷରେ ଦୁଇଥର ହେବ ବୋର୍ଡ ପରୀକ୍ଷା, ଏକାଦାଶ, ଦ୍ୱାଦଶ ପିଲା ପଢିବେ ୨ଟି ଭାଷା

ନୂଆଦିଲ୍ଲୀ:୨୦୨୪ ଶିକ୍ଷାବର୍ଷ ପାଇଁ ଆସିଲା ନୂଆ ଶିକ୍ଷାନୀତି ।  ମିନିଷ୍ଟ୍ରି ଅଫ ଏଡୁକେଶନ ପକ୍ଷରୁ ବୁଧବାର ଜାରି ଏକ ନୂଆ ବିଜ୍ଞପ୍ତିରେ କୁହାଯାଇଛି, ଆସନ୍ତା ଶିକ୍ଷାବର୍ଷଠାରୁ  ବୋର୍ଡ ପରୀକ୍ଷାରେ ବଡ ପରିବର୍ତ୍ତନ କରାଯିବ । ପାଠ୍ୟପୁସ୍ତକରେ ମଧ୍ୟ ପରିବର୍ତ୍ତନ କରାଯିବ । ନୂଆ ନୀତି…

ରାଜ୍ୟପାଳଙ୍କ ଦ୍ୱାରା ପର୍ବତ ଆରୋହଣକାରୀ ସୌଭାଗ୍ୟ ରଥ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପର୍ବତ ଆରୋହଣକାରୀ ସୌଭାଗ୍ୟ କୁମାର ରଥଙ୍କୁ ଉତ୍ତରୀୟ ପ୍ରଦାନ କରି ଶୁଭେଚ୍ଛା ଜଣାଇଛନ୍ତି। ୭୭ତମ ସ୍ୱାଧୀନତା ଦିବସ ପୂର୍ବରୁ ସୌଭାଗ୍ୟ ରଥ ୟୁରୋପ ଓ ଋଷ୍‌ର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲବ୍ରସ୍‌ ପର୍ବତ (୫୬୪୨ ମିଟର) ଆରୋହଣ…

ଅକ୍ଟୋବର ୨ରୁ କଂଗ୍ରେସ ଆରମ୍ଭ କରିବ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଯୋଡ଼ୋ ଯାତ୍ରା

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୨ରୁ କଂଗ୍ରେସ ଆରମ୍ଭ କରିବ ଦ୍ଵିତୀୟ ପର୍ଯ୍ୟାୟ ଭାରତ ଯୋଡ ଯାତ୍ରା । ଗୁଜୁରାଟର ପୋର ବନ୍ଦରରୁ ଆରମ୍ଭ ହେବ ଏହି ଯାତ୍ରା । ତେବେ ଦ୍ଵିତୀୟ ପର୍ଯ୍ୟାୟରେ ରାହୁଲ ଗାନ୍ଧୀଙ୍କ ପୁରା ଫୋକସ୍ ଉତ୍ତରପ୍ରଦେଶରେ ରହିବ । ୮୦ ଲୋକସଭା ଆସନ ବିଶିଷ୍ଟ ଏହି ରାଜ୍ୟରେ ରାହୁଲ…